ବୈବାହିକ ଜୀବନକୁ ମଧୁର କରେ ସଜନା ଛୁଇଁ ସୁପ ,ଜାଣନ୍ତୁ ସଜନା ଛୁଇଁରେ କଣ କଲେ ଭିଟାମିନ ମିଳିଥାଏ

1730 0

ଆପଣଙ୍କର ବାଡ଼ି ବଗିଚାରେ ସଜନା ଛୁଇଁ ଗଛ ନିଶ୍ଚୟ ଥିବ। ଏହାର ଛୁଇଁକୁ ଦୈନିକ ରୋଷେଇରେ ବ୍ୟବହାର କରୁଥିବେ। ହେଲେ ଆପଣ ଜାଣନ୍ତି କି,ଏହା କେତେ ଉପକାରୀ? ଏହା ଖାଇବାକୁ ଯେତିକି ସ୍ୱାଦିଷ୍ଟ , ତା’ଠାରୁ ଅଧିକ ସ୍ୱାସ୍ଥ୍ୟ ପାଇଁ ଭଲ। ସଜନା ଛୁଇଁ ଆମ ଶରୀରରେ ଦେଖାଯାଉଥିବା ଅନେକ ସ୍ୱାସ୍ଥ୍ୟ ସମସ୍ୟା ଦୂର କରିଥାଏ। ଅନେକ ରୋଗର ନିରାକରଣରେ ଏହା ସାହାଯ୍ୟ କରିଥାଏ। ଥଣ୍ଡା ,କାଶ ,ଗଳା ବସି ଯାଇଥିଲେ ଓ ଛାତିରେ କମ୍ଫ ଜମିଯାଇଥିଲେ ସଜନା ଛୁଇଁ ଖୁବ ଫଳପ୍ରଦ ହୋଇଥାଏ।ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଏହା ଆମର ସେକ୍ସୁଆଲ ପାୱାର ବଢାଇବାରେ ମଧ୍ୟ ସାହାଯ୍ୟ କରିଥାଏ । ଏହାକୁ ପାଣିରେ ସିଝାଇ ସୁପ୍ କରି ପିଇଲେ ଏହା ଯୌନ କ୍ଷମତା ବଢାଇଥାଏ । ଏହା ସହ ଆମର ପାଚନ ତନ୍ତ୍ରକୁ ମଜବୁତ୍ କରିଥାଏ । ଏହା ଶରୀରରେ ରକ୍ତକୁ ସଫା କରିଥାଏ । ଡାଇବେଟିସକୁ କଂଟ୍ରୋଲ କରିବାରେ ମଧ୍ୟ ଏହା ଖୁବ୍ ସାହାଯ୍ୟ କରିଥାଏ । ଏଥିରେ ଆଂଟି ବ୍ୟାକ୍ଟେରିଆ ଗୁଣ ଥିବାରୁ ଏହା ଅନେକ ରୋଗର ସଂକ୍ରମଣରୁ ରକ୍ଷା କରିଥାଏ ।

ଏଥିରେ ଭିଟାମିନ-ସି ପ୍ରଚୁର ପରିମାଣରେ ଥାଏ । ଏହାଛଡା ଏହା ବିଟା କେରୋଟିନ୍ ପ୍ରୋଟିନ୍ ଓ ଅନେକ ପ୍ରକାର ଲବଣରେ ଭରପୂର ଏବଂ ମାଗ୍ନେସିୟମ୍ ,ପୋଟାସିୟମ୍ ଓ ଫାଇବରର ଅଂଶ ଏହି ସଜନାରେ ରହିଛି ।

Related Post

ତଳଗାଂ ପଂଚାୟତରେ ପହଚିଂଲେ ଭୁବନେଶ୍ୱରର ସ୍ବାସ୍ଥ୍ଯ ବିଭାଗ ଅଧିକାରୀ

Posted by - June 9, 2022 0
ବୌଦ୍ଧ: ( ଚିତ୍ତ ରଞନ ସିଂହ) ହରଭଂଗାବ୍ଲକ ତଳ ଗାଁ ପଂଚାୟତ ଖାଲଗାଡୁ ଗ୍ରାମରେ ଆଜି ଭୁବନେଶ୍ରରର ଏକ ସ୍ବାସ୍ଥ୍ଯ ବିଭାଗୀୟ ମ୍ୟାଲେରିଆ ନିରାକରଣ ର ଏକ…

ଜିଲ୍ଲା ସ୍ତରୀୟ ଜାତୀୟ ଚକ୍ଷୁଦାନ ପକ୍ଷ ପାଳିତ

Posted by - August 31, 2023 0
ସୁବର୍ଣ୍ଣପୁର:(ଅଜିତ କୁମାର ପୁଜାହାରୀ)ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ସ୍ଥାନୀୟ ସରକାରୀ ଏଏନଏମ ତାଳିମ କେନ୍ଦ୍ରରେ ଜିଲ୍ଳା ସ୍ତରୀୟ ଚକ୍ଷୁଦାନ ପକ୍ଷ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି…

ଜିଲ୍ଲାସ୍ତରୀୟ ବିଶ୍ଵ ସ୍ଵାସ୍ଥ୍ୟ ଦିବସ ପାଳନ

Posted by - April 7, 2023 0
ସୁବର୍ଣ୍ଣପୁର:(ଅଜିତ କୁମାର ପୁଜାହାରୀ)ସୁବର୍ଣ୍ଣପୁର ଜିଲ୍ଲା ସ୍ଵାସ୍ଥ୍ୟ ସମିତି ତରଫରୁ ଜିଲ୍ଲାସ୍ତରୀୟ ବିଶ୍ଵ ସ୍ଵାସ୍ଥ୍ୟ ଦିବସ ସ୍ଥାନୀୟ ଜିଲ୍ଲା ସ୍ଵାସ୍ଥ୍ୟ ପ୍ରଶିକ୍ଷଣ କେନ୍ଦ୍ରରେ ଅନୁଷ୍ଠିତ ହୋଇଯାଇଛି। ସହକାରୀ ଜିଲ୍ଲା…

ଯାଜପୁର ଜିଲ୍ଲାରେ ୪୬ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ

Posted by - July 30, 2020 5
ଯାଜପୁର ଅଫିସ :ଯାଜପୁର ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ବିଶେଷକରି ଏହି ଜୁଲାଇ ମାସରେ ସାଂଘାତିକ ଭାବେ ଆକ୍ରାନ୍ତଙ୍କ…

ସାବଧାନ.. ଲକଡାଉନ କୋହଳ ହେଲା ମାତ୍ର କୋରୋନା ଯାଇନି।..ନିଶ୍ଚୟ ପଢନ୍ତୁ

Posted by - May 31, 2020 73
ଭୁବନେଶ୍ବର : ଲକ୍ଡ଼ାଉନ ୫.୦ କୁହାଯାଉ ବା ଅନଲକ୍ ୧.୦। କରୋନା ସଂକ୍ରମଣ ବୃଦ୍ଧିର ସନ୍ଧିକ୍ଷଣରେ ମୋଦୀ ସରକାର ଏବେ ଦେଶକୁ ପୁଣି ଥରେ ସ୍ବାଭାବିକତା ଆଡ଼କୁ…

Leave a comment

Your email address will not be published.