Breaking News
1:07 pmସମ୍ବଲପୁର : ସମ୍ବଲପୁର ଶାସନ କେନାଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ,ଭାରସାମ୍ୟ ହରାଇ କେନାଲକୁ ଓଲଟିଲା ବରଯାତ୍ରୀ ଗାଡ଼ି । ଦୁର୍ଘଟଣାରେ ଡ୍ରାଇଭର ସମେତ ୭ ମୃତ, ୨ ଆହତ,ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ 1:04 pmବଡ଼ମ୍ବା ବନ ବିଭାଗ ହାଜତ ମୃତ୍ୟୁ ଘଟଣା : ମାନବାଧିକାର ଅୟୋଗଙ୍କ ରିପୋର୍ଟ ତଲବ 1:03 pmମହାନଦୀ ଜଳ ବିବାଦର ସମାଧାନ ପାଇଁ ବିରୋଧୀଙ୍କ ସହଯୋଗ ଲୋଡ଼ିଲେ ମନ୍ତ୍ରୀ ଟୁକୁନି ସାହୁ 1:03 pmପିପିଲି : ପୁରୀକୁ ଚାଲାଣ ହେଉଥିବା ବେଳେ ଜବତ ହେଲା ଏକ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ 1:01 pmଆସନ୍ତାକାଲି ନବୀନ ନିବାସରେ ପର୍ଯ୍ୟବେକ୍ଷକଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ। ନବ ନିଯୁକ୍ତ ପର୍ଯ୍ୟବେକ୍ଷକଙ୍କ ସହ ଆଲୋଚନା କରିବେ ନବୀନ। ଝାରସୁଗୁଡ଼ା ଉପନିର୍ବାଚନ ସହ ସାଙ୍ଗଠନିକ ଆଲୋଚନା କରିବେ ନବୀନ। ସନ୍ଧ୍ୟା ୭ଟାରେ ନବୀନ ନିବାସରେ ବୈଠକ

ବଜେଟ୍‌ରେ ମିଶନ ଶକ୍ତି ପାଇଁ ୩୦୧ କୋଟି, ମମତା ପାଇଁ ୩୦୫ କୋଟି, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୮୬୪ କୋଟି, ଗୋପବନ୍ଧୁ ଗ୍ରାମୀଣ ଯୋଜନା ପାଇଁ ୫୦୦ କୋଟି, ବିଜୁ ଯୁବ ବାହିନୀ ପାଇଁ ୧୦୫ କୋଟି ବ୍ୟୟବରାଦ

1027 0

Related Post

Leave a comment

Your email address will not be published.