Breaking News
2:05 pmତେଲ ରେଟ କମିବାରୁ କମିଲା ବସ ଭଡା ,ସାଧାରଣ ବସରେ କିଲୋମିଟର ପିଛା ୩ ପଇସା ହ୍ରାସ, 2:04 pmପାରାଦୀପ ରେ ଫାଟିଲା IOCL ତେଲ ପାଇପ ,ଘଟଣା ସ୍ଥଳ ରେ ପହଞ୍ଚିଲେ IOCL ଅଗ୍ନିଶମ ବାହିନୀ, ପ୍ରଚୁର ମାତ୍ର ରେ ତେଲ ବହି ପାଣି ରେ ମିଶୁଚି 1:58 pmଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭା ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ 10:45 pmଭୁବନେଶ୍ୱର: ଜମିଜମା ବିବାଦକୁ ନେଇ ପୁରୁଣା ଭୁବନେଶ୍ୱର ରଥରୋଡରେ ପୁଲିସ ଉପସ୍ଥିତିରେ ବଡ଼ଭାଇକୁ ହାଣିଲା ସାନଭାଇ। ଖଣ୍ଡା ଆକ୍ରମଣରେ ବଡ଼ଭାଇ ଗୁରୁତର। ହସ୍ପିଟାଲରେ ଭର୍ତ୍ତି। 10:44 pmଭୁବନେଶ୍ବର: ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ। ୬୩ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ବିରାଜ ଦାସ। କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

କରୋନା ମୁକାବିଲା ପାଇଁ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍

299 0

ଭୁବନେଶ୍ବର ୨୬।୦୩ :  ସାରାଦେଶରେ କରୋନା ସ୍ଥିତି ଚିନ୍ତାଜନକ ରହିଛି । ସେହିପରି ଓଡିଶାରେ ଚିହ୍ନଟ ହୋଇଥିବା ଦୁଇଜଣ କରୋନା ପଜିଟିଭ୍‌ ସଂକ୍ରମିତଙ୍କ ଚିକିତ୍ସା ଜାରି ରହିଛି । ତେବେ ସେମାନଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସୁଛି । ଅନ୍ୟପକ୍ଷରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆଉ ଅଧିକ କୌଣସି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ରାଜ୍ୟ ସରକାର ରାଜ୍ୟବାସୀଙ୍କୁ କରୋନା ପରି ମାରାତ୍ମକ ଭାଇରସରୁ ରକ୍ଷାକରିବା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ନେଇଛନ୍ତି ଏବଂ ନେଉଛନ୍ତି ।କରୋନାଭାଇରସ୍ ସଂକ୍ରମଣ ଯୋଗୁଁ ସମଗ୍ର ଦେଶରେ ଘୋଷିତ ୨୧ ଦିନିଆ ଲକଡାଉନ୍ ପରିପ୍ରେକ୍ଷୀରେ ଓଡ଼ିଶା ସରକାର ଏକ କଣ୍ଟ୍ରୋଲ୍ ରୁମ୍ ଖୋଲିଛନ୍ତି । ୨୦୨୦ ମାର୍ଚ ୨୬ ତାରିଖରୁ ରାଜ୍ୟ ଗୃହ ବିଭାଗରେ ଏହି କଣ୍ଟ୍ରୋଲ୍ ରୁମ୍ ୨୪ X ୭ କାର୍ଯ୍ୟ କରିବ ।

ଏହି କଣ୍ଟ୍ରୋଲ୍ ରୁମର ନମ୍ବର ହେଉଛି: ୦୬୭୪-୨୩୯୨୧୧୫/୯୪୩୮୯୧୫୯୮୬ ।

୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ କାର୍ଯ୍ୟ କରିବ। ଏହି କଣ୍ଟ୍ରୋଲ୍ ରୁମ୍ ଦାୟିତ୍ୱରେ ରହିବେ IG ଅପରେସନ୍ ଅମିତାଭ ଠାକୁର। ଲକ୍ ଡାଉନ୍ ଓ ବାହାରେ ଥିବା ଓଡ଼ିଆଙ୍କ କଥା ବୁଝିବ ଏହି କଣ୍ଟ୍ରୋଲ୍ ରୁମ୍।

Related Post

ପୂର୍ବତନ ବିଧାୟକ ଶିବାଜୀ ମାଝି ଙ୍କ କଂଗ୍ରେସ ରୁ ଇସ୍ତଫା

Posted by - November 7, 2021 0
ଲାଞ୍ଜିଗଡ଼ ନିର୍ବାଚନ ମଣ୍ଡଳୀ ର ପୁର୍ବତନ ବିଧାୟକ ଶିବାଜୀ ମାଝି କଂଗ୍ରେସ ଦଳର ପ୍ରାଥମିକ ସଦସ୍ଯ ପଦବୀରୁ ଇସ୍ତଫା ଦେଇଛନ୍ତି।ଶ୍ରୀ ମାଝୀ ୨୦୦୭ ମସିହା ରେ କଂଗ୍ରେସ…

ଗଞ୍ଜାମ ଏସ୍.ପିଙ୍କ ଦ୍ୱାରା ପୁରସ୍କୃତ ହେଲେ ଗୃହରକ୍ଷୀ ରାମେଶ୍ୱର

Posted by - December 7, 2021 0
ବେଲଗୁଣ୍ଠା:( ସୁଶାନ୍ତ କୁମାର ବେହେରା ) ଗଞ୍ଜାମ ଜିଲ୍ଲାର ଗାଙ୍ଗପୁର ଥାନା ସର୍ବଭାରତୀୟ ସ୍ତରରେ ସର୍ବଶ୍ରେଷ୍ଠ ସ୍ଥାନ ଅଧିକାର କରି ଓଡ଼ିଶା ପାଇଁ ଗୌରବ ଆଣି ଦେଇଥିବା…

ଜେନାପୁର ରେଖିଦେଇପୁର ଓ ପାଇକରାପୁର ରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ

Posted by - April 25, 2022 0
ଯାଜପୁର (ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜିଲା ଜେନାପୁର ରେଖିଦେଇପୁର ଓ ପାଇକରାପୁର ରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ। ଗଞ୍ଜେଇ ଚୋରା ଚାଲାଣ ବେଳେ ଅବକାରୀ…

ନନ୍ଦନକାନନରେ ପାଳିତ ହେଲା ବିଶ୍ୱ ହସ୍ତୀ ଦିବସ

Posted by - August 12, 2021 0
ଉତ୍ତର ଭୁବନେଶ୍ୱର:(ସନ୍ତୋଷ ରାଉତ)କୋଭିଡ କଟକଣା ମଧ୍ୟରେ ନନ୍ଦନକାନନରେ ପାଳିତ ହୋଇଛି ବିଶ୍ୱ ହସ୍ତୀ ଦିବସ I ୧୦ମ ତମ ବିଶ୍ୱ ହସ୍ତୀ ଦିବସ ପାଳନ କରିଛି ନନ୍ଦନକାନନ…

Leave a comment

Your email address will not be published.