Facebook Notice for EU!
You need to login to view and post FB Comments!
Breaking News
Related Post
ମମିତା ଝଡ଼ରେ ବିଧାନସଭା ଅଚଳ : ୭ମ ଦିନ, ୭ଥର ମୁଲତବୀ, ୭ମିନିଟ୍ ଚାଲିଲାନି
Facebook Notice for EU! You need to login to view and post FB Comments!
ନିର୍ବାଚନ କମିସନ ଚଳିତ ବର୍ଷ ଲୋକସଭା ନିର୍ବାଚନ ପାଇଁ ଏକ C-Vigil ମୋବାଇଲ୍ ଆପ୍ ଲଞ୍ଚ କରିଛନ୍ତି । ଯାହାଦ୍ୱାରା ସାଧାରଣ ଲୋକମାନେ ନିର୍ବାଚନ ସମୟରେ କୌଣସି ଅସୁବିଧା ହେଲେ, ତାହାର ଅଭିଯୋଗ ସିଧାସଳଖ ଭାବରେ ନିର୍ବାଚନ କମିସନଙ୍କୁ କରି ପାରିବେ । ଅଭିଯୋଗ ସହ ଫଟୋ ଏବଂ ଭିଡିଓ ମଧ୍ୟ ପଠାଇବାର ସୁବିଧା ରହିଛି ।
Facebook Notice for EU! You need to login to view and post FB Comments!
ବ୍ରଜରାଜନଗର ଉପନିର୍ବାଚନ ପାଇଁ ଘୁଞ୍ଚିଲା ଯୁକ୍ତ ଦୁଇ ପରୀକ୍ଷା,ମେ ୩୧ ତାରିଖରେ ହେବାକୁ ଥିବା ପରୀକ୍ଷାକୁ ଜୁନ ୪କୁ ଘୁଂଚାଇଦିଆଯାଇଛି
Facebook Notice for EU! You need to login to view and post FB Comments!
ଓଡ଼ିଶାରୁ ବିଭିନ୍ନ ରାଜ୍ୟକୁ ଗଲାଣି ୧୦୨୭୦ ଟନରୁ ଅଧିକ ଅକ୍ସିଜେନ
Facebook Notice for EU! You need to login to view and post FB Comments!
ପାରା ଅଲିମ୍ପିକ୍ସ ପାରା ଅଲିମ୍ପିକ୍ସରେ ଦେଶର ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଶାର ପ୍ରତିଭା ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା, ତୁମ ସଫଳତା ସାରା ଦେଶକୁ ଗୌରବାନ୍ବିତ କରିଛି, ଆଗାମୀ ଦିନରେ ତୁମର ଆହୁରି ଉଜ୍ଜ୍ଵଳ ଭବିଷ୍ୟତ କାମନା କରୁଛି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Facebook Notice for EU! You need to login to view and post FB Comments!
ବଡ ଖବର
- ଦୁର୍ଘଟଣାରୁ ଲୋକଙ୍କୁ ଉଦ୍ଧାର କରିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କଲେ ଟିଟିଲାଗଡ଼ ଉପଜିଲ୍ଲାପାଳ
- ଜୟପାଟଣାରେ ଅନ୍ୟାନ୍ୟ ପଛୁଆବର୍ଗର ଭାରତ ବନ୍ଦ୍ ଡାକରା ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ
- ସରକାରୀ ଦେଶୀ ମଦ ଭାଟିରେ ନକଲି ମଦ, ଅବକାରୀ ବିଭାଗର ଚଢ଼ାଉ,ବେଆଇନ ମଦ ଜବତ ଜଣେ ଗିରଫ
- ଜାତୀୟ ତୀରନ୍ଦାଜୀ ପ୍ରତିଯୋଗିତାରେ ଓଡିଶା ପାଇଁ ଟେକ ରଖିଲେ ଯୁଯୋମୁରାର ପ୍ରତିଯୋଗୀ ,ସରକାରୀ ପ୍ରୋତ୍ସାହନ ପାଇଁ ଦାବି
- ସିକ୍ୟୁରୀଟି ଗାର୍ଡ ଙ୍କର ମୃତ୍ୟୁ ନେଇ ଉତ୍କଳ ଆଲୁମିନା କାରଖାନା ସମ୍ମୁଖରେ ସ୍ଥାନୀୟ ଲୋକଙ୍କ ଉତ୍ତେଜନା ।
- କେସିଙ୍ଗା ପୋଲିସ ଦ୍ବାରା ୨୪ ପେକେଟ ଗଞ୍ଜେଇ ଜବତ ,ଦୁଇ ଅଟକ
- କଣ୍ଟାମାଳ:ଗୋଷ୍ଠୀ ଶୌଚାଳୟ ସାଜିଛି ଭୂତ କୋଠି, କେବେ ହେବ କାର୍ଯ୍ୟକ୍ଷମ ?
- ସମ୍ବଲପୁର ଜିଲ୍ଲା ପରିଷଦ ର ବୈଠକ
- ଭୁବନେଶ୍ୱର: ଜମିଜମା ବିବାଦକୁ ନେଇ ପୁରୁଣା ଭୁବନେଶ୍ୱର ରଥରୋଡରେ ପୁଲିସ ଉପସ୍ଥିତିରେ ବଡ଼ଭାଇକୁ ହାଣିଲା ସାନଭାଇ। ଖଣ୍ଡା ଆକ୍ରମଣରେ ବଡ଼ଭାଇ ଗୁରୁତର। ହସ୍ପିଟାଲରେ ଭର୍ତ୍ତି।
- ଭୁବନେଶ୍ବର: ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ। ୬୩ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ବିରାଜ ଦାସ। କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।