ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ରେ କୋରନା ମୁକାବିଲା ପାଇଁ ବିଭିନ୍ନ ବ୍ୟକ୍ତିବିଶେଷ ଓ ସଂଗଠନ ପକ୍ଷରୁ ଜିଲା ପ୍ରଶାସନ ମାଧ୍ୟମରେ ଆର୍ଥିକ ସହଯୋଗ କରାଯାଇଛି । ଆଜି ପଣସା ସରପଂଚ ମୋନାଲିସା ପତି ନିଜର ବର୍ଷକର ଦରମା ପ୍ରଦାନ କରିଛନ୍ତି । ସେହିଭଳି ଅବସରପ୍ରାପ୍ତ ହିନ୍ଦି ଶିକ୍ଷକ ରବି ଶତପଥି ନିଜର ପେନସନ ଅର୍ଥରୁ ୫ ହଜାର ଟଙ୍କା ଜିଲାପାଳଙ୍କୁ ପ୍ରଦାନ କରିଛନ୍ତି ।
ସେହିଭଳି ମାଳଆନନ୍ଦପୁର ପଂଚାୟତର ମୂଳାପାଳ ସ୍ଥିତ ଲିଙ୍ଗେଶ୍ୱର ଉନ୍ନୟନ କମିଟି ପକ୍ଷରୁ କୋରୋନା ମୁକାବିଲ ପାଇଁ ଜିଲାପାଳଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି । ଏହି ଅର୍ଥ ଜିଲାର କୋରୋନା ମୁକାବିଲା ପାଇଁ ଖର୍ଚ୍ଚ ହେବ । ଏହି ବଦାନ୍ୟ ବ୍ୟକ୍ତିଙ୍କୁ ପ୍ରଶାସନ ପକ୍ଷରୁ ଧନ୍ୟବାଦ ପ୍ରଦାନ କରାଯିବା ସହିତ ଅନ୍ୟ ମାନଙ୍କୁ ସାହାଯ୍ୟ ଯୋଗାଇ ଦେବା ପାଇଁ ନିବେଦନ କରାଯାଇଛି ।
Facebook Notice for EU!
You need to login to view and post FB Comments!
Sie möchten müssen bis start Ihr Spiel und figure,
wie man genießen gegen Ihre Gegner Wettbewerber spielen Typen.