Breaking News
7:44 amଛେଳି କୃତ୍ରିମ ପ୍ରଜନନ କାର୍ଯ୍ୟକାରୀରେ ଦେଶରେ ଓଡ଼ିଶା ପ୍ରଥମ ପ୍ରାୟ ୧ ଲକ୍ଷ ୫୦ ହଜାର ଛେଳିଙ୍କ କୃତ୍ରିମ ପ୍ରଜନନ ଲକ୍ଷ୍ୟ 7:35 amଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା: ପୁଲିସ ନିଷ୍କ୍ରିୟ‌; ହାଇକୋର୍ଟ କ୍ଷୁବ୍ଧ ଇନ୍‌ଫୋସିଟି ଥାନା ଆଇଆଇସିଙ୍କୁ ବର୍ଷେ ଯାଏ ଫିଲ୍ଡ ପୋ‌ଷ୍ଟିଂ ମନା 7:32 amପଦ୍ମପୁର ଉପନିର୍ବାଚନରେ ବିଜୟୀ ପରେ ନବୀନ ନିବାସରେ ବର୍ଷା ସିଂ ବରିହା। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଦଳୀୟ ନେତାଙ୍କ ସହିତ ପହଞ୍ଚିଲେ ବର୍ଷା। ବର୍ଷାଙ୍କ ସହିତ ପଶ୍ଚିମ ଓଡ଼ିଶାର ଅନେକ ନେତା ଉପସ୍ଥିତ 9:27 pmରାଜନୀତି ବାହାନାରେ ଯଦି ମହିଳାମାନଙ୍କୁ ଅସମ୍ମାନ କରାଯିବ ଓଡ଼ିଶାବାସୀ ସମର୍ଥନ କରିବେ ନାହିଁ: ନବୀନ ପଟ୍ଟନାୟକ 9:25 amକଟକ ଖାନନଗର ପାର୍କ ନିକଟରେ ଆଜି ସକାଳେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଠାବ,ପ୍ରାଥମିକ ତଦନ୍ତରୁ ଆତ୍ମହତ୍ୟା ଅନୁମାନ

ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ୍ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ

2282 291

ଭୁବନେଶ୍ବର:ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ ଘଟିଛି । ମୁମ୍ବଇରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ସକାଳ ୭.୩୦ ସମୟରେ ୬୭ବର୍ଷ ବୟସରେ ପ୍ରିୟବ୍ରତଙ୍କ ପରଲୋକ ଘଟିଛି ବୋଲି ସୂଚନା ମିଳିଛି । କିଛିଦିନ ଧରି ଲିଭର କ୍ୟାନସରରେ ପୀଡିତ ହୋଇ ମୁମ୍ବଇରେ ଚିକିତ୍ସାଧୀନ ଥିଲେ ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକ ।

୧୯୭୬ ମସିହା ବ୍ୟାଚର ଆଇଏଏସ୍ ପ୍ରିୟବ୍ରତ ପଟ୍ଟନାୟକ ଢେଙ୍କାନାଳ ଜିଲ୍ଲାପାଳ ଭାବେ କାର୍ଯ୍ୟ କରି ପ୍ରଥମେ ଚର୍ଚ୍ଚାକୁ ଆସିଥିଲେ। ଏହାପରେ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ପଦପଦବୀରେ ରହି ଦାୟିତ୍ବ ନିର୍ବାହ କରିଥିଲେ। ସେ ଓଡ଼ିଶା ଜୁଡୋ ଆସୋସିଏସନର ମଧ୍ୟ ଅଧ୍ୟକ୍ଷ ଥିଲେ।

Related Post

ନିଜର ପୁଅର ଜୀବନ ରକ୍ଷା ପାଇଁ ୨୨ ଲକ୍ଷ ସାହାଯ୍ୟ ପାଇଁ ଗୁହାରୀ କଲେ ମାଁ

Posted by - January 18, 2022 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ)ନିଜ ପୁଅର ଜୀବନ ରକ୍ଷା ପାଇଁ ଆକୁଳ ବିନତି କରି ଗୁହାରୀ କରୁଛନ୍ତି ଜଣେ ମାଁ । ମାଁ ଙ୍କ ସ୍ଥିତି ଏମିତି ଯେ ନିଜ…

କଂଗ୍ରେସରୁ ଇସ୍ତଫା ଦେଲେ ନବ ଦାସ; ବିଜୁ ଜନତା ଦଳରେ ଯୋଗ ଦେବେ

Posted by - January 16, 2019 2
ଝାରସୁଗୁଡା ବିଧାୟକ ନବ ଦାସଙ୍କୁ ନେଇ ଅନେକ ଦିନ ଧରି ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି। ନବ ବାରମ୍ବାର ଦଳ ବିରୋଧୀ ମନ୍ତବ୍ୟ ଦେଇଥିବାରୁ ଆଜି ସଂଧ୍ୟାରେ ପିସିସି…

ସାବଧାନ ନନ୍ଦନକାନନ କୁ ବୁଲିବାକୁ ଆସିଲେ ରାସ୍ତା କଡ଼ ରେଷ୍ଟରୁଣ୍ଟ ଖାଦ୍ୟ କୁ ତନଖି ଖାନ୍ତୁ

Posted by - October 12, 2021 0
ବାରଙ୍ଗ:(ସନ୍ତୋଷ ରାଉତ )ସାବଧାନ ନନ୍ଦନକାନନ କୁ ବୁଲିବାକୁ ଆସିଲେ ରାସ୍ତା କଡ଼ ରେଷ୍ଟରୁଣ୍ଟ ଖାଦ୍ୟ କୁ ତନଖି ଖାନ୍ତୁ,ଫୁଡ ପେଜନ ସହ ଜୀବନ ବି ଯାଇପାରେ। ନନ୍ଦନକାନନ…

ଭୁବନେଶ୍ବରରେ ୪୬.୮୬% ମତଦାନ

Posted by - April 25, 2019 0
ସରକାରଙ୍କ ସବୁ ସୁବିଧା ସୁଯୋଗ ଯେଉଁ ଲୋକ ପାଉଛନ୍ତି ସେମାନେ ‌ହିଁ ସରକାରଙ୍କୁ ଭୋଟ୍‌ ଦେଉନାହାନ୍ତି। ଯେଉଁମାନେ ରାଜ୍ୟ ସରକାରଙ୍କ ‌ଯୋଜନା ପ୍ରସ୍ତୁତ କରୁଛନ୍ତି ସେମାନେ ହିଁ…

ଖପ୍ରାଖୋଲ ରେ ବିଭିନ୍ନ ଯୋଜନା ର ବ୍ଲକ୍ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣୀ

Posted by - November 19, 2022 0
ଖପ୍ରାଖୋଲ: ୧୮/୧୧ ( ତାପସ ରଞ୍ଜନ ବେହେରା) ସ୍ଥାନୀୟ ବ୍ଲକ କାର୍ଯ୍ୟଳୟ ପରିସରରେ ମହାତ୍ମା ଗାନ୍ଧି ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ସହ ବିଭିନ୍ନ ଯୋଜନା ର…

There are 291 comments

Leave a comment

Your email address will not be published.