Breaking News
10:57 pmଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି; ବିଭିନ୍ନ ବର୍ଗରେ ଓଡ଼ିଶାରୁ ୩ ଜଣ ସାମିଲ 10:56 pmଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ,୨ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ମହିଳା ଗିରଫ 10:54 pmପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା,ଖୋଲିବ ଗୁମର, ହଜିଲା ମୋବାଇଲ ଫୋନ୍‌ ମିଳିଲା 10:53 pmକୋରାପୁଟ: କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ଜଙ୍ଗଲରେ ବୁଲୁଛି ବାଘ। ବନ ବିଭାଗ ପକ୍ଷରୁ ନିଆଯାଇଛି ଆବଶ୍ୟକ ପଦକ୍ଷେପ। କୋରାପୁଟ ଜିଲ୍ଲାପାଳଙ୍କ ସୂଚନା 10:52 pmକୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଜଲାପୁଟ ଗାଁ ନିକଟ ମାହାରାଗାଁ ଓ ପଲାମୁଗାଁ ନିକଟ ଜଙ୍ଗଲରେ ବିସ୍ଫୋରକ ସାମଗ୍ରୀ ଠାବ କରି ନିଷ୍କ୍ରିୟ କଲା ବିଏସଏଫ୍‌

ମହାରଥୀଙ୍କ ଇସ୍ତଫା ମୁଖ୍ୟମନ୍ତ୍ରୀଙ୍କ ପୁରୁଣା ଚାଲ୍‌ : କଂଗ୍ରେସ

859 0

ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ଇସ୍ତଫା ପରେ ବି ପିପିଲି ପୀଡ଼ିତା ଇସ୍ୟୁ ଥମୁନାହିଁ। ଆଜି କଂଗ୍ରେସ ଦଳ ଏ ପ୍ରସଙ୍ଗ ନେଇ ସରକାରଙ୍କୁ ପୁଣି ଟାର୍ଗେଟ୍ କରିଛି। କଂଗ୍ରେସ କହିଛି ମହାରଥୀଙ୍କ ଇସ୍ତଫା ମୁଖ୍ୟମନ୍ତ୍ରୀଙ୍କ ପୁରୁଣା ଚାଲ୍‌। ମହାରଥୀଙ୍କୁ ଇସ୍ତଫା ପାଇଁ କହି ବିଜେଡି ଏଥିରୁ ମୁକୁଳି ପାରିବ ନାହିଁ। ଏ ମାମଲାରେ କଂଗ୍ରେସ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି।

Related Post

Leave a comment

Your email address will not be published.