Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ଯାଜପୁର ରେ ଜାତୀୟ ପ୍ରେସ ଦିବସ

324 0

ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଆଜି ଜାତୀୟ ପ୍ରେସ ଦିବସ। ଏହି ଅବସରରେ ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଭିଡ଼ିଓ କନ୍ଫରେନସ ମାଧ୍ୟମରେ ସାମ୍ବାଦିକ ମାନଙ୍କ ସହିତ ଆଲୋଚନା କରାଯାଇଥିଲା। କୋରୋନା ସମୟରେ ସାମ୍ବାଦିକ ମାନଂକ ଭୂମିକା ସମ୍ପର୍କରେ ଜିଲାପାଳ ଆଲୋଚନା କରିଥିଲେ।

ଏହି ଆଲୋଚନା ଚକ୍ର ରେ ଅତିରିକ୍ତ ଜିଲ୍ଲାପାଳ ଅକ୍ଷୟ ମଲ୍ଲିକ,ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ ଉପସ୍ଥିତ ରହି ସମାଜ ଗଠନ ରେ ସାମ୍ବାଦିକ ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମତ ରଖିଥିଲେ। ଏହି ଅବସରରେ ସାମ୍ବାଦିକ ମାନେ ସେମାନଙ୍କ ସମସ୍ୟା ସମ୍ପର୍କରେ ଜିଲା ପ୍ରଶାସନ ର ଦୃଷ୍ଟି ଆକର୍ଷଣ କରିଥିଲେ।

Related Post

୫ମ ଦିନରେ ୭ଜଣ ବିଧାୟକ ପ୍ରାର୍ଥୀ ଓ ୨ଜଣ ଯାଜପୁର ଲୋକସଭା ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ ।

Posted by - April 6, 2019 0
ଯାଜପୁର:୬/୪(ଆନନ୍ଦ ଚନ୍ଦ୍ର ସାହୁ) ଜିଲ୍ଲାରେ ସାଧାରଣ ନିର୍ବାଚନ ପାଇଁ ଚାଲିଛି ନାମାଙ୍କନ ଦାଖଲ ପ୍ରକ୍ରିୟା । ଜିଲାର ଗୋଟିଏ ଲୋକସଭା ଓ ୭ଟି ବିଧାନସଭା ନିର୍ବାଚନ ନିମନ୍ତେ…

ସୁବର୍ଣ୍ଣପୁର ଜିଲ୍ଲା ତରଭା ସହରର ଗଢଭିତରେ ଯୁବକଙ୍କୁ ହତ୍ୟା

Posted by - May 8, 2022 0
ସୋନପୁର:(ଅଜିତ କୁମାର ପୂଜାହାରୀ)ସୁବର୍ଣ୍ଣପୁର ଜିଲ୍ଲା ତରଭା ସହରର ଗଢଭିତରେ ଯୁବକଙ୍କୁ ହତ୍ୟା । ଗତକାଲି ରାତି ଘରେ ଶୋଇଥିବା ବେଳେ କେହି ଦୁର୍ବୁତ୍ତ ଯୁବକଙ୍କୁ ହତ୍ୟା କରିଥିବା…

ଗୋଡଭଗା ଠାରେ ଭାରତ ଗ୍ୟାସର ଶୁଭାରମ୍ଭ କଲେ ଜିଲ୍ଲା ବିଜେପି ସଭାପତି ଅଶ୍ୱିନୀ ଷଡଙ୍ଗୀ

Posted by - December 9, 2021 0
ବରଗଡ/ଅତାବିରା:ବୁଧବାର ଦିନ ୧୧ ଟା ସମୟରେ ବରଗଡ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଗୋଡଭଗା ଠାରେ ପ୍ରଥମ ଥର ପାଇଁ ନୁତନ ଭାବେ ଭାରତ ଗ୍ୟାସର ଶୁଭାରମ୍ଭ…

ବଡ଼ଗୁର୍ଜିଭଟାରେ ଭାଗବତ ପାରାୟନ ପାଇଁ କଳସ ଶୋଭାଯାତ୍ରା

Posted by - April 23, 2022 0
ଖପ୍ରାଖୋଲ : (ତାପସ ରଞ୍ଜନ ବେହେରା) ଖପ୍ରାଖୋଲ ବ୍ଲକ ବଡ଼ଗୁର୍ଜିଭଟା ଗାଁ ରେ ଭାଗବତ ସପ୍ତାହ ପାରାୟନ ପାଇଁ କଳସ ଶୋଭାଯାତ୍ରା ଶୁକ୍ରବାର ଅନୁଷ୍ଟିତ ହୋଇଯାଇଛି। ଏକାଦଶୀ…

ବଜ୍ରପାତରେ ଯୁବକଙ୍କ ମୃତ୍ୟୁ, ଅସହାୟ ପରିବାର

Posted by - November 2, 2021 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ/  ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅନ୍ତର୍ଗତ କସାବାହୀ ଗ୍ରାମରେ ବଜ୍ରପାତ ଘଟି ଜଣକର ମୃତ୍ୟୁ ଘଟିଛି। ସୁଚନା ରୁ ଜଣାଯାଏ ଯେ କସାବାହୀ…