Breaking News
2:05 pmତେଲ ରେଟ କମିବାରୁ କମିଲା ବସ ଭଡା ,ସାଧାରଣ ବସରେ କିଲୋମିଟର ପିଛା ୩ ପଇସା ହ୍ରାସ, 2:04 pmପାରାଦୀପ ରେ ଫାଟିଲା IOCL ତେଲ ପାଇପ ,ଘଟଣା ସ୍ଥଳ ରେ ପହଞ୍ଚିଲେ IOCL ଅଗ୍ନିଶମ ବାହିନୀ, ପ୍ରଚୁର ମାତ୍ର ରେ ତେଲ ବହି ପାଣି ରେ ମିଶୁଚି 1:58 pmଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭା ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ 10:45 pmଭୁବନେଶ୍ୱର: ଜମିଜମା ବିବାଦକୁ ନେଇ ପୁରୁଣା ଭୁବନେଶ୍ୱର ରଥରୋଡରେ ପୁଲିସ ଉପସ୍ଥିତିରେ ବଡ଼ଭାଇକୁ ହାଣିଲା ସାନଭାଇ। ଖଣ୍ଡା ଆକ୍ରମଣରେ ବଡ଼ଭାଇ ଗୁରୁତର। ହସ୍ପିଟାଲରେ ଭର୍ତ୍ତି। 10:44 pmଭୁବନେଶ୍ବର: ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ। ୬୩ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ବିରାଜ ଦାସ। କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ଅନିୟମିତତା ଓ ବିଶୃଙ୍ଖଳିତ ଆଚରଣ ପାଇଁ ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ IIC ପ୍ରମୋଦ କୁମାର ଲେଙ୍କା ନିଲମ୍ବିତ,ଅପରାଧୀଙ୍କଠାରୁ ମାରଣାସ୍ତ୍ର ଜବତ ମାମଲାର ସଠିକ ତଦନ୍ତ କରି ନ ଥିବା ଏବଂ କୋହଳ ଦଫା ଲଗାଇଥିବା ଅଭିଯୋଗରେ ଅନୁଗୁଳ ଥାନା ଏସ୍ଆଇ ଅରକ୍ଷୀତ ସେଠୀ ନିଲମ୍ବିତ

298 0
Facebook Notice for EU! You need to login to view and post FB Comments!

Related Post

Leave a comment

Your email address will not be published.