Breaking News
12:38 amଭିଜିଲାନ୍ସ ଜାଲରେ ନାରାୟଣପାଟଣା ବ୍ଲକରେ କାର୍ଯ୍ୟରତ ସିଆରସିସି ଏସ କିଶାନ କୁମାର। ୨୦ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ 12:36 amପୁରୀ: ଶ୍ରୀମନ୍ଦିର ସାମ୍ନାରେ ଗୁଳିକାଣ୍ଡ,ଜଣେ ଯୁବକଙ୍କୁ ଟାର୍ଗେଟ କରି ଦୁର୍ବୃତ୍ତଙ୍କ ଗୁଳିମାଡ଼,ଗୁଳମାଡ଼ରେ ଶ୍ରୀଲୋକନାଥ ସେବାୟତ ଗୁରୁତର 12:35 amସହାରାଞ୍ଚଳ ବିକାଶରେ ଗୋଷ୍ଠୀ ସହଭାଗୀତାରେ କ୍ଷୀପ୍ର, ବ୍ୟାପକ ରୂପାନ୍ତରଣକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା 2:45 pmଓଡ଼ିଶାରେ ଖାଲି ହୋଇଥିବା ୩ଟି ରାଜ୍ୟସଭା ଆସନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି,ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା ୩୧ ହେଉଛି ନାମାଙ୍କନ ଦାଖଲର ଶେଷ ତାରିଖ 5:42 pmବଲାଙ୍ଗିର ସହରର ଜନଗହଳି ଆର୍‍ଟିଓ ଅଫିସ୍‍ ଛକରେ ସିରିଜ ଦୁର୍ଘଟଣାକୁ ନେଇ ନୂଆ ତଥ୍ୟ ,ଦୁର୍ଘଟଣା ନୁହେଁ ପୂର୍ବ ଯୋଜନା ମୁତାବକ ହତ୍ୟା: ଏସ୍‌ପି

ଯାଜପୁର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଅରୁଣ କୁମାର ପାତ୍ରଙ୍କୁ ଅଚାନକ ବଦଳି

840 0

ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)କରୋନା ମୁକାବିଲାରେ ଅସହଯୋଗ ପାଇଁ ବଦଳିଲେ ସିଡିଏମଓ । ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ଅରୁଣ ପାତ୍ର ଙ୍କ ବଦଳି । ତାଙ୍କ ସ୍ଥାନ ରେ ଡଃ ସୁଧାଂଶୁ ଶେଖର ବଳଙ୍କୁ ମୁଖ୍ୟ ଚିକିତ୍ସାଧିକାରୀ ଭାବେ ଅବସ୍ଥାପିତ କରାଯାଇଛି । ଜିଲ୍ଲାରେ କରୋନା ମୁକାବିଲା ପରିଚାଳନାରେ ତପ୍ତରତା ନଦେଖାଇବା ଓ ଜିଲ୍ଲା ପ୍ରସାସନକୁ ସହଯୋଗ ନକରିବା କାରଣରୁ ରାଜ୍ୟ ସରକାର ବଦଳି କରିଥିବା ଯାଜପୁର ଜିଲ୍ଲାପାଳ ରଂଜନ ଦାସ ସୂଚନା ଦେଇଛନ୍ତି ।

Related Post

ବୌଦ୍ଧ ପ୍ରଶାସନ ଓ଼ ପୋଲିସ ତରଫରୁ ତିଲେଶ୍ୱର ପଂଚାୟତ ରେ ଫ୍ଲାଗ ମାର୍ଚ୍ଚ

Posted by - February 12, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ବୌଦ୍ଧ ଜିଲ୍ଲା ପ୍ରଶାସନ ଓ଼ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ ଆରମ୍ଭ ହୋଇଯାଇଛି l ସୂଚନା ଅନୁଯାଇ ଗତ ଦୁଇଦିନ ତଳେ ଏହି ପଂଚାୟତ…

କଳାହାଣ୍ଡି ବ୍ରାହ୍ମଣ ସମାଜ ପକ୍ଷରୁ ମହା ସମାରୋହରେ “ପର୍ଶୁରାମ ଜୟନ୍ତୀ” ପାଳିତ

Posted by - May 3, 2022 0
ଭବାନୀପାଟଣା: (ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) ପବିତ୍ର ଅକ୍ଷୟ ତୃତୀୟା ଅବସରରେ କଳାହାଣ୍ଡି ବ୍ରାହ୍ମଣ ସମାଜ ପକ୍ଷରୁ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଭଗବାନ…

ଯାଜପୁର ରେ କୋରୋନା ସ୍ଥିତି ସମୀକ୍ଷା କଲେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ପି କେ ମେହେର୍ଦ୍ଦା

Posted by - April 24, 2020 241
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର ରେ କୋରୋନା ସ୍ଥିତି ର ସମୀକ୍ଷା କରିଛନ୍ତି ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ତଥା ରାଜ୍ୟପାଳ ଙ୍କ ସଚିବ ପି କେ ମେହେର୍ଦ୍ଦା। ସେ…

ପ୍ରଥମେ ଥଇଥାନ ପରେ ଉଚ୍ଛେଦ ଦାବିରେ ଉଠା ଦୋକାନୀଙ୍କ ପ୍ରତିବାଦ

Posted by - November 30, 2021 0
ଟିଟିଲାଗଡ଼:(ସଞ୍ଜୟ କୁମାର ନାୟକ)ସୋମବାର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସହରର ଉଠା ଦୋକାନୀଙ୍କ ପ୍ରତିବାଦ ସଭା ଅନୁଷ୍ଠିତ। ଏଥିରେ ଆଗ ଦୋକାନୀଙ୍କୁ ଥଇଥାନ ଏବଂ ପରେ ଉଛେଦ କରାଯିବା…

Leave a comment

Your email address will not be published.