Breaking News
12:10 amରାଜ୍ୟ କ୍ୟାବିନେଟ୍‌ରେ ୩୨ ଟି ପ୍ରସ୍ତାବକୁ ମଞ୍ଜୁରୀ,ପାନୀୟ ଜଳ ପ୍ରକଳ୍ପ ସହ ଶିକ୍ଷା ବିଷୟରେ ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିବା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସୂଚନା 12:06 amଦୈନିକ ଖର୍ଚ୍ଚ ପାଇଁ ଲୋକଙ୍କୁ ଋଣ ନେବାକୁ ପଡିପାରେ : ପ୍ରିୟଙ୍କା ଗାନ୍ଧୀ 12:06 amଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ନେଇ ଏଏସ୍‌ଆଇ ଅଧୀକ୍ଷକ କହିଲେ- ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ପୂରାତନ କୀର୍ତ୍ତିରାଜି ଭରି ରହିଛି। ଏ ସଂପର୍କରେ ରାଜ୍ୟ ସରକାରଙ୍କୁ ଜଣାଇଛି। ଯେବେ ବି ଆମେ ଏଠି ଖନନ କରିବା କୀର୍ତ୍ତିରାଜି ମିଳିବ ହିଁ ମିଳିବ। ରାଜ୍ୟ ଅଧିକାରୀଙ୍କ ସହ କଥା ହେଲା ବେଳେ ଅନେକ ଥର କହିଛି 12:03 amକବିସୂର୍ଯ୍ୟନଗର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଖଜାପଲ୍ଲୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ରାଜେନ୍ଦ୍ର ବିଷୋୟୀ (୫୬)ଙ୍କୁ ବିଚ୍‌ ରାସ୍ତାରେ କାର୍‌ରୁ ଟାଣିଆଣି ଖଣ୍ଡାରେ ହାଣି ନିର୍ମମ ଭାବେ ହତ୍ୟା 3:31 pmପ୍ରତିଷ୍ଠା ହେଲା ମା’ ତାରାତାରିଣୀଙ୍କ ଭବ୍ୟ ମନ୍ଦିର,ମୁଖ୍ୟପୁରୋଧା ଭାବେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ପୁଲ୍‌ଓ୍ୱାମା ଆକ୍ରମଣର ପ୍ରତିବାଦରେ ଆଜି ଦେଶବ୍ୟାପୀ ବ୍ୟବସାୟୀକ ପ୍ରତିଷ୍ଠାନ ବନ୍ଦ

868 0

ଭୁବନେଶ୍ୱର: ପୁଲ୍‌ଓ୍ୱାମାରେ ଆତଙ୍କବାଦୀ ଆକ୍ରମଣର ପ୍ରତିବାଦରେ ସର୍ବ ଭାରତୀୟ ବ୍ୟବସାୟୀ ମହାସଂଘ ଆଜି ବନ୍ଦ ପାଳନ କରୁଛି।ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ସହିତ ଏହି ଆକ୍ରମଣକୁ ନିନ୍ଦା କରି ରାଜ୍ୟ ସମେତ ଦେଶର ବିଭିନ୍ନ ବ୍ୟବସାୟୀ ସଂଘ ଏହି ବନ୍ଦକୁ ସମର୍ଥନ କରିଛନ୍ତି। ଆଜି ଅପରାହ୍ନ ୪ଟା ଯାଏ ଦୋକାନ ବଜାର ନ ଖୋଲିବାକୁ ବ୍ୟବସାୟୀମାନେ ନିଷ୍ପତ୍ତି ନେଇଛନ୍ତି।

Facebook Notice for EU! You need to login to view and post FB Comments!

Related Post

Leave a comment

Your email address will not be published.