Breaking News
12:10 amରାଜ୍ୟ କ୍ୟାବିନେଟ୍‌ରେ ୩୨ ଟି ପ୍ରସ୍ତାବକୁ ମଞ୍ଜୁରୀ,ପାନୀୟ ଜଳ ପ୍ରକଳ୍ପ ସହ ଶିକ୍ଷା ବିଷୟରେ ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିବା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସୂଚନା 12:06 amଦୈନିକ ଖର୍ଚ୍ଚ ପାଇଁ ଲୋକଙ୍କୁ ଋଣ ନେବାକୁ ପଡିପାରେ : ପ୍ରିୟଙ୍କା ଗାନ୍ଧୀ 12:06 amଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ନେଇ ଏଏସ୍‌ଆଇ ଅଧୀକ୍ଷକ କହିଲେ- ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ପୂରାତନ କୀର୍ତ୍ତିରାଜି ଭରି ରହିଛି। ଏ ସଂପର୍କରେ ରାଜ୍ୟ ସରକାରଙ୍କୁ ଜଣାଇଛି। ଯେବେ ବି ଆମେ ଏଠି ଖନନ କରିବା କୀର୍ତ୍ତିରାଜି ମିଳିବ ହିଁ ମିଳିବ। ରାଜ୍ୟ ଅଧିକାରୀଙ୍କ ସହ କଥା ହେଲା ବେଳେ ଅନେକ ଥର କହିଛି 12:03 amକବିସୂର୍ଯ୍ୟନଗର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଖଜାପଲ୍ଲୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ରାଜେନ୍ଦ୍ର ବିଷୋୟୀ (୫୬)ଙ୍କୁ ବିଚ୍‌ ରାସ୍ତାରେ କାର୍‌ରୁ ଟାଣିଆଣି ଖଣ୍ଡାରେ ହାଣି ନିର୍ମମ ଭାବେ ହତ୍ୟା 3:31 pmପ୍ରତିଷ୍ଠା ହେଲା ମା’ ତାରାତାରିଣୀଙ୍କ ଭବ୍ୟ ମନ୍ଦିର,ମୁଖ୍ୟପୁରୋଧା ଭାବେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଆଜି ମଧ୍ୟରାତ୍ରରୁ ୨୯ତାରିଖ ପର୍ଯ୍ୟନ୍ତ ସାରା ଓଡିଶା ଲକ୍‌ଡାଉନ୍ଆଜି କରୋନା ନେଇ ଭିଡିଓ ମେସେଜ ଜରିଆରେ  ବଡ଼ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ

501 22

ଭୁବନେଶ୍ବର ୨୪।୩: ଓଡିଶାର ସମସ୍ତ ଜିଲ୍ଲା ଲକ୍ ଡାଉନ୍ । ଆଜି ମଧ୍ୟରାତ୍ରରୁ ରାଜ୍ୟର ସମସ୍ତ ଜିଲ୍ଲାକୁ ଲକ୍ ଡାଉନ୍ କରାଯିବ ।ଆଜି ମଧ୍ୟରାତ୍ରିରୁ ମାର୍ଚ୍ଚ ୨୯ ତାରିଖ ଯାଏଁ ରାଜ୍ୟର ୩୦ଟି ଜିଲ୍ଲାରେ ତାଲା ବନ୍ଦ ପାଳନ କରାଯିବ । ଏ ନେଇ ଆଜି ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ ଗଣମାଧ୍ୟମ ଜରିଆରେ ସୂଚନା ଦେଇଛନ୍ତି । ତାଲା ବନ୍ଦ କଟକଣା ସତ୍ୱେ ଅତ୍ୟାବଶୀୟ ସାମଗ୍ରୀ ଦୋକାନ ଓ ଜରୁରୀ ସେବା ଖୋଲା ରହିବ । ପୂର୍ବଭଳି ଡାକ୍ତରଖାନା, ବ୍ୟାଙ୍କ, ଏଟିଏମ, ଅଗ୍ନିଶମ, ପେଟ୍ରୋଲ ପମ୍ପ, ପନିପରିବା, ମାଛ ମାଂସ ଓ କ୍ଷୀର ଦୋକାନ ଖୋଲା ରହିବ । କରୋନା ମହାମାରୀରେ ପରିଣତ ହେବା ପୂର୍ବରୁ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର ହୋଇଉଠିଛନ୍ତି ।

ତେବେ ଆଜି କରୋନା ନେଇ ଭିଡିଓ ମେସେଜ ଜରିଆରେ  ବଡ଼ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟବାସୀଙ୍କୁ ସେ ଗଣମାଧ୍ୟମ ଜରିଆରେ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଜାରି ହୋଇଥିବା କଟକଣାକୁ ଆହୁରି କଡ଼ାକଡ଼ି କରିବା ପାଇଁ ହୁଏତ କିଛି ବଡ଼ ନିଷ୍ପତ୍ତି ନେଇପାରନ୍ତି ନବୀନ । ଅନ୍ୟ ପକ୍ଷରେ ଆଜି ରାତି ୮ଟା ବେଳେ ପ୍ରଧାନମନ୍ତ୍ରୀ ମୋଦୀ ବଢ଼ି ଚାଲିଥିବା କରୋନାଭାଇରସ୍ ସଂକ୍ରାନ୍ତ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସହ ଦେଶବାସୀଙ୍କୁ ସମ୍ବୋଧନ କରିବେ ।

Facebook Notice for EU! You need to login to view and post FB Comments!

Related Post

ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା,ଏବେ ବୀରତ୍ୱ ନୁହେଁ ଓଡ଼ିଆଙ୍କ ଏକତା ଦେଖାଇବାର ସମୟ

Posted by - April 1, 2020 506
ଭୁବନେଶ୍ୱର ୦୧।୦୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ଏକଜୁଟ ହୋଇ କରୋନା ବିରୋଧରେ ଲଢିବାକୁ ଆହ୍ବାନ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି,…

କୋରନା କଟକଣା ମଧ୍ୟ ରେ ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ।

Posted by - August 15, 2021 0
ନୀଳଗିରି:(ସୌମ୍ୟାସାଇ ବାରିକ)ସାରା ଭାରତ ବର୍ଷ ରେ ୭୫ ତମ ସ୍ବାଧିନତା ଦିବସ ପାଳିତ ହୋଇ ଯାଇଛି। ନୀଳଗିରି ରେ ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ମହାମାରୀ କରୋନ…

ବାଲେଶ୍ବର ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ, ନୀଳଗିରି ରେ ବନ୍ଦ ର ପ୍ରଭାବ

Posted by - October 30, 2021 0
ନୀଳଗିରି:(ସୌମ୍ୟା ସାଇ ବାରିକ)ଶିକ୍ଷୟତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଘଟଣାର ସିବିଆଇ ତଦନ୍ତ, ଘଟଣାରେ ସଂପୃକ୍ତ ରାଜ୍ଯ ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବୀ ସହିତ,…

ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀ ଙ୍କ ନିମନ୍ତେ ଆର୍ଥିକ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Posted by - January 9, 2022 0
ଭୁବନେଶ୍ୱର:( ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ଓଡ଼ିଶାର ମହିଳା ମାନଙ୍କୁ ଅଧିକ ସଶକ୍ତ ଓ ଆତ୍ମନିର୍ଭରଶୀଳ କରିବା ଉଦ୍ଦେଶ୍ୟରେ ଆହୁରି ଏକ ବଡ଼ ନିଷ୍ପତ୍ତି ଗ୍ରହଣ…

ବରୀ ରେ ଗାନ୍ଧି ଜୟନ୍ତି ପାଳିତ

Posted by - October 2, 2020 0
ବରୀ:୧୫୧ ତମ ଗାନ୍ଧି ଜୟନ୍ତି ବରି ବ୍ଲକ ଅର୍ନ୍ତଗତ ବାଲିବିଲି ପଞ୍ଚାୟତ ର ଗାନ୍ଧି ଛକ ଠାରେ ଅବସର ପ୍ରାପ୍ତ ସୈନିକ ସଂଘ,ରାଧା ଗୋବିନ୍ଦ ସେବା ସଂଘ…

There are 22 comments

Leave a comment

Your email address will not be published.