Breaking News
12:38 amଭିଜିଲାନ୍ସ ଜାଲରେ ନାରାୟଣପାଟଣା ବ୍ଲକରେ କାର୍ଯ୍ୟରତ ସିଆରସିସି ଏସ କିଶାନ କୁମାର। ୨୦ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ 12:36 amପୁରୀ: ଶ୍ରୀମନ୍ଦିର ସାମ୍ନାରେ ଗୁଳିକାଣ୍ଡ,ଜଣେ ଯୁବକଙ୍କୁ ଟାର୍ଗେଟ କରି ଦୁର୍ବୃତ୍ତଙ୍କ ଗୁଳିମାଡ଼,ଗୁଳମାଡ଼ରେ ଶ୍ରୀଲୋକନାଥ ସେବାୟତ ଗୁରୁତର 12:35 amସହାରାଞ୍ଚଳ ବିକାଶରେ ଗୋଷ୍ଠୀ ସହଭାଗୀତାରେ କ୍ଷୀପ୍ର, ବ୍ୟାପକ ରୂପାନ୍ତରଣକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା 2:45 pmଓଡ଼ିଶାରେ ଖାଲି ହୋଇଥିବା ୩ଟି ରାଜ୍ୟସଭା ଆସନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି,ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା ୩୧ ହେଉଛି ନାମାଙ୍କନ ଦାଖଲର ଶେଷ ତାରିଖ 5:42 pmବଲାଙ୍ଗିର ସହରର ଜନଗହଳି ଆର୍‍ଟିଓ ଅଫିସ୍‍ ଛକରେ ସିରିଜ ଦୁର୍ଘଟଣାକୁ ନେଇ ନୂଆ ତଥ୍ୟ ,ଦୁର୍ଘଟଣା ନୁହେଁ ପୂର୍ବ ଯୋଜନା ମୁତାବକ ହତ୍ୟା: ଏସ୍‌ପି

ଗୋପ ବ୍ଲକ ଅଧିନସ୍ଥ ଦେସ୍ଥଳି ଗ୍ରାମ ରେ ଅଗ୍ନି କାଣ୍ଡ

320 0

ପୁରୀ:(ସମୀର ରଞ୍ଜନ ନାୟକ)ପୁରୀ ଜିଲ୍ଲା ଅନ୍ତର୍ଗତ ଗୋପ ବ୍ଲକ ଅଧିନସ୍ଥ ଦେସ୍ଥଳି ଗ୍ରାମ ରେ ଏହି ଅଗ୍ନି କାଣ୍ଡ ଘଟିଛି ! ମିଳିଥିବା ଖବର ଅନୁସାରେ ଗତକାଲି ବିଳମ୍ବିତ ରାତ୍ରି ରେ ଗ୍ରାମ ନବଘନ ଭୋଇ ଙ୍କ ଘରେ ନିଆଁ ଲାଗି 3 ବଖରା ଘର ଜଳିଯାଇଛି !

ଅଗ୍ନି କାଣ୍ଡର କାରଣ ଜଣାପଡିନାହିଁ ଏହି ଅଗ୍ନି କାଣ୍ଡ ରେ ପ୍ରୟ 50 ହଜାର ରୁ ଉର୍ଦ୍ଧ ଟଙ୍କା ର ସମ୍ପତି ନଷ୍ଟହୋଇ ହୋଇ ଥିବା ଜଣା ପଡୁଛି ଖବର ପାଇ ଅଗ୍ନି ଶ୍ରମ ବିଭାଗ ଘଟଣା ସ୍ଥଳରେ ପହଂଚି ଥିଲା ! ରିମିଡୀଆଲ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଅଗ୍ନିବିପନ୍ନକୁ 1ମାସର ରାସନ ସହାୟତା ଦିଆଯାଇଛି

Related Post

ସୁବର୍ଣ୍ଣପୁର ଜିଲ୍ଲା ସଦର ରେଞ୍ଜ କୁଦୋପାଲି ଗାଁରେ ହାତୀ ଆତଙ୍କ

Posted by - November 22, 2021 0
ସୋନପୁର:( ଅଜିତ କୁମାର ପୁଝାରୀ)ସୁବର୍ଣ୍ଣପୁର ଜିଲ୍ଲା ସଦର ରେଞ୍ଜ କୁଦୋପାଲି ଗାଁରେ ଦେଖା ଦେଇଛି ହାତୀ ଆତଙ୍କ। ଗତକାଲି ବିଳମ୍ବିତ ରାତି ରେ 34 ଟିକିଆ ହାତୀପଲ…

କୂଅରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

Posted by - December 22, 2019 0
କେନ୍ଦୁଝର:କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଯାମଜୁଡି ପଂଚାୟତ ଅନ୍ତର୍ଗତ ମାନପୁର ଗ୍ରାମର ଏକ କୂଅରେ ଆଜି ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ବୃଦ୍ଧ ଜଣକ…

ରାଇଘର ପାରୁଆ ମନ୍ଦିରରୁ ଚୋରି

Posted by - January 14, 2022 0
ନବରଙ୍ଗପୁର:(ବେଣୁ ଗୋପାଳ ରାଓ)ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକରେ ଚୋରମାନଙ୍କର ଚୋରି ପେଶା ଦିନକୁ ଦିନ ବଢ଼ିବାକୁ ଲାଗିଛି। ୫ ମାସ ଭିତରେ3 ରାଇଘର ସଦରମହକୁମାର ଚାରି ଚାରିଟି…

ସୋନପୁରକୁ ଇନଟାକ୍ ରାଜ୍ୟ ଆବାହକଙ୍କ ଆଗମନ

Posted by - April 4, 2022 0
ସୋନପୁର:(ଅଜିତ କୁମାର ପୂଝlରୀ)ଅବସରପ୍ରାପ୍ତ ପୋଲିସ ମହାନିର୍ଦ୍ଦେଶକ ତଥା ଇନଟାକ୍ ର ଓଡିଶା ରାଜ୍ୟ ଆବାହକ ଶ୍ରୀଯୁକ୍ତ ଅମିୟ ଭୂଷଣ ତ୍ରିପାଠୀ ସଂପ୍ରତି ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ କରି…

Leave a comment

Your email address will not be published.