ଉଦଘାଟିତ ହୋଇଯାଇଛି ଅଶୋକ ଦାସ ସ୍ମାରକୀ କ୍ରିକେଟ ପ୍ରତିଯୋଗୀତା

812 0

ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ) ଯାଜପୁର ବାଳାଶ୍ରମ ପଡିଆରେ ଉଦଘାଟିତ ହୋଇଯାଇଛି ଅଶୋକ ଦାସ ସ୍ମାରକୀ କ୍ରିକେଟ ପ୍ରତିଯୋଗୀତା । ଯାଜପୁର ଜିଲାପାଳ ରଂଜନ କୁମାର ଦାସ ଏହି ପ୍ରତିଯୋଗୀତାକୁ ଉଦଘାଟନ କରିଥିଲେ । ଉଦଘାଟନି ମ୍ୟାଚ ଆୟୋଜକ ମେଲବୋର୍ଣ୍ଣ କ୍ରିକେଟ କ୍ଲବ କୁ ପରାସ୍ତ କରି ଚରମ୍ପା ଏକାଡେମୀ ବିଜୟୀ ହୋଇଛି । ପ୍ରଥମେ ଚରମ୍ପା ଦଳ ନିର୍ଦ୍ଧାରିତ ଦଳ ନିର୍ଦ୍ଧାରିତ ଓଭରରେ ୨୦୦ ରନ ସଂଗ୍ରହ କରିଥିଲା । ଜବାବରେ ଏମସିସି ଦଳ ୧୮୭ ରନ ସଂଗ୍ରହ କରିବାକୁ ସକ୍ଷମ ହୋଇଥିଲା ।

ଅନ୍ୟ ମାନଙ୍କ ମଧ୍ୟରେ ଯାଜପୁର ବ୍ଲକ ବିଡିଓ ସୌରଭ ଚକ୍ରବର୍ତି,ପୂର୍ବତନ ପୌରପାଳ ଭବ ପ୍ରସାଦ ଦାସ, ଅୟସକାନ୍ତ ଧଳ ଓ ମନୋଜ ସାହୁ ପ୍ରମୂଖ ଉପସ୍ଥିତ ଥିଲେ । ଏହି ଅବସରରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ଚରମ୍ପା ଦଳକୁ ପୁରସ୍କୃତ କରାଯାଇଥିଲା । ମ୍ୟାଚକୁ ଅମ୍ପାୟାର ଭାବେ ଲଲାଟ କେଶରୀ ନନ୍ଦ ଓ ଶରତ ଜେନା ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ସ୍ୱସ୍ତିକ ପହି ଓ ବିଶ୍ୱଜିତ ଦାସ ପରିଚାଳନା କରିଥିଲେ ।

Related Post

ଫ୍ରେଣ୍ଡସିଫ୍ କ୍ଲବ୍ ର ବିଭିନ୍ନ ଶାଖାରେ ଯୋଗଦିବସ  ପାଳନ

Posted by - June 21, 2021 0
ବୌଦ୍ଧ:(ଚିତ୍ତ ରଞ୍ଜନ ସିଁ)କୋରୋନା କଟକଣା ମଧ୍ୟରେ ଅନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଛି । ବୌଦ୍ଧ ଜିଲ୍ଲାର ହରଭଙ୍ଗା, ବୌଦ୍ଧ ଓ କଣ୍ଟାମାଳ ବ୍ଲକର ବିଭିନ୍ନ ସ୍ଥାନରେ…

ମା ବସ୍ତ୍ରେନ ଫୁଟବଳ ଟୁର୍ଣ୍ଣା ମେଣ୍ଟ,ଚତୁର୍ଥ ଦିବସଖେଳରେ ଜୁରାବନ୍ଧ ବିଜୟୀ

Posted by - December 24, 2021 0
ବଙ୍ଗୋମୁଣ୍ଡା :(ଅଭିମନ୍ୟୁ ବହିଦାର) ବଙ୍ଗୋମୁଣ୍ଡା ବ୍ଲକ ଜୁରାବନ୍ଧ ଗ୍ରାମ ପଞ୍ଚାୟତରେ ବଲାଙ୍ଗୀର ଜିଲ୍ଲା ନେହେରୁ ଯୁବକେନ୍ଦ୍ର ଓ ଜୁରାବନ୍ଧ କପିଲେଶ୍ବର ଯୁବକ ସଂଘ ଏବଂ ଇଲେଭେନ ଷ୍ଟାର…

ମା ବସ୍ତ୍ରେନ ଫୁଟବଳ ଟୁର୍ଣ୍ଣା ମ୍ୟାଣ୍ଟ ଉଦଯାପିତ,ଜୁରାବନ୍ଧ ବିଜୟୀ

Posted by - December 26, 2021 0
ବଙ୍ଗୋମୁଣ୍ଡା:(ଅଭିମନ୍ୟୁ ବହିଦାର) ବଙ୍ଗୋମୁଣ୍ଡା ବ୍ଲକ ଜୁରାବନ୍ଧ ଗ୍ରାମ ପଞ୍ଚାୟତରେ ବଲାଙ୍ଗୀର ଜିଲ୍ଲା ନେହେରୁ ଯୁବକେନ୍ଦ୍ର ଓ ଜୁରାବନ୍ଧ କପିଲେଶ୍ବର ଯୁବକ ସଂଘ ଏବଂ ଇଲେଭେନ ଷ୍ଟାର ମିଳିତ…

ଜାତୀୟ ତୀରନ୍ଦାଜୀ ପ୍ରତିଯୋଗିତାରେ ଓଡିଶା ପାଇଁ ଟେକ ରଖିଲେ ଯୁଯୋମୁରାର ପ୍ରତିଯୋଗୀ ,ସରକାରୀ ପ୍ରୋତ୍ସାହନ ପାଇଁ ଦାବି

Posted by - May 26, 2022 0
ସମ୍ବଲପୁର(ରମାକାନ୍ତ ବିଶ୍ବାଳ)ପ୍ରତିଯୋଗୀଙ୍କ ମଧ୍ଯରେ ସବୁଠୁ ସାନ ବୟସ (୭) ହେଲେବି ଜାତୀୟ ସ୍ତରୀୟ ତୀରନ୍ଦାଜୀ ପ୍ରତିଯୋଗିତାର ଶିଶୁ ବିଭାଗରେ ଓଡିଶା ପାଇଁ ଟେକ ରଖିଛନ୍ତି ଯୁଯୋମୁରାର ୨…

ଜାତୀୟ ଶକ୍ତିଉତ୍ତୋଳନ ପ୍ରତିଯୋଗିତାରେ ଟିଟିଲାଗଡର ମିନା ସୁନାଙ୍କୁ ମିଳିଲା ରୋପ୍ୟ ପଦକ

Posted by - December 24, 2021 0
ଟିଟିଲାଗଡ଼:(ସଞ୍ଜୟ କୁମାର ନାୟକ)ଚଳିତ ମାସ ୧୬ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଗୁଜୁରାଟର ସୁରଟ ସହରରେ ଅନୁଷ୍ଠିତ ହୋଇଥିବା ଜାତୀୟ ଶକ୍ତିଉତ୍ତୋଳନ ପ୍ରତିଯୋଗିତାରେ…

Leave a comment

Your email address will not be published.