Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ପୁରୀ ସ୍ୱର୍ଗଦ୍ୱାରରେ ଶବଦାହ ପାଇଁ ଥିବା କଟକଣା ହଟିଲା

694 0

ପୁରୀ :ପୁରୀ ସ୍ୱର୍ଗଦ୍ୱାରରେ ଶବଦାହ ପାଇଁ ଥିବା କଟକଣାକୁ ହଟାଯାଇଛି । ଆଜିଠାରୁ ସ୍ୱର୍ଗଦ୍ୱାରର କଟକଣାକୁ ହଟାଇଛି ପ୍ରଶାସନ । ଏହି ପ୍ରସଙ୍ଗରେ ଜିଲ୍ଲାପାଳ କହିଛନ୍ତି ଯେ, ‘ବାହାର ଜିଲ୍ଲା ଲୋକଙ୍କ ଶେଷକୃତ୍ୟ ପାଇଁ ଥିବା କଟକଣା ହଟିଛି ।

ଏବେ ଅନ୍ୟ ଜିଲ୍ଲାର ଲୋକଙ୍କ ଶେଷକୃତ୍ୟ ସ୍ୱର୍ଗଦ୍ୱାରେ ହୋଇପାରିବ । କିନ୍ତୁ କରୋନାରୁ ମୃତ୍ୟୁ ହୋଇଥିଲେ କଟକଣା ରହିବ ।’ ତେବେ ସ୍ୱର୍ଗଦ୍ୱାରରେ ଜୁଲାଇ ମାସରୁ କଟକଣା ଲାଗିଥିଲା ।

Related Post

ବାପା,ମାଁ ଛେଉଣ୍ଡ ଥିବା ୫ଜଣ ଶିଶୁଙ୍କ ଦାୟିତ୍ବ ନେଲା ଶିଶୁ ମଙ୍ଗଳ ସମିତି

Posted by - July 4, 2021 0
ବୌଦ୍ଧ:(ଚିତ୍ତରଂଜନ ସିଂ) ବୌଦ୍ଧଜିଲ୍ଲା ହରଭଙ୍ଗାବ୍ଲକ ଲୁଣିବାହାଲ ପଂଚାୟତ ଠୁକାସାହିରେ ରହୁଥିବା ଅଚ୍ୟୁତ ବେହେରାଙ୍କ ୩ଝିଅ, ୨ପୁଅ ଙ୍କ ପାଖରେ ପହଂଚିଲା ବୌଦ୍ଧଜିଲ୍ଲା ଶିଶୁମଙ୍ଗଳ ସମିତି । ସୁଚନାଥାଉକି…

ସର୍ବ ଭାରତୀୟ ଜେ.ଇ.ଇ. ପରୀକ୍ଷାର ପରୀକ୍ଷାର୍ଥୀ ମାନଙ୍କ ପାଇଁ ସହଯୋଗ

Posted by - August 29, 2020 0
ଯାଜପୁର ଅଫିସ: ମସିହାର ସର୍ବଭାରତୀୟ ସ୍ତରର ଜେ.ଇ.ଇ. ପରୀକ୍ଷାର୍ଥୀ ମାନଙ୍କ ପାଇଁ ଜିଲ୍ଳ୍‌ା ପ୍ରଶାସନ ପକ୍ଷରୁ ବିବିଧ ବ୍ୟବସ୍ଥା କରାଯାଇଚ୍ଥି ବୋଲି ଜିଲ୍ଳ୍‌ାପାଳ ରଂଜନ କୁମାର ଦାସ…

ଦେଶୀ ମଦଭାଟି ଉଛେଦ ପାଇଁ ସ୍ୱର ଉଠାଇଲେ ପଂଚାୟତ ବାସି

Posted by - July 7, 2022 0
ବୌଦ୍ଧ :(ଚିତ୍ତ ରଂଜନ ସିଂ) ବୌଦ୍ଧ ଜିଲ୍ଲା ର ବଣପାହାଡଘେରା ହରଭଂଗା ବ୍ଲକର ତଳଗାଁ ପଂଚାୟତ ରେ ଗତ ୨୦୧୦/୨୦୧୧ମସିହାରେ ସରକାରଂକ ଦ୍ବାରା ଦେଶି ମଦଭାଟି ଚାଲିଥିଲା…