Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ଭୁଇଁପୁର ପଂଚାୟତ କଲ୍ୟାଣପୁର ଗାଁରେ ପାନୀୟ ଜଳ ପ୍ରକଳ୍ପର ଶୁଭାରମ୍ଭ

284 0

ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ବ୍ଲକ ଭୁଇଁପୁର ପଂଚାୟତ କଲ୍ୟାଣପୁର ଗାଁରେ ଏକ ନୂତନ ପାନୀୟ ଜଳ ପ୍ରକଳ୍ପର ଶୁଭାରମ୍ଭ ହୋଇଛି । ଏହାକୁ ଯାଜପୁର ସାଂସଦ ସର୍ମିଷ୍ଠା ସେଠୀ ଶୁଭ ଦେଇଥିଲେ । ସ୍ଥାନୀୟ ଅଂଚଳର ପାନୀୟ ଜଳ ସମସ୍ୟା ଦୂର ପାଇଁ ଏହି ପ୍ରକଳ୍ପ କରାଯାଇଛି । ଏହି ପ୍ରକଳ୍ପ ପାଇଁ ଡି ଏମ ଏପଂ ପଂଣ୍ଡରୁ ଖର୍ଚ୍ଚ ହେବ । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଂଚଙ୍କ ସମେତ ବ୍ଲକ ଅଧ୍ୟକ୍ଷ ଓ ବିଡିଓ ପ୍ରମୁଖ ଉପସ୍ଥିତ ଥିଲେ ।

 

Related Post

ଭାଲୁ ଆକ୍ରମଣରେ ଦୁଇ ଆହତ

Posted by - November 13, 2019 284
କେନ୍ଦୁଝର,୧୩/୧୧,ବୁଧବାର ଅପରାହ୍ନ ୩ଘଟିକା ସମୟରେ ଜଙ୍ଗଲରେ ଛେଳି ଚରାଉଥିବା ବେଳେ ଦୁଇଜଣ ଭାଲୁ ଆକ୍ରମଣର ଶିକାର ହୋଇ ଗୁରୁତର ଆହୋତ ହୋଇଛନ୍ତି। ପ୍ରାପ୍ତସୂଚ଼ନାଅନୁଯାୟୀ,ହରିଚନ୍ଦନପୁର ବ୍ଲକ ସୁନାପେଣ୍ଠ ଗ୍ରାମ…

ଆକ୍ସନ ମୋଡ଼ରେ ବୌଦ୍ଧ ଜିଲ୍ଲାପାଳ

Posted by - September 18, 2022 0
ବୌଦ୍ଧ:  (ଚିତ୍ତରଞ୍ଜନ ସିଂ) ଅପରାହ୍ନ ୩ ଘଟିକା ସମୟରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସତ୍ୟରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ପୋଲିସ ଏବଂ ପ୍ରଶାସନ ପକ୍ଷରୁ ବ୍ୟାପକ ଚଢାଉ ପାଇଁ ପ୍ରସ୍ତୁତି…

ଦୁର୍ଘଟଣାରୁ ଲୋକଙ୍କୁ ଉଦ୍ଧାର କରିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କଲେ ଟିଟିଲାଗଡ଼ ଉପଜିଲ୍ଲାପାଳ

Posted by - May 26, 2022 0
ଟିଟିଲାଗଡ:( ସଞ୍ଜୟ କୁମାର ନାୟକ)ସଡ଼କ ଦୁର୍ଘଟଣାରେ ଆହତ ହୋଇ ଗୁରୁତର ଅବସ୍ଥାରେ ପଡି ଛଟପଟ ହେଉଥିବା ବା ସାଙ୍ଘାତିକ ଅବସ୍ଥାରେ ଆହତ ହୋଇ ରାସ୍ତା କଡ଼ରେ ପଡ଼ିଥିବା…

ବେନିୟମ ବାଲି ଭର୍ତ୍ତି ହାଇୱା ଜବତ, ୨ ଲକ୍ଷ ୫0 ହଜାର ଟଙ୍କା ଜୋରିମାନା

Posted by - September 11, 2022 0
ସୋନପୁର:(ଅଜିତ କୁମାର ପୂଜାହାରୀ) ସୋନପୁର ଉପଜିଲ୍ଲାପାଳ ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ରଙ୍କ ନିର୍ଦେଶରେ ଉପଖଣ୍ଡ ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ ସୋନପୁର ଦ୍ୱାରା ଆଜି ସକାଳେ ସୋନପୁର ତହସିଲ ଅନ୍ତର୍ଗତ…

ହରଭଙ୍ଗାବ୍ଲକରେ ଓଡିଶା ଡ୍ରାଇଭର ମହାସଂଘର ବୈଠକ,ଦାବିପୁରଣ ନହେଲେ ଷ୍ଟେରିଙ୍ଗ୍ ଛାଡ୍ ଆନ୍ଦୋଳନ

Posted by - June 21, 2021 0
ବୌଦ୍ଧ:(ଚିତ୍ତ ରଞ୍ଜନ ସିଁ)୨୦/୬(ଆପ୍ର) ବୌଦ୍ଧଜିଲ୍ଲା ହରଭଙ୍ଗାବ୍ଲକ କୁଟିଝାର ଆମ୍ବତୋଟା ଠାରେ ଓଡିଶା ଡ୍ରାଇଭର ମହାସଂଘର ବୌଦ୍ଧଜିଲ୍ଲା ସଭାପତି ବିପିନ୍ ବିହାରି ବ୍ରହ୍ମଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ…