Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ଉପନିର୍ବାଚନରେ ବିଜେଡିର ବାଜିମାତ

223 0

ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନରେ ବିଜେଡିର ବିଜୟ ହୋଇଛି। ବାଲେଶ୍ୱରରେ ସ୍ୱରୂପ କୁମାର ଦାସ ୧୩ ହଜାର ୩୫୧ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିବା ବେଳେ ତିର୍ତ୍ତୋଲରେ ବିଜେଡି ପ୍ରାର୍ଥୀ ୪୧ ହଜାର ୭୦୩ ଭୋଟରେ ନିର୍ବାଚନ ଜିତିଛନ୍ତି।ବିଧାନସଭା ଉପନିର୍ବାଚନରେ ବିଜୟ ହାସଲ କରିଥିବା ସ୍ୱରୂପ କୁମାର ଦାସ ଓ ବିଜୟ ଶଙ୍କର ଦାସଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି।

ବିଜେଡି ପାର୍ଥୀ ବିଜୟ ଶଙ୍କର ଦାସ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ରେକର୍ଡ ସଂଖ୍ୟକ ୪୦,୬୯୭ ଭୋଟ ବ୍ୟବଧାନରେ ପରାସ୍ତ କରି ବିଜୟୀ ହୋଇଛନ୍ତି।

Related Post

ନାବାଳିକାକୁ ବଳାତ୍କାର; କାଉଡ଼ିଆ ଗିରଫ

Posted by - August 2, 2019 0
ଆଳି : କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳରେ ସୋମବାର ଜଣେ କାଉଡ଼ିଆର କଳାକାରନାମା ଦେଖିବାକୁ ମିଳିଛି। ଜଣେ କାଉଡ଼ିଆ ମନ୍ଦିରକୁ ପାଣି ଢାଳିବାକୁ ଯିବା ବାଟରେ…

ଯାଜପୁର ଜିଲ୍ଲାରେ ଆରମ୍ଭ ହୋଇଛି ୧୫ ରୁ ୧୮ ବର୍ଷ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ଟୀକାକରଣ

Posted by - January 5, 2022 0
ଯାଜପୁର ଜିଲ୍ଲାରେ ଆରମ୍ଭ ହୋଇଛି କୋରନା ସହିତ ଲଢ଼ିବା ପାଇଁ ୧୫ ରୁ ୧୮ ବର୍ଷ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ଟୀକାକରଣ। ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ…

ଲୁହା ଶିକୁଳିରେ ବନ୍ଧା ଯୁବକର ଜୀବନ: ଚିକିତ୍ସାରେ ଅର୍ଥ ବାଧକ

Posted by - June 22, 2021 0
ନବରଙ୍ଗପୁର:(ବେଣୁ ଗୋପାଳ ରାଓ)ରାଜ୍ୟ ସରକାରଙ୍କ ଦ୍ୱାରା ବିଭିନ୍ନ ଜନହିତକର ବିଭିନ୍ନ ଯୋଜନାମାନ କାର୍ଯ୍ୟକାରୀ ହେଉଥିଲେ ହେ ତାହା ଅନେକ। ସ୍ଥାନରେ ପ୍ରକୃତ ହିତାଧିକାରୀଙ୍କ ନିକଟରେ ଅପହଞ୍ଚ ହୋଇରହୁଛି।…

ପୂର୍ବାପେକ୍ଷା ମିଳିଲା ଅଧିକ ଜନ ସମର୍ଥନ,ଭୋଟରଙ୍କୁ କୃତଜ୍ଞତା ଜଣାଇଲେ ବିଧାୟକ ଓ଼ ସାଂସଦ

Posted by - March 7, 2022 0
ବୌଦ୍ଧ :(ଚିତ୍ତରଞ୍ଜନ ସିଂ)ଗତ ପଂଚାୟତ ନିର୍ବାଚନ ଭଲି ଚଳିତ ବର୍ଷ ପଂଚାୟତ ନିର୍ବାଚନ ରେ ବୌଦ୍ଧ ଜିଲ୍ଲା ରେ ବାଜିମାତ କରିଛି ବିଜେଡି!ବୌଦ୍ଧ ଜିଲ୍ଲା ବିଜେଡି ର…

ବିଂଝାରପୁର ବ୍ଲକ ମାଂସଡା ପଞ୍ଚାୟତରେ ବିଜେଡିର ଏକ ମିଶ୍ରଣ ସମାବେଶ

Posted by - October 8, 2021 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ମାଂସଡା ପଞ୍ଚାୟତରେ ବିଜେଡିର ଏକ ମିଶ୍ରଣ ସମାବେଶ । ସ୍ତାନୀୟ ବିଧାୟକ ତଥା ଶାସକ ଦଳର ମୁଖ୍ୟ ସଚେତିକା…