ଭୁବନେଶ୍ବର :ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୧ ଜଣ ଚିକିତ୍ସାଧୀନ ଥିବାବେଳେ ୬୨ ଜଣ ସୁସ୍ଥ ହୋଇଛନ୍ତି। ତେବେ ୨ଜଣଙ୍କ ମୃତ୍ୟୁ ଘଟିଛି।ତେବେ ଦେଖନ୍ତୁ ଚିତ୍ର ମାଧ୍ୟମ ରେ କେଉଁ ଜିଲ୍ଲା ରେ କେତେ ତ ହେଲେଣି। ଆଜି ସକାଳ ରୁ ଏକାଥରକେ ୨୬ ଆକ୍ରାନ୍ତ ଚିହ୍ନଟ ହେଇଛନ୍ତି ।ତା ମଧ୍ୟରୁଚିହ୍ନଟ ହୋଇଥିବା ୨୬ ନୂଆ ଆକ୍ରାନ୍ତ ଗଞ୍ଜାମରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୫ ଓ ଭଦ୍ରକ ଜିଲ୍ଲାରୁ ୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ବିଷୟ ରେ ସରକାର ଙ୍କ ତରଫ ରୁ ସୂଚନା ଦିଅ ଯାଇଛି।