Breaking News
2:05 pmତେଲ ରେଟ କମିବାରୁ କମିଲା ବସ ଭଡା ,ସାଧାରଣ ବସରେ କିଲୋମିଟର ପିଛା ୩ ପଇସା ହ୍ରାସ, 2:04 pmପାରାଦୀପ ରେ ଫାଟିଲା IOCL ତେଲ ପାଇପ ,ଘଟଣା ସ୍ଥଳ ରେ ପହଞ୍ଚିଲେ IOCL ଅଗ୍ନିଶମ ବାହିନୀ, ପ୍ରଚୁର ମାତ୍ର ରେ ତେଲ ବହି ପାଣି ରେ ମିଶୁଚି 1:58 pmଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭା ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ 10:45 pmଭୁବନେଶ୍ୱର: ଜମିଜମା ବିବାଦକୁ ନେଇ ପୁରୁଣା ଭୁବନେଶ୍ୱର ରଥରୋଡରେ ପୁଲିସ ଉପସ୍ଥିତିରେ ବଡ଼ଭାଇକୁ ହାଣିଲା ସାନଭାଇ। ଖଣ୍ଡା ଆକ୍ରମଣରେ ବଡ଼ଭାଇ ଗୁରୁତର। ହସ୍ପିଟାଲରେ ଭର୍ତ୍ତି। 10:44 pmଭୁବନେଶ୍ବର: ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ। ୬୩ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ବିରାଜ ଦାସ। କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ଚଳିତ ବଜେଟ ଅଧିବେଶନର ବ୍ୟୟ ମଞ୍ଜୁରୀ ବିଲ୍‌ ପାରିତ କରିବା ପାଇଁ ଦିନକ ପାଇଁ ବସିପାରେ ବିଧାନସଭା ଗୃହ କାର୍ଯ୍ୟ । ଆସନ୍ତା ୩୦ ତାରିଖରେ ବିଧାନସଭା ଅଧିବେଶନ ବସିପାରେ

233 0
Facebook Notice for EU! You need to login to view and post FB Comments!

Related Post

Leave a comment

Your email address will not be published.