Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

କୋରୋନା ରୋଗୀଙ୍କ ସଂଖ୍ୟାରେ ବୃଦ୍ଧି ପାଇଛି 

784 0

ଯାଜପୁର(ଆନନ୍ଦଚନ୍ଦ୍ରସାହୁ)ଯାଜପୁର ଜିଲାରେ ଆସିଥିବା ବନ୍ୟା ପରେ କୋରୋନା ରୋଗୀଙ୍କ ସଂଖ୍ୟାରେ ବୃଦ୍ଧି ପାଇଛିବିଶେଷକରି ଯାଜପୁର,ଦଶରଥପୁର,ବିଂଝାରପୁର,ବରୀ ଏବଂ ରସୁଲପୁର ବ୍ଲକରୁ ଅଧିକରୁ ଅଧିକ ସଂଖ୍ୟକ କୋରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି ସେଥିପାଇଁ ଏହି ସଂଖ୍ୟାକୁ ନିୟନ୍ତ୍ରଣ କରିବା ପାଇଁ କୋଭିଡ ନିୟମକୁ କଡାକଡି ଭାବେ ଲାଗୁ କରିବାକୁ ଜିଲାପ୍ରଶାସନ ନିଷ୍ପତି ହୋଇଛି 

ବନ୍ୟା ସମୟରେ କୋରୋନା କଟକଣାକୁ କୋହଳ କରାଯାଇଥିଲା କିନ୍ତୁ ଏବେ ପୁଣି ମାସ୍କ ପିନ୍ଧିବାକୁ କଡାକଡି କରାଯିବା ସହିତ ସାମାଜିକ ଦୂରତା ରକ୍ଷା କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି  ବିଶେଷକରି ବିଭିନ୍ନ ଦୋକାନ  ବ୍ୟବସାୟୀ ମାନେ ଗ୍ରାହକଙ୍କୁ କୋଭିଡ ନିୟମ ପାଳନ କରିବାକୁ ବାଧ୍ୟ କରିବା ଆବଶ୍ୟକ ବୋଲି ଜିଲାପାଳ ନିର୍ଦ୍ଧେଶ ଦେଇଛନ୍ତି କୋରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଅଂଚଳରେ ଘରକୁ ଘର ବୁଲି ସାମ୍ପୁଲ ପରିକ୍ଷା କରାଯିବ  ଏଥିରେ ସମସ୍ତେ ସହଯୋଗ କରିବାକୁ ଜିଲାପାଳ ନିବେଦନ କରିଛନ୍ତି 

Related Post

ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

Posted by - July 30, 2020 370
ଭୁବନେଶ୍ବର:ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।…

ଓଡିଶାରେ ପୌର ନିର୍ବାଚନ ନେଇ ସର୍ବଦଳୀୟ ବୈଠକ: ଇଭିଏମ ଜରିଆରେ ହେବ ୧୧୦ ପୌରାଞ୍ଚଳ ନିର୍ବାଚନ

Posted by - February 10, 2022 0
ଭୁବନେଶ୍ୱର:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ଗତ ଫେବୃୟାରୀ ୧୦ ତାରିଖ ଦିନ ରାଜ୍ୟ ନିର୍ବାଚନ କମିଶନ ଙ୍କ ଆହ୍ୱାନ କ୍ରମେ ଆଗାମୀ ପୌରାଞ୍ଚଳ ନିର୍ବାଚନ ନେଇ…

ସରକାରୀ କର୍ମଚାରୀଙ୍କୁ ମୁଖ୍ୟ ଶାସନ ସଚିବଙ୍କ ସତର୍କ ବାଣୀ: ନିରପେକ୍ଷ ନ ରହିଲେ ଚାକିରି ଯିବ

Posted by - January 29, 2022 0
ଭୁବନେଶ୍ବର :(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଜୋର୍ ଧରିଥିବା ବେଳେ ସରକାରୀ ଓ ସ୍ୱାୟତ୍ତ ଶାସନ ସଂସ୍ଥା ର କର୍ମଚାରୀ…

ଦୀର୍ଘ ୪ ବର୍ଷ ପରେ ଜେଲ୍‌ରୁ ବାହାରିଲେ ସାରଥୀ ଓରଫ୍ ସନ୍ତୋଷ ରାଉଳ

Posted by - July 25, 2019 0
କଟକ: ଦୀର୍ଘ ୪ ବର୍ଷ ପରେ ଜେଲ୍‌ରୁ ବାହାରିଲେ ସାରଥୀ ଓରଫ୍ ସନ୍ତୋଷ ରାଉଳ। ହାଇକୋର୍ଟଙ୍କ ଜାମିନ ଆଦେଶକୁ ଆଜି କେନ୍ଦ୍ରାପଡ଼ା SDJM କୋର୍ଟରେ ଦାଖଲ କରାଯାଇଥିଲା।…

କୋଭିଡ ସଂକ୍ରମଣରେ ବାତିଲ ହେଲା ଭିମସାର ଏମବିବିଏସ ପରିକ୍ଷା

Posted by - January 14, 2022 0
ସମ୍ବଲପୁର: :(ରମାକାନ୍ତ ବିଶ୍ବାଳ )ସମ୍ବଲପୁର ଜିଲ୍ଲା ରେ ଦୄତ ଗତିରେ ବଡୁଥିବା କୋଭିଡ ସଂକ୍ରମଣ ପାଇଁ ବାତିଲ ହେଲା ଭିମସାର ର ଏମବିବିଏସ ପରୀକ୍ଷା । ଏନେଇ…