Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ଅନୁଗୁଳ ଜିଲ୍ଲା ମିଶ୍ରପଡ଼ାରେ ଅଭାବନୀୟ ଘଟଣା,ରାସ୍ତାରେ ଗଡୁଛି ଶିଶୁର କଟାମୁଣ୍ଡ

900 0

ଅନୁଗୁଳ:ଅନୁଗୁଳ ଜିଲ୍ଲା ମିଶ୍ରପଡ଼ାରେ ଏକ ଅଭାବନୀୟ ଘଟଣା ଘଟିଛି । ରାସ୍ତାରେ ଗଡୁଛି ଶିଶୁର କଟାମୁଣ୍ଡ । ସକାଳ ସମୟରେ ରାସ୍ତା ଉପରେ କଟାମୁଣ୍ଡ ପଡିଥିବାର ଦେଖିଥିଲେ ସ୍ଥାନୀୟଲୋକ । ପାଖରେ ଏକ ଅଳିଆଗଦା ମଧ୍ୟ ରହିଛି ତେବେ ଶିଶୁର କଟାମୁଣ୍ଡ ପଡିଥିବା ସ୍ଥାନ ନିକଟରେ ଏକ ଘରୋଇ ସ୍କୁଲ ରହିଛି। ନବଜାତ ଶିଶୁର କଟାମୁଣ୍ଡ ରାସ୍ତା ଉପରକୁ କିପରି ଆସିଲା ତାହା ସ୍ପଷ୍ଟ ହୋଇନାହିଁ। କୁକୁର ମାନେ ମୁଣ୍ଡଟି ଆଣି ପକାଇଥିବା ସ୍ଥାନୀୟ ଲୋକେ ଅନୁମାନ କରାଯାଉଛି।

ମିଶ୍ରପଡାରେ ଏକ ନର୍ସିଂହୋମ ମଧ୍ୟ ରହିଛି। ମୁଣ୍ଡଟି କେଉଁଠାରୁ ଆସିଛି, ଆଉ ଗଣ୍ଡିଟି କେଉଁଠି ରହିଲା ତାହା ତଦନ୍ତ ସାପେକ୍ଷ ରାସ୍ତା ଉପରକୁ ଗଣ୍ଡି ବିହୀନ ମୁଣ୍ଡ ଆସିବା, ଏବଂ ରାସ୍ତାରେ ଗଡ଼ିବାକୁ ସାଧାରଣ ଲୋକଙ୍କ ମନରେ ଅନେକ ପ୍ରଶ୍ନ ସୃଷ୍ଟି କରୁଛି । ଖବରଲେଖା ହେବା ପର୍ଯ୍ୟନ୍ତ ପୋଲିସ ଘଟଣା ସ୍ଥଳରେ ପହଁଚିନଥିବା ଜଣାପଡିଛି । ପୋଲିସ ଅଧିକ ତଦନ୍ତ କଲେ ସତ୍ୟାସତ୍ୟ ପଦାକୁ ଆସିବ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି

Related Post

ଭୁବନେଶ୍ୱର ଉତ୍ତର ବିଧାୟକଙ୍କ ଦ୍ୱାରା ବୃକ୍ଷରୋପଣ

Posted by - July 21, 2021 0
ଉତ୍ତରଭୁବନେଶ୍ୱର:( ସନ୍ତୋଷ ରାଉତ)ରାଜଧାନୀ ଉପକଣ୍ଠ ବାରଙ୍ଗ କୁଞ୍ଜ ବିହାରୀ କଲେଜ ନିକଟ କେନାଲ ବନ୍ଧରେ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇ ଯାଇଛି । ପଞ୍ଚ…

ଆଜିଠୁ ପ୍ରବାସୀ ଓଡିଆଙ୍କ ପାଇଁ ଆରମ୍ଭ ହେବ ଘରବାହୁଡା ରେଜିଷ୍ଟ୍ରେସନ

Posted by - April 24, 2020 308
ଭୁବନେଶ୍ୱର:ଆସନ୍ତା ମେ ୩ରେ ଲକଡାଉନ୍ ସରିବ। ମଝିରେ ମାତ୍ର ୧୦ ଦିନ ବାକି ରହିଛି। ଲକ୍‌ଡାଉନ୍‌ରେ ବିଭିନ୍ନ ରାଜ୍ୟରେ ଫସିଥିବା ପ୍ରାୟ ୫ଲକ୍ଷ ଓଡ଼ିଆ ଫେରିବେ। ଏଠାରେ ପହଞ୍ଚତ୍ବା…

କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ନିର୍ମାଣ ହେବ ଆଉ ୩୦ଟି ବାତ୍ୟା ଆଶ୍ରୟସ୍ଥଳୀ।

Posted by - May 17, 2019 0
କେନ୍ଦ୍ରାପଡ଼ା: କ୍ଷତିଗ୍ରସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ମରାମତି ପାଇଁ ୨ ଲକ୍ଷ ଟଙ୍କା ସହାୟତା ମିଳିବ। ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସଏଚଜି), ଚାଷୀ ଓ…

ଚିକିତ୍ସା ଅବହେଳା ରୁ ଯୁବକ ର ମୃତ୍ୟୁ,ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ପ୍ରବଳ ଉତ୍ତେଜନା

Posted by - February 1, 2021 0
ବାଲେଶ୍ଵର(ସମରେନ୍ଦ୍ର ବାରିକ) ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ, ଯୁବକ ର ମୃତ୍ୟୁ କୁ ନେଇ ଉତ୍ତେଜନା । ଟାୟାର ଜାଳି ରାସ୍ତା ଅବରୋଧ କଲେ ସାଥୀ ଓ ପରିବାର ବର୍ଗ…