Breaking News
1:07 pmସମ୍ବଲପୁର : ସମ୍ବଲପୁର ଶାସନ କେନାଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ,ଭାରସାମ୍ୟ ହରାଇ କେନାଲକୁ ଓଲଟିଲା ବରଯାତ୍ରୀ ଗାଡ଼ି । ଦୁର୍ଘଟଣାରେ ଡ୍ରାଇଭର ସମେତ ୭ ମୃତ, ୨ ଆହତ,ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ 1:04 pmବଡ଼ମ୍ବା ବନ ବିଭାଗ ହାଜତ ମୃତ୍ୟୁ ଘଟଣା : ମାନବାଧିକାର ଅୟୋଗଙ୍କ ରିପୋର୍ଟ ତଲବ 1:03 pmମହାନଦୀ ଜଳ ବିବାଦର ସମାଧାନ ପାଇଁ ବିରୋଧୀଙ୍କ ସହଯୋଗ ଲୋଡ଼ିଲେ ମନ୍ତ୍ରୀ ଟୁକୁନି ସାହୁ 1:03 pmପିପିଲି : ପୁରୀକୁ ଚାଲାଣ ହେଉଥିବା ବେଳେ ଜବତ ହେଲା ଏକ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ 1:01 pmଆସନ୍ତାକାଲି ନବୀନ ନିବାସରେ ପର୍ଯ୍ୟବେକ୍ଷକଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ। ନବ ନିଯୁକ୍ତ ପର୍ଯ୍ୟବେକ୍ଷକଙ୍କ ସହ ଆଲୋଚନା କରିବେ ନବୀନ। ଝାରସୁଗୁଡ଼ା ଉପନିର୍ବାଚନ ସହ ସାଙ୍ଗଠନିକ ଆଲୋଚନା କରିବେ ନବୀନ। ସନ୍ଧ୍ୟା ୭ଟାରେ ନବୀନ ନିବାସରେ ବୈଠକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଠନ କଲେ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି

951 0

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟି ବିଭିନ୍ନ ସଂଗଠନ ଓ ସଂଘର ସମସ୍ୟା ବୁଝିବ। କମିଟିରେ ଅର୍ଥ, ଅବକାରୀ, ବାଣିଜ୍ୟ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଅଛନ୍ତି।

Related Post

ଅନ୍ଧ ବିଶ୍ବାସ ର ପ୍ରଭାବ,ପ୍ରଜାକୋର୍ଟରେ ପ୍ରତିବାଦ କରିବାରୁ ମାଡ ମାରିବା ସହ ଏକ ଲକ୍ଷ ଟଙ୍କା ଜୋରିମାନା

Posted by - October 10, 2021 0
ନୀଳଗିରି:(ସୌମ୍ୟାସାଇ ବାରିକ)ଆଧୁନିକ ସାମାଜ ରେ ମଧ୍ୟ, ଲୋକେ ଗୁଣି ଗାରେଡ଼ି ଏବଂ ତନ୍ତ୍ରମନ୍ତ୍ର ବିଦ୍ୟାର ଅନ୍ଧ ବିଶ୍ବାସ କରୁଥିବା ର ଦେଖିବାକୁ ମିଳିଛି। ବାଲେଶ୍ବର ଜିଲ୍ଲା, ନୀଳଗିରି…

ଚିକିତ୍ସାଳୟରେ ସିକୁରିଟି ଗାର୍ଡଙ୍କ ଔଦ୍ଧତ୍ୟ,ରୋଗୀ ଓ ରୋଗୀଙ୍କ ସମ୍ପର୍କୀୟ ଅତିଷ୍ଠ,ବଦନାମ ହେଉଛି ଜିଲ୍ଲା

Posted by - August 17, 2021 0
ବୌଦ୍ଧ:(ଚିତ୍ତରଂଜନସିଂ)ରୋଗୀ ମାନଙ୍କୁ ସଠିକ ଚିକିତ୍ସା ଯେତିକି ଆବଶ୍ୟକ ସେତିକି ଆବଶ୍ୟକ କର୍ମଚାରୀଙ୍କ ଉତମ ବ୍ୟବହାର । ହେଲେ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ସ୍ୱୀକୃଟି ଗାର୍ଡ…

Leave a comment

Your email address will not be published.