Breaking News
10:57 pmଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି; ବିଭିନ୍ନ ବର୍ଗରେ ଓଡ଼ିଶାରୁ ୩ ଜଣ ସାମିଲ 10:56 pmଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ,୨ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ମହିଳା ଗିରଫ 10:54 pmପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା,ଖୋଲିବ ଗୁମର, ହଜିଲା ମୋବାଇଲ ଫୋନ୍‌ ମିଳିଲା 10:53 pmକୋରାପୁଟ: କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ଜଙ୍ଗଲରେ ବୁଲୁଛି ବାଘ। ବନ ବିଭାଗ ପକ୍ଷରୁ ନିଆଯାଇଛି ଆବଶ୍ୟକ ପଦକ୍ଷେପ। କୋରାପୁଟ ଜିଲ୍ଲାପାଳଙ୍କ ସୂଚନା 10:52 pmକୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଜଲାପୁଟ ଗାଁ ନିକଟ ମାହାରାଗାଁ ଓ ପଲାମୁଗାଁ ନିକଟ ଜଙ୍ଗଲରେ ବିସ୍ଫୋରକ ସାମଗ୍ରୀ ଠାବ କରି ନିଷ୍କ୍ରିୟ କଲା ବିଏସଏଫ୍‌

ଗୋଲ୍ଡ କପ୍‌, ନେପାଳଠୁ ହାରିଲା ଭାରତ

3215 39

କଳିଙ୍ଗ ଷ୍ଟାଡିୟମ୍‌ରେ ଚାଲିଥିବା ଗୋଲ୍ଡ କପ୍‌ ଚର୍ତୁରାଷ୍ଟ୍ରୀୟ ମହିଳା ଫୁଟ୍‌ବଲ୍‌ ପ୍ରତିଯୋଗିତାରେ ସୋମବାର ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ବିଶ୍ବ ମାନ୍ୟତାର ୧୦୮ତମ ସ୍ଥାନରେ ଥିବା ଦୁର୍ବଳ ନେପାଳ ୬୨ତମ ସ୍ଥାନରେ ଥିବା ଭାରତକୁ ୨-୧ ଗୋଲ୍‌ରେ ହରାଇ ଐତିହାସିକ ସଫଳତା ଲାଭ କରିଛି।

Related Post

There are 39 comments

  1. I just couldnt leave your website before saying that I really enjoyed the useful information you offer to your visitors… Will be back often to check up on new stuff you post!

  2. I had fun reading this post. I want to see more on this subject.. Gives Thanks for writing this nice article.. Anyway, I’m going to subscribe to your rss and I wish you write great articles again soon.

  3. Hey very cool site!! Man .. Beautiful .. Amazing .. I will bookmark your website and take the feeds also…I’m happy to find so many useful information here in the post, we need develop more strategies in this regard, thanks for sharing. . . . . .

Leave a comment

Your email address will not be published.