ଦାନ ବାନ୍ଧୁଛି ଲଘୁଚାପ,ଆସନ୍ତା ୨୦ ରୁ ପୁଣି ବର୍ଷିବ

226 0

ଭୁବନେଶ୍ବର :ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି (ବୁଧବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ବଙ୍ଗୋପସାଗରରେ ଏକ ଲଘୁଚାପ ଏବେ ଦାନା ବାନ୍ଧୁଛି। ଏହାର ପ୍ରଭାବରେ ସେପ୍ଟେଟର ୨୦ରେ ବଙ୍ଗୋପସାଗରର ଉତ୍ତର-ପୂର୍ବ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଉ ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଲଘୁଚାପ ପ୍ରଭାବରେ ମାଲାକନଗିରି, କୋରାପୁଟ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ ଗଞ୍ଜାମରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ। ଆସନ୍ତା ୪ ରୁ ୫ ଦିନ ଏଭଳି ସ୍ଥିତି ଲାଗି ରହିବ।

Related Post

୧୧୯୭ ନମୂନା ପରୀକ୍ଷା କରାଯାଇଥିବାବେଳେ ସମସ୍ତ ନମୂନା ନେଗେଟିଭ୍

Posted by - April 16, 2020 60
ଭୁବନେଶ୍ୱର ୧୬।୦୪: ରାଜ୍ୟରେ ବଢ଼ିଲା କରୋନା ପରୀକ୍ଷଣ କ୍ଷମତା । ସ୍ଥାନୀୟ ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ର(ଆରଏମଆରସି)ରେ କୋଭିଡ୍‌-୧୯ର ସ୍ୱାବ୍‌ ଟେଷ୍ଟ କ୍ଷମତା ବୃଦ୍ଧି ପାଇଛି ।…

ରବିବାର ଠାରୁ ଭକ୍ତ ମାନଙ୍କ ସକାଶେ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର ଦ୍ଵାର

Posted by - January 8, 2022 0
ଭୁବନେଶ୍ୱର:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ସମଗ୍ର ଦେଶ ତଥା ରାଜ୍ୟରେ କୋଭିଡ ସହ ଅମିକ୍ରନ ଆକ୍ରାନ୍ତ ଙ୍କ ସଂଖ୍ୟା ତୀବ୍ର ଗତିରେ ବୃଦ୍ଧି ପାଉଥିବା ରୁ…

ଭିଜିଲାନ୍ସ ହାତରେ ଧରାପଡ଼ିଲେ ନୂଆପଡ଼ାର CDVO ତ୍ରିଲୋଚନ ଧଳ

Posted by - August 9, 2021 0
ଉତ୍ତରଭୁବନେଶ୍ୱର:(ସନ୍ତୋଷ ରାଉତ) ଭିଜିଲାନ୍ସ ହାତରେ ଧରାପଡ଼ିଥିବା ନୂଆପଡା CDVO ତ୍ରିଲୋଚନ ଧଳଙ୍କ କଟକ ନରାଜ ଡାକବଙ୍ଗଳା ଛକ ନିକଟରେ ଥିବା ତାଙ୍କର ପୈତୃକ ଘରେ ଭିଜିଲାନ୍ସ ଚଢ଼ାଉ…