Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

୧୬ନଂ ଜାତୀୟ ରାଜପଥରେ ଟ୍ରକ ଓ କାର ମଧ୍ୟରେ ଦୁର୍ଘଟଣା ଘଟି ୨ ଜଣଙ୍କର ମୃତ୍ୟୁ

438 0

ଯାଜପୁର ଟାଉନ:(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜିଲା ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ର ମକୁନ୍ଦବିନ୍ଧା ନିକଟରେ ଟ୍ରକ ଓ କାର ମଧ୍ୟରେ ଦୁର୍ଘଟଣା ଘଟି ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି ।

ମୃତକ ହେଲେ ପୁରୀ ଜିଲା ନିମାପଡା ପାଇକସାହିର ଜୟରାମ ସାମନ୍ତସିଂହାର ଏବଂ ଭୁବନେଶ୍ୱରର ରଶ୍ମିରଂଜନ ସେନାପତି । ଅନ୍ୟ ଜଣେ ସୁରଜେନ୍ଦୁ କୁମାର ଦାସଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।ରଶ୍ଚିରଂଜନ ବାଲେଶ୍ୱର ରେ କୃଷିବିଭାଗର ବରିଷ୍ଠ ଅଧିକାରୀ ଭାବେ କାର୍ଯ୍ୟକରୁଥିଲେ । ସୂଚନା ମୁତାବକ ଏମାନେ ୱାଗନଗର ଗାଡିରେ ଭୁବନେଶ୍ୱରରୁ ବାରିପଦା ଅଭିମୁଖେ ଯାଉଥିଲେ ।

ପାଣିକୋଇଲି ଥାନା ଅନ୍ତର୍ଗତ ମକୁନ୍ଦବିନ୍ଧା ନିକଟରେ ସାମ୍ନାରୁ ଆସୁଥିବା ଏକ ଟ୍ରକ ଗାଡିକୁ ଧକ୍କା ଦେଇଥିଲା । ଗୁରୁତର ଅବସ୍ଥାରେ ଯାଜପୁର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଦୁଇ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ।

Related Post

ପ୍ରମୋଦ ମ୍ୟାଥମେଟିକ ଆୱାର୍ଡ  ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

Posted by - September 3, 2022 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜିଲ୍ଲା ବିଂଝାରପୁର ବ୍ଳକ  ଉତ୍ତଙ୍ଗରା ସରକାରୀ ଉଚ୍ଚବିଦ୍ୟାଳୟ ପରିସରରେ ପ୍ରମୋଦ ମ୍ୟାଥମେଟିକ ଆୱାର୍ଡ  ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି ।…

ଆଡ଼େନିଗଡରେ ପଞ୍ଚଶମ୍ଭୁ ମିଳନ

Posted by - April 10, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ଆଜି ହରଭଙ୍ଗା ବ୍ଲକ ଆଡେଣୀଗଡ଼ ଗ୍ରାମର ତେଲିସାହି ଠାରେ ପଞ୍ଚଶମ୍ଭୁ ମିଳନ ଦେଖିବାକୁ ମିଳିଥିଲା!ସୂଚନା ମତେ ଆଜକୁ ପାଞ୍ଚ ବର୍ଷ ହେବ ଏହି ମିଳନ…

ନେହୁରୁ ଯୁବ କେନ୍ଦ୍ର ,ନବରଙ୍ଗପୁର ଦ୍ୱାରା ଏକ ଦିବସୀୟ ଯୁବ ତାଲିମ ଶିବିର

Posted by - December 8, 2021 0
ନବରଙ୍ଗପୁର:( ବେଣୁ ଗୋପାଳ ରାଓ)ନବରଙ୍ଗପୁର ଜିଲ୍ଲା ର ପୁର୍ଣିଗୁଡା ଗ୍ରାମ ଠାରେ ନେହୁରୁ ଯୁବ କେନ୍ଦ୍ର ଦ୍ୱାରା ସ୍ୱଚ୍ଛ ଗ୍ରାମ-ସବୁଜ ଗ୍ରାମ ନାମରେ ଏକ ଦିବସୀୟ ତାଲିମ…

ଖପ୍ରାଖୋଲ ପ୍ରାଥମିକ କୃଷି ସମବାୟ ସମିତି ସଭାପତି ରୂପେ ଗୁଣମଣି ଭୋଇ ନିର୍ବାଚିତ

Posted by - July 14, 2022 0
ଖପ୍ରାଖୋଲ: ୧୪/୦୭(ତାପସ ରଞ୍ଜନ ବେହେରା) ଖପ୍ରାଖୋଲ ବ୍ଲକ ସ୍ଥାନୀୟ ପ୍ରାଥମିକ କୃଷି ସମବାୟ ସମିତି କାର୍ଯ୍ୟଳୟ ଠାରେ ସଭାପତି ପଦବୀ ପାଇଁ ଶୁକ୍ରବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି…