ଭୁବନେଶ୍ୱରରେ ଆଉ ୩ କରୋନା ପଜିଟିଭ,ଆକ୍ରାନ୍ତ ସଂଖ୍ୟା ୯ରେ ପହଞ୍ଚିଲା

292 0

ଭୁବନେଶ୍ୱର: ଓଡ଼ିଶାରେ ବଢ଼ିଲା କରୋନା ସଂକ୍ରମିତଙ୍କ ସଂଖ୍ୟା। ପୁଣି ଭୁବନେଶ୍ୱର ବମିଖାଲ୍‌ରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।ସାରା ଦେଶରେ କରୋନା ଆତଙ୍କ ସୃଷ୍ଟି କରିଛି । ଓଡିଶାରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆଜି ଗୋଟିଏ ଦିନରେ ରଜ୍ୟରୁ ୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସକାଳେ କଟକ ବକ୍ସିବଜାରରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସଂଧ୍ୟାରେ ଭୁବନେଶ୍ୱରରୁ ୩ଜଣ କୋଭିଡ-୧୯ ପଜିଟିଭ ଚିହ୍ନଟ ହୋଇଛନ୍ତି ।  ଏହି ୩ ପଜିଟିଭ ପରେ କରୋନା ଚିହ୍ନଟ ସଂଖ୍ୟା ୯କୁ ବୃଦ୍ଧି ହୋଇଛି। ଆଜି ଦିନକରେ ମୋଟ ୪ଟି ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ପୂର୍ବରୁ କଟକର ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।କଟକରେ କରୋନା ସଂକ୍ରମିତ ଜଣକ ଦିଲ୍ଲୀରୁ ଫେରିଥିବା ସୂଚନା ମିଳିଛି। ତେବେ ସେ ଦିଲ୍ଲୀର ନିଜାମୁଦ୍ଦିନ୍‌ରେ ଧର୍ମିକ ସଭାରେ ଯୋଗେ  ଦେଇ ଫେରିଥିଲେ।ମାତ୍ର ଏହି ତିନି ଜଣ ଙ୍କ ଯାତ୍ରା ତାଲିକା ଏ ପର୍ଯ୍ୟନ୍ତ ସରକାର ପ୍ରକାଶ କରି ନାହାନ୍ତି

Facebook Notice for EU! You need to login to view and post FB Comments!

Related Post

ପୁଣି ଦନ୍ତାହାତୀର ଉପଦ୍ରବ,ହାତୀ ଆକ୍ରମଣରେ ଜଣେ ୧୪ ବର୍ଷର ବାଳକ ମୃତ

Posted by - January 25, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ) ଆଜି ସଂନ୍ଧ୍ୟାରେ ପୁଣି ଦନ୍ତାହାତୀର ଉପଦ୍ରବ । ହାତୀ ଆକ୍ରମଣରେ ଜଣେ ୧୪ ବର୍ଷର ବାଳକ ମୃତ। ମୃତ ବାଳକ ଧୂଳିଗଡ ଜଙ୍ଗଲ…

ଯୋଡା ପୌରପାଳିକାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

Posted by - September 1, 2020 0
ବଡ଼ବିଲ:ଯୋଡା ପୌରପାଳିକାରେ ସୋମବାର ଦିନ ସ୍ୱାୟତଃ ଶାସନ ଦିବସ ପାଳିତ ହୋଇଯାଇଛି । କୋଭିଡ ନିୟମକୁ ମାନି ସାମାଜିକ ଦୂରତା ରକ୍ଷା କରି ଏହା ପାଳିତ ହୋଇଥିବା…

ସମୁଦ୍ରଗର୍ଭରେ ଲୀନ ହେବାକୁ ବସିଛି ଗାଁ

Posted by - September 1, 2021 0
ବାଲିଆପାଳ:(ପ୍ରଭାକର ମଲ୍ଲୀକ୍ )କୂଳ ଲଂଘୁଛି ସମୁଦ୍ର । ଭୟରେ ଗ୍ରାମବାସୀ ! ସମୁଦ୍ର ମୁହଁରୁ ଗାଁକୁ ରକ୍ଷାକରିବାକୁ ଗ୍ରାମ ବାସୀଙ୍କର ଆକୁଳ ନିବେଦନ !ବାତ୍ୟା ୟାସ୍ ପରେ…

କୋଷାଗୁମୁଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରୋଗୀଙ୍କୁ ମାଡ଼ ମାରିଲେ ସିକ୍ୟୁରିଟି ଗାଡ଼

Posted by - July 21, 2021 0
ନବରଙ୍ଗପୁର :(ବେଣୁ ଗୋପାଳ ରାଓ)ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଜଣେ ସିକ୍ୟୁରିଟି ଗାଡ଼ ଜଣେ ରୋଗୀଙ୍କୁ ଚିକିତ୍ସା ସମୟରେ ପ୍ରବଳ ମାଡ଼ ମାରିଥିବା ଅଭିଯୋଗ।…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି,ଆସନ୍ତା କାଲି ଠାରୁ ରଥ ନିର୍ମାଣ

Posted by - May 4, 2020 0
ପୁରୀ:(ସମିର ରଞ୍ଜନ ନାୟକ)ଆସନ୍ତାକାଲି ଠାରୁ ଆରମ୍ଭ ହେବ ରଥନିର୍ମାଣ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ରଥ ତିଆରି ଏକ ନିର୍ମାଣ କାମ ହୋଇଥିବାରୁ…

Leave a comment

Your email address will not be published.