Breaking News
12:10 amରାଜ୍ୟ କ୍ୟାବିନେଟ୍‌ରେ ୩୨ ଟି ପ୍ରସ୍ତାବକୁ ମଞ୍ଜୁରୀ,ପାନୀୟ ଜଳ ପ୍ରକଳ୍ପ ସହ ଶିକ୍ଷା ବିଷୟରେ ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିବା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସୂଚନା 12:06 amଦୈନିକ ଖର୍ଚ୍ଚ ପାଇଁ ଲୋକଙ୍କୁ ଋଣ ନେବାକୁ ପଡିପାରେ : ପ୍ରିୟଙ୍କା ଗାନ୍ଧୀ 12:06 amଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ନେଇ ଏଏସ୍‌ଆଇ ଅଧୀକ୍ଷକ କହିଲେ- ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ପୂରାତନ କୀର୍ତ୍ତିରାଜି ଭରି ରହିଛି। ଏ ସଂପର୍କରେ ରାଜ୍ୟ ସରକାରଙ୍କୁ ଜଣାଇଛି। ଯେବେ ବି ଆମେ ଏଠି ଖନନ କରିବା କୀର୍ତ୍ତିରାଜି ମିଳିବ ହିଁ ମିଳିବ। ରାଜ୍ୟ ଅଧିକାରୀଙ୍କ ସହ କଥା ହେଲା ବେଳେ ଅନେକ ଥର କହିଛି 12:03 amକବିସୂର୍ଯ୍ୟନଗର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଖଜାପଲ୍ଲୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ରାଜେନ୍ଦ୍ର ବିଷୋୟୀ (୫୬)ଙ୍କୁ ବିଚ୍‌ ରାସ୍ତାରେ କାର୍‌ରୁ ଟାଣିଆଣି ଖଣ୍ଡାରେ ହାଣି ନିର୍ମମ ଭାବେ ହତ୍ୟା 3:31 pmପ୍ରତିଷ୍ଠା ହେଲା ମା’ ତାରାତାରିଣୀଙ୍କ ଭବ୍ୟ ମନ୍ଦିର,ମୁଖ୍ୟପୁରୋଧା ଭାବେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ପୌରପାଳିକା ସପେଂଇ କର୍ମଚାରୀଙ୍କ ମନୋବଳ ବଢାଇଲେ ଯାଜପୁର ଜିଲାପାଳ

380 0

ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)କୋରୋନା ସମୟରେ ପୌରପାଳିକା ସପେଂଇ କର୍ମଚାରୀ ସେମାନଙ୍କ ସପେଂଇ କାମ ଜାରି ରଖିଛନ୍ତି । ସେମାନଙ୍କ ମନୋବଳ ବଢ଼ାଇବା ପାଇଁ ଯାଜପୁର ଜିଲାପ୍ରଶାସନ ଉଦ୍ୟମ ଆରମ୍ଭ କରିଛି । ଯାଜପୁର ଜିଲାପାଳ ରଂଜନ କୁମାର ଦାସ ଯାଜପୁର ପୌରପାଳିକାର ସମସ୍ତ ସପେଂଇ କର୍ମଚାରୀଙ୍କୁ ଭେଟି ହ୍ୟାଣ୍ଡୱାସ, ମାସ୍କ ଓ ଖାଦ୍ୟ ପୁଡିଆ ବଂଟନ କରିଛନ୍ତି ।

ଏଭଳି ସମୟରେ ନିଜ କାମ ଜାରି ରଖିଥିବାରୁ ଜିଲାପାଳ ସପେଂଇ କର୍ମଚାରୀ ମାନଙ୍କୁ ବେଶ ପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ଡିଆଡିଏ ପ୍ରକଳ୍ପ ନର୍ଦ୍ଦେଶକ ଇନ୍ଦ୍ରମଣୀ ନାୟକ,ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତି,ଉପ ଜିଲାପାଳ ନାରାୟଣ ଚନ୍ଦ୍ର ଧଳ, ପୌରପାଳିକାର କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଜୟ କୁମାର ମହାନ୍ତିଙ୍କ ସମେତ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Related Post

ଯାଜପୁର ଜିଲାରେ ବିପର୍ଯ୍ୟୟ ପରିଚାଳନା ବୈଠକ ଅନୁଷ୍ଠିତ

Posted by - March 14, 2020 6,777
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର ଜିଲା ଡିଆରଡିଏ ସମ୍ମିଳନୀ କକ୍ଷରେ ବିପର୍ଯ୍ୟୟ ପରିଚାଳନା ବୈଠକ ଅନୁଷ୍ଠିତ ହୋଇଯାଇଛି । ଯାଜପୁରର ଭାରପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣୀ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ହରଭଙ୍ଗା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ମାନ୍ୟତା ଦାବି ନେଇ ବିକ୍ଷୋଭ ଓ CDMO ଙ୍କ ଉଦେଶ୍ୟ ରେ ଦାବିପତ୍ର

Posted by - October 5, 2021 0
ହରଭଙ୍ଗା:(ଚିତ୍ତରଂଜନସିଂ)ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ହରଭଙ୍ଗା ଠାରେ ଅଂଚଳ ବାସୀଙ୍କ ଏକ ଶୋଭାଯାତ୍ରା ସହିତ “ଆମର ଦାବି ସରକାର ପୂରଣ କର, ହରଭଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର…

ବରିଷ୍ଠ ସିନେ ଅଭିନେତା ମିହିରଙ୍କ ପାଇଁ କ୍ୟାଣ୍ଡେଲ ଶୋଭାଯାତ୍ରା

Posted by - January 13, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ବରିଷ୍ଠ ସିନେ ଅଭିନେତା ମିହିର ଦାସ ଙ୍କ ଅମର ଆତ୍ମାର ସଦଗତି ପାଇଁ ଆଜି ସନ୍ଧ୍ୟା ରେ ହରଭଙ୍ଗା ବ୍ଲକ ଧଳପୁର ପଞ୍ଚାୟତ ଧଳପୁର…

ସଦର ଥାନା କବୀରପୁର ଗାଁ ନିକଟସ୍ଥ ପୋଖରୀରୁ ୨ ଜଣ ଯୁବକଙ୍କ ମୃତଦେହ ଉଦ୍ଧାର

Posted by - March 6, 2020 0
ଯାଜପୁର: ଯାଜପୁର ଟାଉନର ବରୁହାଁ ଅଞ୍ଚଳରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ୨୦ନଂ ଜାତୀୟ ରାଜପଥ ରାସ୍ତାର କବୀରପୁରଠାରେ ଭାରସାମ୍ୟ ହରାଇ ଏକ ବାଇକ୍ ପୋଖରୀ ମଧ୍ୟକୁ ଖସି…

Leave a comment

Your email address will not be published.