Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ଜଖପୁରା ଥାନାକୁ ବିଦ୍ୟୁତ ସଂଯୋଗ ପାଇଁ ପଦକ୍ଷେପ

413 0

ଯାଜପୁର ଅଫିସ :ଜଖପୁରା ଥାନାକୁ ବିଦ୍ୟୁତ ସଂଯୋଗ ପାଇଁ ଉପଯୁକ୍ତ ବ୍ୟବସ୍ଥା କରିବାକୁ ଜିଲାପାଳ ରଂଜନ କୁମାର ଦାସ ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକଙ୍କୁ ପରାମର୍ଶ ଦେଇଚ୍ଥନ୍ତି । ଜଖପୁରା ଥାନାରେ ଦୀର୍ଘ ଦୁଇ ବର୍ଷ ଧରି ବିଦ୍ୟୁତ୍ ସଂଯୋଗ ନଥିବାର ଜିଲ୍ଲାପାଳ ଶ୍ରୀ ଦାସ ସ୍ଥାନୀୟ ଅଂଚଳ ପରିଦର୍ଶନ କରିବା ବେଳେ ଜାଣିବାକୁ ପାଇଥିଲେ । ଥାନାରେ ଦୀର୍ଘ ଦିନ ଧରି ବିଦ୍ୟୁତ୍ ନ ରହିବା ଅତ୍ୟନ୍ତ ଉଦ୍‌ବେଗ ଓ ଦୁଃଖଦାୟକ ଘଟଣା ବୋଲି ମତ ଦେଇ ତୁରନ୍ତ ବିଦ୍ୟୁତ୍ ସଂଯୋଗ ପାଇଁ ପଦକ୍ଷେପ ନେବେ ବୋଲି ଜିଲ୍ଲାପାଳ କହିଥିଲେ ।

ବିଦ୍ୟୁତ ସଂଯୋଗ ପାଇଁ ଆବଶ୍ୟକୀୟ ଏଷ୍ଟିମେଟ ତୁରନ୍ତ ପ୍ରଦାନ ପାଇଁ ଜିଲ୍ଳ୍‌ାପାଳ ଶ୍ରୀ ଦାସ ଆରକ୍ଷୀ ଅଧିକ୍ଷକ ଚରଣ ସିଂ ମିନାଙ୍କୁ ସୂଚନା ଦେଇଥିଲେ । ମଙ୍ଗଳବାର ଏ ସଂପର୍କରେ ପଦକ୍ଷେପ ନିଆଯାଇ ଡି.ଏମ.ଏଫରୁ ତୁରନ୍ତ ବିଦ୍ୟୁତ ସଂଯୋଗ ପାଇଁ ବିଭାଗୀୟ କର୍ତ୍ତୁପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଚ୍ଥି ବୋଲି ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ ଅବଗତ କରାଇଚ୍ଥନ୍ତି ।

Related Post

ଜମି ଜାଲିଆତି ମାମଲାରେ ୫ ଗିରଫ୍ : ସାମ୍ବାଦିକ ସମ୍ମିଳନୀ ରେ କଳାହାଣ୍ଡି ଅତିରିକ୍ତ ଏସ୍ ପି ଙ୍କ ସୁଚନା

Posted by - July 7, 2022 0
କଳାହାଣ୍ଡି :(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)  କଳାହାଣ୍ଡି ଜିଲ୍ଲାରେ ବୃଦ୍ଧି ପାଇବାରେ ଲାଗିଛି ଜମି ମାଫିଆଙ୍କ ପ୍ରାଦୁର୍ଭାବ l ନିରିହ ଲୋକଙ୍କ ଜମିକୁ ଜାଲିଆତି…

ଖପ୍ରାଖୋଲ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି, ସମସ୍ୟା ସମାଧାନର ଦେଲେ ପ୍ରତିଶୃତି

Posted by - September 18, 2022 0
ଖପ୍ରାଖୋଲ : (ତାପସ ରଞ୍ଜନ ବେହେରା) ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଶନିବାର ଦିନ ପରିଦର୍ଶନ କରିଥିଲେ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି। ଗସ୍ତ ଅବସରରେ…

ବୌଦ୍ଧ ଜିଲା ଯୋଜନା ବୋର୍ଡ ବୈଠକ ଅନୁଷ୍ଠିତ

Posted by - November 30, 2021 0
ବୌଦ୍ଧ( ଚିତ୍ତ ରଂଜନ ସିଂ)ପଞ୍ଚାୟତ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲା ଯୋଜନା ବୋର୍ଡ ବୈଠକ ବିଧାୟକ ମହୀଧର ରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ୨୦୨୧-୨୨…

ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତା ରେ ଜିଲାସ୍ତରୀୟ ନୋଡାଲ ବୈଠକ ଭର୍ଚୁଅଲ ମାଧ୍ୟମରେ ଅନୁଷ୍ଠିତ

Posted by - July 19, 2021 0
ନବରଙ୍ଗପୁର:(ବେଣୁ ଗୋପାଳ ରାଓ)ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ଅଜିତ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ନୋଡାଲ ବୈଠକ ଭର୍ଚୁଅଲ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଅଛି । ବିଶେଷ…

ଅଟୋ ବାଇକ୍ ମୁହାଁ ମୁହିଁ ଧକ୍କା ,ଜଣେ ମୃତ,ଏକ ଗୁରୁତର

Posted by - October 5, 2021 0
ନୀଳଗିରି:( ସୌମ୍ୟାସାଇ ବାରିକ)ପୂର୍ବାହ୍ନ ପ୍ରାୟ ୧୦ ଘଟିକା ସମୟ ରେ, ନୀଳଗିରି ଏନ୍.ଏ.ସି. ଅନ୍ତର୍ଗତ ରାଜ୍ୟ ରାଜପଥ ୧୯ ର, ବାଲିଗୋହିରି ଛକ ଠାରେ, ଅଟୋ ବାଇକ୍…

Leave a comment

Your email address will not be published.