ଦ୍ୱିତିୟ ପର୍ଯ୍ୟାୟ ପରିମଳ ଓ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଶିବିର

250 0

ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ ) ଗୌତମ ବୁଦ୍ଧ ସଂସ୍କୃତି ଭବନ ପରିସରରେ ଯାଜପୁର ପୌରପାଳିକା ପକ୍ଷରୁ ଦ୍ୱିତିୟ ପର୍ଯ୍ୟାୟ ପରିମଳ ଓ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ପୌରପାଳିକାର କାର‌୍ୟ୍ୟ ନିର୍ବାହୀ ଅଧିକାରୀ ଅଜୟ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ପରିମଳ ବିଶେଷଜ୍ଞ ଦେବାଶୀଷ ଭୂୟାଂ ଯୋଗ ଦେଇ ସହରକୁ କିପରି ସ୍ୱଚ୍ଛ ରଖାଯିବ ସେ ନେଇ ପରାମର୍ଶ ଦେଇଥିଲେ ।

ଧିରେ ଧିରେ ସହରରେ ପରିମଳ ବ୍ୟବସ୍ଥା ସୁଧୁରୁଥିବା ବେଳେ ଆଗକୁ ଏହା ରାଜ୍ୟର ୧ନଂ ସ୍ୱଚ୍ଛ ପୌରପାଳିକା କରିବାକୁ ସମସ୍ତେ ଉଦ୍ୟମ କରିବା ଆବଶ୍ୟକ ବୋଲି କାର‌୍ୟ୍ୟନିର୍ବାହୀ ଅଧିକାରୀ କହିଥିଲେ । ଆଗାମୀ ଦିନରେ ଏହିପରି ପ୍ରଶିକ୍ଷଣ ଶିବିର ଓ୍ୟାର୍ଡ ସ୍ତରୀୟ କରାଯିବ ବୋଲି ଅତିରିକ୍ତ ଜିଲାପାଳ ସୂଚନା ଦେଇଥିଲେ । ଏହି ପ୍ରଶିକ୍ଷଣ ଶିବିରରେ ପୌରପାଳିକା କର୍ମଚାରୀ ସମେତ ୧୫୦ରୁ ଉର୍ଦ୍ଧ ସଫେଇ କର୍ମଚାରୀ ଉପସ୍ଥିତ ଥିଲେ ।

Related Post

ହୀରାକୁଦ ଜଳଭଣ୍ଡାର ପକ୍ଷୀଗଣନା ଶେଷ ,୧୯ଟି ନୂଆଁ ପ୍ରଜାତିର ପକ୍ଷୀଙ୍କ ଆଗମନ

Posted by - January 11, 2022 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ)ଚଳିତ ବର୍ଷ ହୀରାକୁଦ ଜଳଭଣ୍ଡାର ରେ ପକ୍ଷୀଗଣନା ଶେଷ ହୋଇଛି । ଗତ 7 ତାରିଖରେ ସମ୍ବଲପୁର ହୀରାକୁଦ ଜଳଭଣ୍ଡାର ରେ ବନ ବିଭାଗ ପକ୍ଷରୁ…

ବୌଦ୍ଧଜିଲାରେ ବନ୍ୟା କ୍ଷୟକ୍ଷତି ନେଇ କନ୍ଧମାଳ ସାଂସଦଙ୍କ ସମୀକ୍ଷା

Posted by - August 24, 2022 0
ବୌଦ୍ଧ :(ଚିତ୍ତ ରଂଜନ ସିଂ) ବୌଦ୍ଧ ଜିଲାରେ ବନ୍ୟାଜନିତ କ୍ଷୟକ୍ଷତି ନେଇ କନ୍ଧମାଳ ସାଂସଦ ଡଃ. ଅଚ୍ୟୁତାନନ୍ଦ ସାମନ୍ତ ସମୀକ୍ଷା କରିଛନ୍ତି । ବୌଦ୍ଧ ସର୍କିଟ ହାଉସଠାରେ…

ସ୍ୱଚ୍ଛ ଓ ସୁନ୍ଦର କରିବା ଲକ୍ଷ୍ୟରେ ସ୍ୱଚ୍ଛତା ସଚେତନତା ଶୋଭାଯାତ୍ରା

Posted by - September 20, 2022 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ସହରକୁ ସ୍ୱଚ୍ଛ ଓ ସୁନ୍ଦର କରିବା ଲକ୍ଷ୍ୟରେ ସ୍ୱଚ୍ଛତା ସଚେତନତା ଶୋଭାଯାତ୍ରା ଆୟୋଜନ କରାଯାଇଛି । କେନ୍ଦ୍ର ଓ ରାଜ୍ୟ…

ଯାଜପୁର ଜିଲାସ୍କୁଲ ପରିସରରେ କାଳିଦାସଙ୍କ ଜୟନ୍ତୀ ପାଳିତ ।

Posted by - November 28, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ ) ଯାଜପୁର ଜିଲାସ୍କୁଲ ପରିସରରେ କୋଭିଡ ନିୟମ ପାଳନ କରି କାଳିଦାସ ଙ୍କ ଜୟନ୍ତୀ ପାଳିତ ହୋଇଯାଇଛି ,ଯାଜପୁର ଜିଲା ମାଧ୍ୟମିକ ସଂସ୍କୃତ ଶିକ୍ଷକ ସଂଘ ପକ୍ଷରୁ ଅନୁଷ୍ଠିତ ଉତ୍ସବରେ ପଣ୍ଡିତ ଭୁପତି ଭୁଷଣ ମିଶ୍ର ଏବଂ ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ ପ୍ରମୁଖ ଯୋଗ ଦେଇ କାଳିଦାସଙ୍କ ପାଣ୍ଡିତ୍ୟ ସଂପର୍କରେ ଆଲୋକପାତ କରିଥିଲେ । ସଂସ୍କୃତ ଭାଷାରେ ରହିଥିବା ଦକ୍ଷତାକୁ ଉପସ୍ଥିତ ଅତିଥି ମାନେ ପ୍ରଶଂସା କରିଥିଲେ ।

ଚଳିତ ଗ୍ରୀଷ୍ମ କାଳୀନ ଆମ୍ବ ବଗିଚା ମାନଙ୍କରେ ପୂର୍ବ ବର୍ଷ ଭଳି ଆଶି ନାହିଁ ଆମ୍ବ। ଦର ହେ।ଇପାରେ ଆକାଶ ଛୁଆଁ ……

Posted by - April 19, 2022 0
ବଙ୍ଗୋମୁଣ୍ଡା:(ଅଭିମନ୍ୟୁ ବହିଦାର) ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ବିଭିନ୍ନ ଗାଁ ଗଣ୍ଡା ମାନଙ୍କରେ ଥିବା ଆମ୍ବ ବଗିଚା ଗୁଡିକ ରେ ପୂର୍ବ ବର୍ଷ ତୁଳନାରେ ଚଳିତ…