Breaking News
10:45 pmଭୁବନେଶ୍ୱର: ଜମିଜମା ବିବାଦକୁ ନେଇ ପୁରୁଣା ଭୁବନେଶ୍ୱର ରଥରୋଡରେ ପୁଲିସ ଉପସ୍ଥିତିରେ ବଡ଼ଭାଇକୁ ହାଣିଲା ସାନଭାଇ। ଖଣ୍ଡା ଆକ୍ରମଣରେ ବଡ଼ଭାଇ ଗୁରୁତର। ହସ୍ପିଟାଲରେ ଭର୍ତ୍ତି। 10:44 pmଭୁବନେଶ୍ବର: ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ। ୬୩ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ବିରାଜ ଦାସ। କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। 10:43 pmରକ୍ଷକ ସାଜିଲା ଭକ୍ଷକ ମାମଲା : ଶିଶୁ ‌‌‌ଯୌନ ନିର୍ଯାତନା ମାମଲାରେ କନଷ୍ଟେବଳ ରଜନୀକାନ୍ତ ଗମାଙ୍ଗୋ ଗିରଫ 12:38 amଭିଜିଲାନ୍ସ ଜାଲରେ ନାରାୟଣପାଟଣା ବ୍ଲକରେ କାର୍ଯ୍ୟରତ ସିଆରସିସି ଏସ କିଶାନ କୁମାର। ୨୦ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ 12:36 amପୁରୀ: ଶ୍ରୀମନ୍ଦିର ସାମ୍ନାରେ ଗୁଳିକାଣ୍ଡ,ଜଣେ ଯୁବକଙ୍କୁ ଟାର୍ଗେଟ କରି ଦୁର୍ବୃତ୍ତଙ୍କ ଗୁଳିମାଡ଼,ଗୁଳମାଡ଼ରେ ଶ୍ରୀଲୋକନାଥ ସେବାୟତ ଗୁରୁତର

ଆରଏମସି ମାର୍କେଟରେ ଥିବା ପରିବା ବ୍ୟବସାୟୀ ସଂଘ ପକ୍ଷରୁ ରନ୍ଧା ଖାଦ୍ୟ ବିତରଣ

695 0

ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର କିଆନାଳିଛକସ୍ଥିତ ଆରଏମସି ମାର୍କେଟରେ ଥିବା ପରିବା ବ୍ୟବସାୟୀ ସଂଘ ପକ୍ଷରୁ କୋରୋନା ପାଇଁ ରନ୍ଧାଖାଦ୍ୟ ବିତରଣ କରାଯାଉଛି । ସତ୍ୟାନନ୍ଦ ମିଶ୍ରଙ୍କ ନେତୃତ୍ୱରେ ବହୁ ଦିନ ମଜୁରିଆ,ଗରିବ ଖଟିଖିଆ ଏବଂ ବସ୍ତିରେ ଥିବା ଅସହାୟ ମାନଙ୍କୁ ରନ୍ଧାଖାଦ୍ୟ ବଂଟନ କରାଯାଇଛି । ଏଥିସହିତ ରାସ୍ତାରେ ବୁଲୁଥିବା ପଶୁ ମାନଙ୍କୁ ମଧ୍ୟ ରନ୍ଧା ଖାଦ୍ୟ ବଂଟନ କରାଯାଉଛି ।

ଯେତେଦିନ ଯାଏ ଲକଡାଉନ ଜାରି ରହିବ ସେତେଦିନ ଯାଏ ରନ୍ଧାଖାଦ୍ୟ ବଂଟନ କରାଯିବ ବୋଲି ସଂଘ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଅବସରରେ ପରିବା ବ୍ୟବସାୟୀ ସଂଘ ପକ୍ଷରୁ ମାନସ ପାଣିଗ୍ରାହୀ, ଗୌରାଙ୍ଗ ପଣ୍ଡା ସମେତ ସମସ୍ତ ସଦସ୍ୟ ଉପସ୍ଥିତ ରହି ଖାଦ୍ୟ ବଣ୍ଟନ କରିଥିଲେ ।ଏଭଳି ଅସୁବିଧା ସମୟରେ ବ୍ୟବସାୟୀ ସଂଘର ପଦକ୍ଷେପକୁ ସାଧାରଣରେ ବେଶ ପ୍ରଶଂସା କରାଯାଇଛି ।

Facebook Notice for EU! You need to login to view and post FB Comments!

Related Post

ଜାତୀର ପିତା ମହାତ୍ମାଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜନ୍ମଜୟନ୍ତୀ

Posted by - October 5, 2019 0
ଯାଜପୁର ଟାଉନ:(ଆନନ୍ଦ ଚନ୍ଦ୍ର ସାହୁ) ଜାତୀର ପିତା ମହାତ୍ମାଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜନ୍ମଜୟନ୍ତୀ । ଏହି ଅବସରରେ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ…

ଟିଟିଲାଗଡ ବନାଞ୍ଚଳ କାର୍ଯ୍ୟାଳୟରେ ବିଶ୍ଵ ଧରିତ୍ରୀଦିବସ ପାଳିତ

Posted by - April 23, 2022 0
ଟିଟିଲାଗଡ : (ସଞ୍ଜୟ କୁମାର ନାୟକ) ଟିଟିଲାଗଡ ବନାଞ୍ଚଳ କାର୍ଯ୍ୟାଳୟ ଠାରେ ବିଶ୍ୱ ଧରିତ୍ରୀ ଦିବସ ପାଳନ କରାଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଟିଟିଲାଗଡ…

ମଥୁରା ପଂଚାୟତର ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ବୌଦ୍ଧ ବିଧାୟକ ଓ ଜିଲ୍ଲାପାଳ

Posted by - December 25, 2021 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ବୌଦ୍ଧ ଜିଲ୍ଲା ମଥୁରା ପଂଚାୟତର ବୃନ୍ଦାବନ (କେଳାକଟl )ଠାରେ ନବନିର୍ମିତ ବାଳସୃଧର ଗୃହ, ମଥୁରା(କେଳାକଟା )ପଂଚାୟତ ହାଇସ୍କୁଲ, ଗୋପ, ମଥୁରା, ବୃନ୍ଦାବନରେ ରାଧାକୃଷ୍ଣଙ୍କ ଲୀଳା…

ବୌଦ୍ଧରେ ଶ୍ରୀରାମଲୀଳା ଯାତ୍ରା ମହା ଆଡମ୍ବରରେ ଆୟୋଜନ ପାଇଁ ପ୍ରସ୍ତୁତି

Posted by - April 6, 2022 0
ବୌଦ୍ଧ:(ଚିତ୍ତରଂଜନସିଂ)କରୋନା କଟକଣା ହଟିବା ପରେ ଦୁଇବର୍ଷ ହେଲା ବନ୍ଦ ରହିଥିବା ବୌଦ୍ଧର ଐତିହାସିକ ରାମଲୀଳା ଯାତ୍ରା ଚଳିତବର୍ଷ ମହାଆଡମ୍ବରରେ କରାଯିବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଅପ୍ରେଲ…

ଯୁବ ଫେରି ବ୍ୟବସାୟୀ ନିଖୋଜ

Posted by - March 7, 2021 0
ଯାଜପୁର ଅଫିସ :ଯାଜପୁର ଜିଲ୍ଲା ବିଂଝାରପୁର ଥାନା ଅନ୍ତର୍ଗତ ବିଂଝାରପୁର ବଜାର ନିକଟରେ ଦୀର୍ଘ ଦିନ ଘର ଭଡ଼ା ନେଇ ନେଇ ଫେରି ବ୍ୟବସାୟ କରୁଥିବା ପଶ୍ଚିମବଙ୍ଗ…

Leave a comment

Your email address will not be published.