Breaking News
2:05 pmତେଲ ରେଟ କମିବାରୁ କମିଲା ବସ ଭଡା ,ସାଧାରଣ ବସରେ କିଲୋମିଟର ପିଛା ୩ ପଇସା ହ୍ରାସ, 2:04 pmପାରାଦୀପ ରେ ଫାଟିଲା IOCL ତେଲ ପାଇପ ,ଘଟଣା ସ୍ଥଳ ରେ ପହଞ୍ଚିଲେ IOCL ଅଗ୍ନିଶମ ବାହିନୀ, ପ୍ରଚୁର ମାତ୍ର ରେ ତେଲ ବହି ପାଣି ରେ ମିଶୁଚି 1:58 pmଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭା ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ 10:45 pmଭୁବନେଶ୍ୱର: ଜମିଜମା ବିବାଦକୁ ନେଇ ପୁରୁଣା ଭୁବନେଶ୍ୱର ରଥରୋଡରେ ପୁଲିସ ଉପସ୍ଥିତିରେ ବଡ଼ଭାଇକୁ ହାଣିଲା ସାନଭାଇ। ଖଣ୍ଡା ଆକ୍ରମଣରେ ବଡ଼ଭାଇ ଗୁରୁତର। ହସ୍ପିଟାଲରେ ଭର୍ତ୍ତି। 10:44 pmଭୁବନେଶ୍ବର: ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ। ୬୩ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ବିରାଜ ଦାସ। କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ରାଜ୍ୟରେ ୩୫ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଠାରେ କୌଣସି କରୋନା ଲକ୍ଷଣ ନାହିଁ,

322 0

ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ହୋଇଥିବା ୫୦ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ପ୍ରତିଶତ ଲକ୍ଷଣହୀନ। କରୋନାର କୌଣସି ଲକ୍ଷଣ ନଥିଲେ ବି ଟେଷ୍ଟ ପରେ ପଜିଟିଭ ଚିହ୍ନଟ ହୋଇଥିବା କହିଛନ୍ତି ଜାତୀୟ ସ୍ୱାସ୍ଥ୍ୟ ମିଶନ୍‌ର ରାଜ୍ୟ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ।ରାଜ୍ୟରେ ଏପର୍ଯ୍ୟନ୍ତ ୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇଥିବା ବେଳେ ଜଣେ ୭୨ ବର୍ଷିଅ ବୃଦ୍ଧଙ୍କ ମୃତ୍ୟୁ ହୋଇଛି ।ଏବେ ୩୭ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ଥିବା ବେଳେ ସେଥିରୁ ୩୫ ଜଣଙ୍କ ଠାରେ କୌଣସି କରୋନା ଲକ୍ଷଣ ନାହିଁ । ରାଜ୍ୟର ୮୦ ପ୍ରତିଶତ କରୋନା ପଜିଟିଭ ଖୁବ ଶୀଘ୍ର ସୁସ୍ଥ ହୋଇଯିବେ ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦେଶିକା ଶାଳିନୀ ପଣ୍ଡିତ ସୂଚନା ଦେଇଛନ୍ତି

Related Post

ଗଣମାଧ୍ୟମ କୁ କ୍ବାରେଣ୍ଟାଇନ୍ ସେଣ୍ଟର ମନା,ପ୍ରବାସୀ ଓଡ଼ିଆଙ୍କ ପାଖକୁ ଯାଅ ନାହି

Posted by - May 2, 2020 0
ଭୁବନେଶ୍ବର :ଗଣମାଧ୍ୟମ ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ରାଜ୍ୟ ସରକାର। କୋଭିଡ୍‌-୧୯ର ସଂକ୍ରମଣକୁ ରାଜ୍ୟରେ ଆୟତ୍ତାଧୀନ କରି ରଖିବାରେ ରାଜ୍ୟ ସରକାର ଏଯାବତ୍‌ ସଫଳ ହୋଇଛନ୍ତି। ତେବେ,…

ଭୋଟ ବାକ୍ସ ବଦଳିବା ଆଶଙ୍କା କରି ଷ୍ଟ୍ରଙ୍ଗ ରୁମ ସମ୍ମୁଖରେ ଜଗି ରହିଛନ୍ତି ସମର୍ଥକ

Posted by - February 25, 2022 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ସରିଛି ପରୀକ୍ଷା, ବାହାରିବ ପରୀକ୍ଷା ଫଳ। ଏଥିପାଇଁ ପ୍ରାର୍ଥୀ ଙ୍କ ଠାରୁ ଆରମ୍ଭ କରି ସମର୍ଥକ ଙ୍କ ମଧ୍ୟରେ ରହିଛି ପ୍ରବଳ ଉତ୍ସାହ।…

ଓଡିଶା ମିଶନରେ ମୋଦି ,ରାଜ୍ୟ ସରକାରଙ୍କୁ ପରୋକ୍ଷ ସମାଲୋଚନା

Posted by - December 25, 2018 3
ଭୁବନେଶ୍ୱର: ଖୋର୍ଦ୍ଧାର ଗୋଶାଳା ପଡ଼ିଆରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଆୟୋଜିତ ଦଳିୟ ସଭାରେ ଯୋଗ ଦେଇ ରାଜ୍ୟ ସରକାରଙ୍କୁ ପରୋକ୍ଷ ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

କୋଭିଡ ନିୟମ ନ ମାନିଲେ କଡା କାର୍ଯ୍ୟାନୁଷ୍ଠାନ : କଳାହାଣ୍ଡି ଜିଲ୍ଲାପାଳ

Posted by - January 12, 2022 0
କଳାହାଣ୍ଡି :(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ସମଗ୍ର ଦେଶ ତଥା ରାଜ୍ୟରେ କରୋନା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ କଳାହାଣ୍ଡିରେ ମଧ୍ୟ ଗତ ସାତ…

ଆଉ ଆଦାୟ ହେବନି ଏକାଧିକ ଫାଇନ୍ ,କେବଳ ସିରିୟସ ଅଫେନ୍ସ ପାଇଁ ହେବ ଜୋରିମନା,ଟୋଲ ଗେଟ୍‌ରେ ଧରାହେବେ ମଦୁଆ ଡ୍ରାଇଭର

Posted by - September 6, 2019 0
ଭୁବନେଶ୍ୱର ୬।୯: ଟ୍ରାଫିକ ନିୟମ ଉଲ୍ଲଂଘନରେ ଏକାଧିକ ଫାଇନ୍ ନେଇ ନୂଆ ନିଷ୍ପତ୍ତି ହୋଇଛି। ଏଣିକି ଆଉ ଏକାଧିକ ପ୍ରକାର ଫାଇନ ଆଦାୟ କରାଯିବନି। ରାଜ୍ୟ ପରିବହନ…

Leave a comment

Your email address will not be published.