ଫୁଲବାଣୀ:ନବୀନ ପଟ୍ଟନାୟକ କନ୍ଧମାଳ ଜିଲ୍ଲାର ଉନ୍ନତି ପାଇଁ ୨୫୦ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଘୋଷଣା । ମୋଟ୍ ୪ଟି ନୂଆ ପ୍ରକଳ୍ପର ଘୋଷଣା କରିଛନ୍ତି ନବୀନ । ଏଥିମଧ୍ୟରୁ ଖମନଖୋଲ-ଗାଡ଼ିମସ୍କା ରୋଡ଼ର ଉନ୍ନତି ପାଇଁ ୭ କୋଟି ଟଙ୍କା ବ୍ୟୟ ମଞ୍ଜୁର କରିଛନ୍ତି ରାଜ୍ୟ ସରକାର ।
ବାଲିଗୁଡ଼ା ଏନଏସି ଅଞ୍ଚଳକୁ ପାଇପ୍ ପାଣି ଯୋଗାଇଦେବାକୁ ମୋଟ୍ ୮କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଅନ୍ୟପଟେ କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ ଓ ବୌଦ୍ଧ ଭଳି ୫ଟି ଜିଲ୍ଲାର ବିଜୁ ଯୁବ ବାହିନୀର ସ୍ୱେଚ୍ଛାସେବୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୫୭ କୋଟି ଟଙ୍କାର ୧୯ଟି ପ୍ରକଳ୍ପର ଉଦଘାଟନ କରିବା ସହ ୧୭୭କୋଟି ଟଙ୍କାର ୪୭ଟି ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁ୍ଖ୍ୟମନ୍ତ୍ରୀ ।

Data from the SOFT TEXT trials showed clinical benefit in ovarian suppression aromatase inhibition for high risk, premenopausal women with hormone receptor positive breast cancer, making ovarian suppression a consideration that can be achieved in numerous ways buy accutane 40 mg online 02 HCT116 cells Fig