ଭୁବନେଶ୍ୱର: ଓଡ଼ିଶା ଟେନିସ୍ ପ୍ରିମିୟର ଲିଗ୍ର ଦ୍ୱିତୀୟ ସଂସ୍କରଣ ଶେଷ ହୋଇଛି। ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମରେ ଶେଷ ହୋଇଥିବା ଏହି ପ୍ରତିଯୋଗିତାରେ କେନ୍ଦ୍ରାପଡ଼ା କଣ୍ଟେନ୍ଡର୍ସ ଚାମ୍ପିଅନ୍ ହୋଇଛି।ଚାମ୍ପିଅନ୍ ଦଳକୁ ୨ ଲକ୍ଷ ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଛି। ସେହିପରି ରନର୍ସ ଅପ ଦଳକୁ ୧ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରାଯାଇଛି। ଏହି ପ୍ରମିୟର ଲିଗ୍ରେ ମୁଖ୍ୟ ଅତିଥି ଭାବେ ବିଧାୟକ ପ୍ରିୟଦର୍ଶୀ ମିଶ୍ର ଯୋଗ ଦେଇ ଟ୍ରଫି ପ୍ରଦାନ କରିଥିଲେ। ନୀଳାଚଳ ଟେନିସ୍ ଏକାଡେମୀ ଏହାକୁ ଆୟୋଜନ କରିଥିଲା।
Facebook Notice for EU!
You need to login to view and post FB Comments!
alperen19072 alparslan033 annacoba1 apojanbeatz alparslanakkay3 kuzeydemir4