Breaking News
12:10 amରାଜ୍ୟ କ୍ୟାବିନେଟ୍‌ରେ ୩୨ ଟି ପ୍ରସ୍ତାବକୁ ମଞ୍ଜୁରୀ,ପାନୀୟ ଜଳ ପ୍ରକଳ୍ପ ସହ ଶିକ୍ଷା ବିଷୟରେ ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିବା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସୂଚନା 12:06 amଦୈନିକ ଖର୍ଚ୍ଚ ପାଇଁ ଲୋକଙ୍କୁ ଋଣ ନେବାକୁ ପଡିପାରେ : ପ୍ରିୟଙ୍କା ଗାନ୍ଧୀ 12:06 amଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ନେଇ ଏଏସ୍‌ଆଇ ଅଧୀକ୍ଷକ କହିଲେ- ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ପୂରାତନ କୀର୍ତ୍ତିରାଜି ଭରି ରହିଛି। ଏ ସଂପର୍କରେ ରାଜ୍ୟ ସରକାରଙ୍କୁ ଜଣାଇଛି। ଯେବେ ବି ଆମେ ଏଠି ଖନନ କରିବା କୀର୍ତ୍ତିରାଜି ମିଳିବ ହିଁ ମିଳିବ। ରାଜ୍ୟ ଅଧିକାରୀଙ୍କ ସହ କଥା ହେଲା ବେଳେ ଅନେକ ଥର କହିଛି 12:03 amକବିସୂର୍ଯ୍ୟନଗର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଖଜାପଲ୍ଲୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ରାଜେନ୍ଦ୍ର ବିଷୋୟୀ (୫୬)ଙ୍କୁ ବିଚ୍‌ ରାସ୍ତାରେ କାର୍‌ରୁ ଟାଣିଆଣି ଖଣ୍ଡାରେ ହାଣି ନିର୍ମମ ଭାବେ ହତ୍ୟା 3:31 pmପ୍ରତିଷ୍ଠା ହେଲା ମା’ ତାରାତାରିଣୀଙ୍କ ଭବ୍ୟ ମନ୍ଦିର,ମୁଖ୍ୟପୁରୋଧା ଭାବେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଚିକିତ୍ସା ଅଭାବରୁ ପ୍ରସୂତୀଙ୍କ ମୃତ୍ୟୁ

932 0

ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଚିକିତ୍ସା ଅଭାବରୁ ପ୍ରସୂତୀଙ୍କ ମୃତ୍ୟୁ ଅଭିଯୋଗ।ଯାଜପୁର ମୁଖ୍ୟ ଡାକ୍ତର ଖାନା ରେ ଭର୍ତ୍ତି ହୋଇଥିବା ପ୍ରସୂତୀଙ୍କ ମୃତ୍ୟୁ ଅଭିଯୋଗ, ମୃତକ ହେଲେ ଯାଜପୁର ଦଶରଥପୁର ବ୍ଲକ ଅସନପୁର ପଂଚାୟତର ଚଣ୍ଡୀପୁର ଗାଁ ର ରୁବିସ୍ମିତା ବେହେରା।

ଘଟଣା ର ପ୍ରତିବାଦରେ ପରିବାର ଲୋକଙ୍କ ପକ୍ଷରୁ ଡାକ୍ତରଖାନା ନିକଟ ରାସ୍ତା ଅବରୋଧ ଓ ଭଙ୍ଗାରୁଜା।

Facebook Notice for EU! You need to login to view and post FB Comments!

Related Post

ଗୃହ ସଂଗରୋଧରେ ରହୁଥିବା ବ୍ୟକ୍ତି କଡ଼ାକଡ଼ି ନିୟମମାନି ଚଳନ୍ତୁ : ଜିଲ୍ଲାପାଳ

Posted by - July 28, 2020 0
ଯାଜପୁର ଅଫିସ: କରୋନା ପଜିଟିଉ ରୋଗୀ ଯେଉଁମାନଙ୍କର ଲକ୍ଷଣ ନଥିବ ବା ସାମାନ୍ୟ ଲକ୍ଷଣ ପ୍ରକାଶ ପାଉଥିବ ବା ଅନ୍ୟାନ୍ୟ ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ନଥିବ ସେମାନେ…

ମାର୍ଚ୍ଚ ୨୨ରୁ ୨୯ ଯାଏ ୫ ଜିଲା ସମ୍ପୂର୍ଣ୍ଣ ‘ଲକ୍‌ଡାଉନ୍‌’, କ’ଣ କ’ଣ ସବୁ ରହିବ ଖୋଲା

Posted by - March 21, 2020 2,794
ଭୁବନେଶ୍ବର ୨୧।୩: ସାରା ବିଶ୍ବରେ ଏବେ ଆତଙ୍କ ସୃଷ୍ଟି କରିଛି କରୋନା ଭାଇରସ୍ । ଏଥିରୁ ସୁରକ୍ଷିତ ରହିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପମାନ ନେଉଛନ୍ତି ।…

ନୀଳଗିରି ବିଧାୟକ ଙ୍କ ଅଡିଓ ଭାଇରାଲ୍ ,ଯନ୍ତ୍ରୀ ଙ୍କୁ ଅଶ୍ଳୀଳ ଭାଷା ରେ ଗାଳି, ଜବାବ ରଖିଲେ ବିଧାୟକ

Posted by - September 7, 2020 0
ନୀଳଗିରି:(ସୌମ୍ୟା ସାଇ ବାରିକ୍ )ବିଧାୟକ ସୁକାନ୍ତ କୁମାର ନାୟକ ଙ୍କ ବାର୍ତ୍ତାଳାପ ର ଏକ ଅଡିଓ ଭାଇରାଲ୍ ହେବା ପରେ, ଆଜି ସେ ଏହାର ଜବାବ ରଖିଛନ୍ତି।…

Leave a comment

Your email address will not be published.