ପଦ୍ମଶ୍ରୀ ପୁରସ୍କାର ଲାଗି ମନୋନୀତ କମଳା ପୂଜାରୀ ଅସୁସ୍ଥ

948 0

କୋରାପୁଟ :  ପଦ୍ମଶ୍ରୀ ପୁରସ୍କାର ଲାଗି ମନୋନୀତ ହୋଇଥିବା କମଳା ପୂଜାରୀ ଅସୁସ୍ଥ।  ଗତ ୫ଦିନ ଧରି ଜ୍ୱରରେ ପୀଡ଼ିତ ଥିବା କମଳା ପୂଜାରୀଙ୍କ ରକ୍ତଚାପ ବଢିଯାଇଥିଲା।ପରିବାର ଲୋକେ ତାଙ୍କୁ ଜୟପୁରରେ ଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ୨ଦିନ ଚିକିତ୍ସା ପରେ କମଳା ପୂଜାରୀଙ୍କୁ ବର୍ତ୍ତମାନ କୋରାପୁଟ ସ୍ଥିତ ସହୀଦ ଲକ୍ଷ୍ମଣ ନାୟକ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

Related Post

ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Posted by - June 11, 2019 29
ନୂଆଦିଲ୍ଲୀ ୧୧|୬: ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି । ସକାଳ ସାଢେ ୧୦ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ସରକାରୀ ବାସଭବନରେ…

Leave a comment

Your email address will not be published.