Breaking News
6:08 pmକଟକ ସବ୍‌ରେଜିଷ୍ଟ୍ରେର କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟଣା: ଅବକାରୀ ବିଭାଗକୁ ରିପୋର୍ଟ ମାଗିଲେ ଜିଲ୍ଲାପାଳ 6:07 pmଗୃହ ବିଭାଗରୁ ଇସ୍ତଫା ଦିଅନ୍ତୁ ମୁଖ୍ୟମନ୍ତ୍ରୀ,ନବଙ୍କୁ ହତ୍ୟା ପଛରେ ଟପ ଲେଭେଲରେ ଥିବା ଲୋକଙ୍କ ସମ୍ପୃକ୍ତି ଥିବା ସନ୍ଦେହ : କଂଗ୍ରେସ, 6:06 pmନବ ଦାସଙ୍କୁ ହତ୍ୟା ଘଟଣା: ବିରୋଧୀଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ ଦେବୀ ମିଶ୍ର 3:38 pmଯାଜପୁର:ନାବାଳିକାଙ୍କୁ ଗଣଦୁଷ୍କର୍ମ: ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର,କୋରେଇ ଥାନା କଡମା ଗ୍ରାମ ନିକଟରେ ହେଉଥିବା ଏକ ମେଳା ଦେଖିବାକୁ ଯାଇଥିଲେ ସେହି ଗ୍ରାମର ଜନୈକ ୧୬ ବର୍ଷୀୟା ନାବାଳିକା । ତେବେ ଫେରିଵା ବାଟରେ କଡମା ଗ୍ରାମର ଜଣେ ଯୁବକ ଓ ରାଉତପଡା ଗ୍ରାମର ଜଣେ ଯୁବକ ତାଙ୍କୁ ଉଠାଇ ନେଇ ଗଣଦୁଷ୍କର୍ମ କରିଥିବା ଖବର 3:36 pmନବ ଦାସଙ୍କୁ ଗୁଳିମାଡ଼ ଘଟଣାକୁ ନେଇ ବ୍ରଜରାଜନଗର ଥାନା ଅଧିକାରୀ ପ୍ରଦ୍ୟୁମ୍ନ ସ୍ୱାଇଁ (ଆଇଆଇସି) ଏତଲା ଦେଇଥିବା ଜଣାଯାଇଛି। କେସ୍ ନଂ-୩୪ରେ ଆଇପିସିର ଧାରା ୩୦୭ ଓ ଆର୍ମସ୍ ଆକ୍ଟ (୨୭) ୧ ରେ ମାମଲା ରୁଜୁ ହୋଇଥିବା ସୂଚନା

ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବୃଦ୍ଧି

892 0

ଭୁବନେଶ୍ବର :ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ଅଙ୍ଗନବାଡ଼ି କର୍ମୀଙ୍କୁ ମାସିକ ପାରିଶ୍ରମିକ ବାବଦରେ ପୂର୍ବରୁ ମିଳୁଥିବା ୬,୦୦୦ ଟଙ୍କାକୁ ବୃଦ୍ଧି କରାଯାଇ ୭,୫୦୦ ଟଙ୍କା କରାଯାଇଛି। ସେହିପରି ମିନି ଅଙ୍ଗନବାଡ଼ି କର୍ମୀମାନେ ଏଣିକି ପାରିଶ୍ରମିକ ବାବଦକୁ ୫,୩୭୫ ଟଙ୍କା ଏବଂ ସହାୟିକାମାନେ ୩,୭୫୦ ଟଙ୍କା ପାଇବେ।

Related Post

Leave a comment

Your email address will not be published.