ଓଏଏସ ସ୍ତରରେ ଅଦଳବଦଳ,ଓଏଏସ ଅଭୟ କୁମାର ନାୟକଙ୍କୁ ସାଧାରଣ ପ୍ରଶାସନ ବିଭାଗରେ ଅତିରିକ୍ତ କମିଶନର ଭାବେ ନିଯୁକ୍ତି,ଓଏଏସ୍ ଗଣେଶ୍ୱର ଜେନାଙ୍କୁ ଇଡକୋ ଜେନେରାଲ ମ୍ୟାନେଜର ଭାବେ କାର୍ଯ୍ୟ କରିବାକୁ ଅନୁମତି, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ନିର୍ଦ୍ଦେଶକ ବରିଷ୍ଠ ଆଇଏଏସ୍ ରଘୁରାମ ଆୟରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଯୁଗ୍ମ ସଚିବ ,ଓଏଏସ୍ ମହେଶ କୁମାର ଚୌଧୁରୀଙ୍କୁ ପାରାଦୀପ ମ୍ୟୁନିସପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି

556 0
Facebook Notice for EU! You need to login to view and post FB Comments!

Related Post

Leave a comment

Your email address will not be published.