Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ବାଣଫୁଟା ଓ ବାଣବିକ୍ରି ନିଷେଧ କଲେ ରାଜ୍ୟ ସରକାର,ନଭେମ୍ବର ୧୦ରୁ ୩୦ ପର୍ଯ୍ୟନ୍ତ ବାଣ ଫୁଟାଇବା ନିଷେଧ

524 0

ଭୁବନେଶ୍ବର: ଚଳିତ ବର୍ଷ ଦୀପାବଳିରେ ବାଣ ବିକ୍ରି କିମ୍ବା ବାଣ ଫୁଟାଇବାକୁ ନିଷେଧ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏଥର ଦୀପାବଳି ମାଟି ଦୀପ, ମହମବତୀ ଓ ଅନ୍ୟ ଲାଇଟ୍ ଲଗାଇ ପାଳନ କରିପାରିବେ। ମାତ୍ର ବାଣ ଫୁଟାଇପାରିବେ ନାହିଁ। ନଭେମ୍ବର ୧୦ରୁ ୩୦ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। ଏ ନେଇ ସ୍ବତନ୍ତ୍ର ରିଲିଫ୍ କମିସନର ଏକ ଗାଇଡଲାଇନ୍ ଜାରି କରିଛନ୍ତି।

ନଭେମ୍ବର ୧୪ ତାରିଖ ଦିନ ଦୀପାବଳି ପଡ଼ୁଥିବାରୁ ଏହି ନି‌‌ଷେଧାଦେଶ ନଭେମ୍ବର ୧୦ରୁ ୩୦ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ନିୟମ ଯିଏ ଭଙ୍ଗ କରିବ ସେମାନଙ୍କ ବିରୋଧରେ ବିପର୍ଯ୍ୟୟ ପରିଚାଳନା ଆଇନ ୨୦୦୫  ତଥା ଅନ୍ୟ ସମ୍ପୃକ୍ତ ଆଇନର ଧାରା ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରଶାସନ ଓ ପୁଲିସକୁ ନି‌‌ର୍ଦେଶ ଦିଆଯାଇଛି।

Related Post

କୋରେଇ ଟ୍ରେନ ଦୁର୍ଘଟଣା ; ଜାରି ହେଲା ସହାୟତା ନମ୍ବର,କୋରେଇ ଷ୍ଟେସନ ସହାୟତା ନମ୍ବର – ୮୪୫୫୮୮୯୯୦୫ ଖୋର୍ଦ୍ଧା ରୋଡ୍‍ କଣ୍ଟ୍ରୋଲ ରୁମ୍‍ ନମ୍ବର -୦୬୭୪-୨୪୯୨୨୪୫

Posted by - November 21, 2022 0
ଯାଜପୁର : ଯାଜପୁର କୋରେଇରେ ସୋମବାର ବଡ ଧରଣର ଟ୍ରେନ ଦୁର୍ଘଟଣା ଘଟିଥିବା ଯାଇଥିବା ବେଳେ ଏଯାଏଁ ଏଥିରେ ୩ ଜଣଙ୍କ ମୃତଦେହ ଉଦ୍ଧାର ହୋଇ ସାରିଛି…

ନବରଙ୍ଗପୁର ଜିଲ୍ଲାପାଳ ଡଃ ଅଜିତ କୁମାର ମିଶ୍ର ଙ୍କ ଇନ୍ଦ୍ରାବତୀ ନଦୀ ମଧ୍ୟରେ ଅଳ୍ପ ଉଚ୍ଚତା ବିଶିଷ୍ଟ ଜଳ ଭଣ୍ଡାର ର ସମୀକ୍ଷା

Posted by - June 6, 2021 0
ନବରଙ୍ଗପୁର:(ବେଣୁ ଗୋପାଳ ରାଓ)୩୦,୦୪,୪୭,୮୭୮/-ଟଙ୍କାରେ ଅଟକଳ ବିନିମୟରେ ନବରଙ୍ଗପୁର ଇନ୍ଦ୍ରାବତୀ ନଦୀ ମଧ୍ୟରେ ଅଳ୍ପ ଉଚ୍ଚତା ବିଶିଷ୍ଟ ଜଳଭଣ୍ଡାର ନିର୍ବାହି ଯନ୍ତ୍ରୀ, ଜଳସେଚନ, ନବରଙ୍ଗପୁର ବିଶ୍ୱନାଥ ମହାନ୍ତି, ସହକାରୀ…

ଆରମ୍ଭ ହେଲା ବିଧାନସଭା ଉଠିଲା ମାସ୍କ ଦୁର୍ନୀତି କଥା

Posted by - September 30, 2020 0
ମହାମାରୀ କରୋନା କାଳରେ ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ ଅକ୍ଟୋବର 7 ତାରିଖ ପର୍ଯ୍ୟନ୍ତ ବସିବାକୁ ଥିବା ଅଧିବେଶନର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ…