ପୌରପାଳିକା ପକ୍ଷରୁ ସହରରେ ପରିମଳ ଓ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଶିବିର

260 0

ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ ) 

ପୌରପାଳିକା ପକ୍ଷରୁ ସହରରେ ପରିମଳ  ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଶିବିର ଗୌତମ ବୁଦ୍ଧ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି ପୌରପାଳିକାର କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଜୟ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ରାଜସ୍ୱ ଅତିରିକ୍ତ ଜିଲାପାଳ  ଅକ୍ଷୟ କୁମାର ମଲ୍ଲିକ ଯୋଗ ଦେଇ ସହରକୁ କିପରି ସ୍ୱଚ୍ଛ ରଖାଯିବ ସେ ନେଇ ପରାମର୍ଶ ଦେଇଥିଲେ 

 ଧିରେ ଧିରେ ସହରରେ ପରିମଳ ବ୍ୟବସ୍ଥା ସୁଧୁରୁଥିବା ବେଳେ ଆଗକୁ ଏହା ରାଜ୍ୟର ୧ନଂ ସ୍ୱଚ୍ଛ ପୌରପାଳିକା କରିବାକୁ ସମସ୍ତେ ଉଦ୍ୟମ କରିବା ଆବଶ୍ୟକ ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀ କହିଥିଲେ  ଆଗାମୀ ଦିନରେ ଏହିପରି ପ୍ରଶିକ୍ଷଣ ଶିବିର କରାଯିବ ବୋଲି ଅତିରିକ୍ତ ଜିଲାପାଳ ସୂଚନା ଦେଇଥିଲେ 

Related Post

ଦଳିତ ବସ୍ତିରେ ସଂଧ୍ୟା ସମୟରେ ଅଗ୍ନିକାଣ୍ଡ

Posted by - August 31, 2021 0
ବରୀ :(ସ୍ନେହାଂଶୁ ଶେଖର ମହାନ୍ତି)ବରୀ ରାମଚନ୍ଦ୍ରପୁର ଥାନ ଅନ୍ତର୍ଗତ ଆମଠପୁର ପଞ୍ଚାୟତ ର ଆମଠପୁର ଦଳିତ ବସ୍ତିରେ ସଂଧ୍ୟା ସମୟରେ ଏକ ଅଗ୍ନିକାଣ୍ଡ ଘଟିଯାଇଛି । ଉକ୍ତ…

ମହିଳା ମାନଙ୍କ ଦ୍ବାରା ସ୍ବଚ୍ଚତାହିଁ ସେବା ଓ ପ୍ଲାଷ୍ଟିକମୁକ୍ତ ମଦବିରୋଧୀ କାର୍ଯ୍ୟକ୍ରମ

Posted by - September 23, 2019 0
କେନ୍ଦୁଝର,୨୨/୯ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପର୍ଜୁନପୁର ପଞ୍ଚାୟତ ପକ୍ଷରୁ ସ୍ବଚ୍ଚତାହିଁ ସେବା ଓ ପ୍ଲାଷ୍ଟିକମୁକ୍ତ ପରିବେଶ ମଦମୁକ୍ତ ଅଞ୍ଚଳ ଗଠନ କରିବାକୁ ଶତାଧିକ ମହିଳା ମାନଙ୍କ…

ମହାତ୍ମାଗାନ୍ଧୀଙ୍କ  ପବିତ୍ର ମହାପ୍ରୟାଣ ଦିବସ ପାଳିତ

Posted by - January 30, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ମହାତ୍ମାଗାନ୍ଧୀଙ୍କ  ପବିତ୍ର ମହାପ୍ରୟାଣ ଦିବସ ଅବସରରେ ଗୈାତମ ବୁଦ୍ଧ ସଂସ୍କୃତି ଭବନ ଠାରେ ଥିବା ମହାତ୍ମାଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲା ପ୍ରଶାସନ, ସଂସ୍କୃତି…

ଭୁବନେଶ୍ୱର ରେ ମହିଳା ସାମ୍ବାଦିକାଙ୍କ ଉପରେ ହୋଇଥିବା ଆକ୍ରମଣ କୁ ଯାଜପୁରରେ ବିରୋଧ

Posted by - December 30, 2019 0
ଯାଜପୁର:( ଆନନ୍ଦ ଚନ୍ଦ୍ର  ସାହୁ) ଭୁବନେଶ୍ୱର ରେ ମହିଳା ସାମ୍ବାଦିକାଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାକୁ ଯାଜପୁରରେ ବିରୋଧବିଭିନ୍ନ ସାମ୍ବାଦିକ ପ୍ରତିନିଧି ମାନଙ୍କ ପାକ୍ଷରୁ ଗାନ୍ଧିଛକ ଠାରୁ ଏକ ପ୍ରତିବାଦ ଶୋଭାଯାତ୍ରା ବାହାରି ଆକ୍ରମଣକାରୀଙ୍କୁ ଗିରପଂ କରିବା ସହିତ ରାଜ୍ୟରେ ତୁରନ୍ତ ସାମ୍ବାଦିକ ସୁରକ୍ଷା ଆଇନ ଲାଗୁ  କରିବା ପାଇଁ ନାରା ଦିଆଯାଇଥିଲାଏହି ପ୍ରତିବାଦ ଶୋଭାଯାତ୍ରା ଯାଜପୁର ଜିଲାପାଳ ଅପିଂସ ରେ ପହଂଚି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲାରାଜ୍ୟରେ ବାରମ୍ବାର ସାମ୍ବାଦିକ ମାନଙ୍କ ଉପରେ ହେଉଥିବା ଆକ୍ରମଣ ଘଟଣା ସାମ୍ନାକୁ ଆସୁଥିବା ବେଳେ ଏ ନେଇ ସ୍ୱତନ୍ତ୍ର ଆଇନ ପ୍ରଣୟନ କରିବାକୁ ଦାବୀ କରାଯାଇଥିଲା ।

ମନମୁଣ୍ଡା ଠାରେ ଏକ୍ସକ୍ଯାଡର ଓ ଗଣଶିକ୍ଷକ ସଂଘର ବୈଠକ ଅନୁଷ୍ଠିତ

Posted by - November 3, 2021 0
ବୌଦ୍ଧ (ଚିତ୍ତ ରଂଜନ ସିଂ)ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ର ମନମୁଣ୍ଡା ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଜିଲ୍ଲା ଉପସଭାପତି ଶ୍ରୀ ଯୁକ୍ତ ଗୌରମୋହନ…