Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ଅନ୍‌ଲକ ୫.୦: ଲକ୍‌ଡାଉନ୍‌ ଲଗାଇବାକୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟରୁ ଅନୁମତି ଲୋଡା

218 0

ଭୁବନେଶ୍ବର :ଅକ୍ଟୋବର ପହିଲାରୁ ଦେଶରେ ଅନଲକ୍-୫ ନେଇ କେନ୍ଦ୍ର ସରକାର ଗାଇଡ୍ ଲାଇନ୍ ଜାରି କରିଛନ୍ତି । କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏଥିପାଇଁ ଗାଇଡ୍ ଲାଇନ୍ ଜାରି କରିଛି। ରାଜ୍ୟ ସରକାର ସ୍କୁଲ ଖୋଲିବା ନେଇ ନିଷ୍ପତି ନେଇପାରିବେ। ସେହିପରି ଅକ୍ଟୋବର ୧୫ରୁ ୫୦% ଦର୍ଶକରେ ସିନେମା ହଲ୍ ଓ ଥିଏଟର ଖୋଲିବା ନେଇ ନିଷ୍ପତି ନିଆଯାଇଛି।ଅକ୍ଟୋବର ୩୧ ଯାଏ କଣ୍ଟେନମେଣ୍ଟ ଜୋନରେ ଲକ୍ ଡାଉନ ବଳବତ୍ତର ରହିବ। ଖେଳାଳିଙ୍କ ଟ୍ରେନିଂ ଲାଗି ଖୋଲିବ ସୁଇମିଂ ପୁଲ୍ ।

କଣ୍ଟେନମେଣ୍ଟ ଜୋନ୍‌ ବାହାରେ ରାଜ୍ୟ ସରକାରମାନେ କୌଣସି ପ୍ରକାରର ସ୍ଥାନୀୟ ଲକଡାଉନ୍‌ ଲାଗୁ କରିପାରିବେ ନାହିଁ। ଯଦି ରାଜ୍ୟ ସରକାର ଓ ସ୍ଥାନୀୟ ପ୍ରଶାସନ କୋଭିଡ୍‌-୧୯ ସଂକ୍ରମଣର ହାରକୁ ଦୃଷ୍ଟିରେ ରଖି କଣ୍ଟେନମେଣ୍ଟ ଜୋନ୍‌ ବାହାରେ କୌଣସି ଅଞ୍ଚଳରେ ସ୍ଥାନୀୟ ଲକ୍‌ଡାଉନ୍‌ ଲଗାଇବାକୁ ଚାହିଁବେ, ତେବେ ସେମାନଙ୍କୁ ସେ ସଂପର୍କରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟକୁ ପୂର୍ବରୁ ସୂଚୀତ କରିବେ ଓ ଏଥିପାଇଁ ଅନୁମତି ଆଣିବେ।

Related Post

ନବରଙ୍ଗପୁର ଯୁବଛାତ୍ର କଂଗ୍ରେସ ଦଳ ତରଫରୁ ଏସପି ଅଫିସ ସମ୍ମୁଖରେ ବିକ୍ଷୋଭ

Posted by - December 14, 2021 0
ନବରଙ୍ଗପୁର :(ବେଣୁ ଗୋପାଳ ରାଓ)କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ମହାଲାଙ୍ଗା ମହାବିଦ୍ୟାଳୟ ଶିକ୍ଷୟିତ୍ରୀ,ମାମିତା ମେହେର ଙ୍କ ହତ୍ୟା ହେବାର ଦୀର୍ଘ ଏକ ମାସରୁ ଅଧିକ ସମୟ ଅତିବାହିତ ହୋଇଯାଇଥିଲେ…

ଅନୁଷ୍ଠିତ ହେବ ଡଙ୍ଗରିଆ ଙ୍କ ନିୟମରାଜା ପର୍ବ

Posted by - February 17, 2022 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଓ ରାୟଗଡା ସୀମାନ୍ତ ରେ ଅବସ୍ଥିତ ପ୍ରାକୃତିକ ସମ୍ପଦ ରେ ଭରପୁର ଓ ବନବାସୀ ଆଦିମ ଜନଜାତି ଙ୍କ…

ସମଲିଙ୍ଗୀ ସଂପର୍କ ଖୁଲାସା ପରେ ଦୂତିଙ୍କୁ ପରିବାରର ବିରୋଧ ପ୍ରସଙ୍ଗ,ମାଆ ଓ ଭଉଣୀଙ୍କୁ ଦୋଷ ଦେଲେ ଦୂତି,ମୋତେ ବ୍ଲାକମେଲିଂ କରୁଥିଲେ

Posted by - May 22, 2019 0
ଭୁବନେଶ୍ବର ୨୧|୫: ଦେଶର ଏକନମ୍ବର ଦୌଡ ରାଣୀ ଦୁତୀ ଚାନ୍ଦଙ୍କ ସମିଲଙ୍ଗୀ ସଂପକର୍କୁ ନେଇ ଥମୁନି ଚର୍ଚ୍ଚା । ତେବେ ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଦୁତୀ…

ନରେଶ ଅଗ୍ରୱାଲ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ଦାବି କଲା ବଣିକ ସଂଘ

Posted by - October 18, 2021 0
କଳାହାଣ୍ଡି :(ନରେନ୍ଦ୍ର ନେଗୀ/ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ରୁ ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକକଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ର ବିଶିଷ୍ଟ ବ୍ୟବସାୟୀ ନରେଶ ଅଗ୍ରୱାଲ ଙ୍କ ମୃତ୍ୟୁ…