Breaking News
1:07 pmସମ୍ବଲପୁର : ସମ୍ବଲପୁର ଶାସନ କେନାଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ,ଭାରସାମ୍ୟ ହରାଇ କେନାଲକୁ ଓଲଟିଲା ବରଯାତ୍ରୀ ଗାଡ଼ି । ଦୁର୍ଘଟଣାରେ ଡ୍ରାଇଭର ସମେତ ୭ ମୃତ, ୨ ଆହତ,ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ 1:04 pmବଡ଼ମ୍ବା ବନ ବିଭାଗ ହାଜତ ମୃତ୍ୟୁ ଘଟଣା : ମାନବାଧିକାର ଅୟୋଗଙ୍କ ରିପୋର୍ଟ ତଲବ 1:03 pmମହାନଦୀ ଜଳ ବିବାଦର ସମାଧାନ ପାଇଁ ବିରୋଧୀଙ୍କ ସହଯୋଗ ଲୋଡ଼ିଲେ ମନ୍ତ୍ରୀ ଟୁକୁନି ସାହୁ 1:03 pmପିପିଲି : ପୁରୀକୁ ଚାଲାଣ ହେଉଥିବା ବେଳେ ଜବତ ହେଲା ଏକ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ 1:01 pmଆସନ୍ତାକାଲି ନବୀନ ନିବାସରେ ପର୍ଯ୍ୟବେକ୍ଷକଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ। ନବ ନିଯୁକ୍ତ ପର୍ଯ୍ୟବେକ୍ଷକଙ୍କ ସହ ଆଲୋଚନା କରିବେ ନବୀନ। ଝାରସୁଗୁଡ଼ା ଉପନିର୍ବାଚନ ସହ ସାଙ୍ଗଠନିକ ଆଲୋଚନା କରିବେ ନବୀନ। ସନ୍ଧ୍ୟା ୭ଟାରେ ନବୀନ ନିବାସରେ ବୈଠକ

ମୋଦି ପୁରୀରୁ ନିର୍ବାଚନ ଲଢିବେ

1422 2

ଭୁବନେଶ୍ୱର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫୋକସ୍‌ରେ ଏବେ ଓଡ଼ିଶା ରହିଛି ଏବଂ ସେ ପୁରୀକୁ ଭଲ ପାଆନ୍ତି। ଗତ ଥର ସେ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ନେଇ ବାରଣାସୀରୁ ଲଢ଼ି ବିଜୟୀ ହୋଇଥିଲେ। ତେଣୁ ଆଗାମୀ ୨୦୧୯ ସାଧାରଣ ନିର୍ବାଚନରେ ଶ୍ରୀକ୍ଷେତ୍ର ପୁରୀରୁ ମୋଦି ଲଢ଼ି ପାରନ୍ତି ବୋଲି ବିଜେପି ବିଧାୟକ ପ୍ରଦୀପ ପୁରୋହିତ ଏହି ସୂଚନା ଦେଇଛନ୍ତି। ମୋଦୀ ଙ୍କର ପୁରୀରୁ ନିର୍ବାଚନ ଲଢ଼ିବା ପ୍ରସଙ୍ଗକୁ ଏଡ଼ାଇ ହେବ ନାହିଁ ବୋଲି ପୁରୋହିତ କହିଛନ୍ତି।

Related Post

ବିଜେପିରୁ ଇସ୍ତଫା ଦେଲେ ବରିଷ୍ଠ ନେତା ସୁବାସ ଚୌହାନ

Posted by - March 26, 2019 0
ଭୁବନେଶ୍ୱର:୨୬/୦୩/୧୯ ବିଜେପି ଛାଡ଼ିଲେ ବରଗଡ଼ ଜିଲ୍ଲାର ବରିଷ୍ଠ ନେତା ତଥା ରାଜ୍ୟ ଉପସଭାପତି ସୁବାସ ଚୌହ୍ୱାନ। ଟିକେଟ୍‌ ବଣ୍ଟନକୁ ନେଇ ଅସନ୍ତୁଷ୍ଟ ଥିବାରୁ ସୁବାସ ଆଜି ଦଳରୁ…

୮ ନଂ ଜୋନ ଜିଲ୍ଲାପରିଷଦ ଜୋନରେ ବିଜେଡିର ନିର୍ବାଚନ ପ୍ରଚାର

Posted by - February 7, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ଆଜି ହରଭଙ୍ଗା ବ୍ଲକର ଜିଲ୍ଲାପରିଷଦ ୮ ନଂ ଜୋନ ର ତିଳେଶ୍ୱର, ଧଳପୁର, ପୁରୁଣାକଟକ ଆଦି ଅଂଚଳରେ ବିଜେଡି ପକ୍ଷରୁ ଜିଲ୍ଲାପରିଷଦ ପ୍ରାର୍ଥୀନୀ ତାରାମଣି…

ଜଳେଶ୍ୱରରେ ଜନ ଜାଗରଣ ଅଭିଯାନ

Posted by - November 21, 2021 0
ବାଲିଆପାଳ:(ପ୍ରଭାକର ମଲ୍ଲିକ) ଜଳେଶ୍ୱର କଂଗ୍ରେସ ପକ୍ଷରୁ ଶତାଧିକ କର୍ମୀକୁ  ନେଇ ଜଳେଶ୍ବରରେ ଜନଜାଗରଣ ଅଭିଯାନ ଆରମ୍ଭ ହୋଇଛି।ଏହା ଜଳେଶ୍ୱର ଗ୍ୟାରେଜ ବଜାର ଠୁ ଆରମ୍ଭ କରି ଜଳେଶ୍ୱର…

ବୌଦ୍ଧ ଜିଲ୍ଲା କଂଗ୍ରେସର ମୁଖପାତ୍ର ମନୋନୀତ

Posted by - December 5, 2021 0
ବୌଦ୍ଧ :(ସମରେଶ ମିଶ୍ର)ଆଜି ବୌଦ୍ଧ ଜିଲ୍ଲା କଂଗ୍ରେସ ର ମୁଖପାତ୍ର ମାନଙ୍କ ନାମକୁ ଓଡିଶା ପ୍ରଦେଶ କଂଗ୍ରେସ କମିଟିର ମିଡ଼ିଆ ଓ କମ୍ୟୁନିକେସନ ବିଭାଗ ର ଚେୟାରମ୍ୟାନ…

ପ୍ରଧାନମନ୍ତ୍ରୀ ଶ୍ରୀମାନ ନରେନ୍ଦ୍ର ମୋଦୀ ଜୀ କଂ ଦ୍ଵିତୀୟ ପାଳିର ତୃତୀୟ ବର୍ଷ ଶାସନ ର ସେବା, ସୁଶାସନ ଓ ଗରିବ କଲ୍ଯାଣ ପକ୍ଷ ର ଜନ ସମ୍ପର୍କ ଯାତ୍ରା

Posted by - June 13, 2022 0
ନବରଙ୍ଗପୁର :(ବେଣୁ ଗୋପାଳ ରାଓ)ଭାରତ ବର୍ଷର ଯଶସ୍ୱୀ ଲୋକପ୍ରିୟ ପ୍ରଧାନମନ୍ତ୍ରୀ ଶ୍ରୀମାନ ନରେନ୍ଦ୍ର ମୋଦୀ ଜୀ କଂ ଦ୍ଵିତୀୟ ପାଳିର ତୃତୀୟ ବର୍ଷ ଶାସନ ର ସେବା,…

There are 2 comments

  1. Everything is very open and very clear explanation of issues. was truly information. Onwin , Onwin Giriş , Onwin Güncel Giriş , Onwin Yeni Adres , onwin

Leave a comment

Your email address will not be published.