ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ଇସ୍ତଫା ପରେ ବି ପିପିଲି ପୀଡ଼ିତା ଇସ୍ୟୁ ଥମୁନାହିଁ। ଆଜି କଂଗ୍ରେସ ଦଳ ଏ ପ୍ରସଙ୍ଗ ନେଇ ସରକାରଙ୍କୁ ପୁଣି ଟାର୍ଗେଟ୍ କରିଛି। କଂଗ୍ରେସ କହିଛି ମହାରଥୀଙ୍କ ଇସ୍ତଫା ମୁଖ୍ୟମନ୍ତ୍ରୀଙ୍କ ପୁରୁଣା ଚାଲ୍। ମହାରଥୀଙ୍କୁ ଇସ୍ତଫା ପାଇଁ କହି ବିଜେଡି ଏଥିରୁ ମୁକୁଳି ପାରିବ ନାହିଁ। ଏ ମାମଲାରେ କଂଗ୍ରେସ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି।
Breaking News
Related Post
ରାଜ୍ୟ ସରକାରଙ୍କ କ୍ଲିୟରାନ୍ସ ବିନା ଆସିପାରିବ ନାହିଁ କୌଣସି ଟ୍ରେନ୍
Facebook Notice for EU! You need to login to view and post FB Comments!
କେନ୍ଦ୍ର ସରକାର ୨୦୧୮-୧୯ ଆର୍ଥିକବର୍ଷ ନିମନ୍ତେ ଆୟକର ରିଟର୍ଣ୍ଣ (ଆଇଟିଆର୍) ଦାଖଲ ସମୟସୀମା ଜୁଲାଇ ୩୧ ଯାଏ ବୃଦ୍ଧି
Facebook Notice for EU! You need to login to view and post FB Comments!
ଭିମ୍ସାର ନିର୍ଦ୍ଦେଶକଙ୍କ ବିରୋଧରେ ତେଜିଲା ଜେଡିଏ ଅାନ୍ଦୋଳନ
କଟକ : ବୁର୍ଲା ଭିମ୍ସାର ନିର୍ଦ୍ଦେଶକ ପ୍ରଫେସର ଅଶ୍ୱିନୀ ପୂଜାହାରୀଙ୍କ ବିରୋଧରେ ତେଜିଲା ଜୁନିଅର ଡାକ୍ତର ସଂଘର ଅାନ୍ଦୋଳନ । ୪୮ ଘଣ୍ଟା ମଧ୍ୟରେ ଯଦି ପୂଜାହାରୀଙ୍କ…
ବଡ ଖବର
- ଦୁର୍ଘଟଣାରୁ ଲୋକଙ୍କୁ ଉଦ୍ଧାର କରିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କଲେ ଟିଟିଲାଗଡ଼ ଉପଜିଲ୍ଲାପାଳ
- ଜୟପାଟଣାରେ ଅନ୍ୟାନ୍ୟ ପଛୁଆବର୍ଗର ଭାରତ ବନ୍ଦ୍ ଡାକରା ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ
- ସରକାରୀ ଦେଶୀ ମଦ ଭାଟିରେ ନକଲି ମଦ, ଅବକାରୀ ବିଭାଗର ଚଢ଼ାଉ,ବେଆଇନ ମଦ ଜବତ ଜଣେ ଗିରଫ
- ଜାତୀୟ ତୀରନ୍ଦାଜୀ ପ୍ରତିଯୋଗିତାରେ ଓଡିଶା ପାଇଁ ଟେକ ରଖିଲେ ଯୁଯୋମୁରାର ପ୍ରତିଯୋଗୀ ,ସରକାରୀ ପ୍ରୋତ୍ସାହନ ପାଇଁ ଦାବି
- ସିକ୍ୟୁରୀଟି ଗାର୍ଡ ଙ୍କର ମୃତ୍ୟୁ ନେଇ ଉତ୍କଳ ଆଲୁମିନା କାରଖାନା ସମ୍ମୁଖରେ ସ୍ଥାନୀୟ ଲୋକଙ୍କ ଉତ୍ତେଜନା ।
- କେସିଙ୍ଗା ପୋଲିସ ଦ୍ବାରା ୨୪ ପେକେଟ ଗଞ୍ଜେଇ ଜବତ ,ଦୁଇ ଅଟକ
- କଣ୍ଟାମାଳ:ଗୋଷ୍ଠୀ ଶୌଚାଳୟ ସାଜିଛି ଭୂତ କୋଠି, କେବେ ହେବ କାର୍ଯ୍ୟକ୍ଷମ ?
- ସମ୍ବଲପୁର ଜିଲ୍ଲା ପରିଷଦ ର ବୈଠକ
- ଭୁବନେଶ୍ୱର: ଜମିଜମା ବିବାଦକୁ ନେଇ ପୁରୁଣା ଭୁବନେଶ୍ୱର ରଥରୋଡରେ ପୁଲିସ ଉପସ୍ଥିତିରେ ବଡ଼ଭାଇକୁ ହାଣିଲା ସାନଭାଇ। ଖଣ୍ଡା ଆକ୍ରମଣରେ ବଡ଼ଭାଇ ଗୁରୁତର। ହସ୍ପିଟାଲରେ ଭର୍ତ୍ତି।
- ଭୁବନେଶ୍ବର: ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ। ୬୩ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ବିରାଜ ଦାସ। କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।