Breaking News
12:10 amରାଜ୍ୟ କ୍ୟାବିନେଟ୍‌ରେ ୩୨ ଟି ପ୍ରସ୍ତାବକୁ ମଞ୍ଜୁରୀ,ପାନୀୟ ଜଳ ପ୍ରକଳ୍ପ ସହ ଶିକ୍ଷା ବିଷୟରେ ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିବା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସୂଚନା 12:06 amଦୈନିକ ଖର୍ଚ୍ଚ ପାଇଁ ଲୋକଙ୍କୁ ଋଣ ନେବାକୁ ପଡିପାରେ : ପ୍ରିୟଙ୍କା ଗାନ୍ଧୀ 12:06 amଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ନେଇ ଏଏସ୍‌ଆଇ ଅଧୀକ୍ଷକ କହିଲେ- ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ପୂରାତନ କୀର୍ତ୍ତିରାଜି ଭରି ରହିଛି। ଏ ସଂପର୍କରେ ରାଜ୍ୟ ସରକାରଙ୍କୁ ଜଣାଇଛି। ଯେବେ ବି ଆମେ ଏଠି ଖନନ କରିବା କୀର୍ତ୍ତିରାଜି ମିଳିବ ହିଁ ମିଳିବ। ରାଜ୍ୟ ଅଧିକାରୀଙ୍କ ସହ କଥା ହେଲା ବେଳେ ଅନେକ ଥର କହିଛି 12:03 amକବିସୂର୍ଯ୍ୟନଗର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଖଜାପଲ୍ଲୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ରାଜେନ୍ଦ୍ର ବିଷୋୟୀ (୫୬)ଙ୍କୁ ବିଚ୍‌ ରାସ୍ତାରେ କାର୍‌ରୁ ଟାଣିଆଣି ଖଣ୍ଡାରେ ହାଣି ନିର୍ମମ ଭାବେ ହତ୍ୟା 3:31 pmପ୍ରତିଷ୍ଠା ହେଲା ମା’ ତାରାତାରିଣୀଙ୍କ ଭବ୍ୟ ମନ୍ଦିର,ମୁଖ୍ୟପୁରୋଧା ଭାବେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଜମ୍ମୁ କଶ୍ମୀରର ପୁଲଓ୍ଵାମା ଜିଲ୍ଲାରେ ସହିଦ ହୋଇଥିବା ଓଡ଼ିଆ ଯବାନଙ୍କ ଶେଷକୃତ୍ୟ ବେଳେ ଭୁଲବଶତଃ ଅନୁଚିତ ବ୍ୟବହାର ପ୍ରଦର୍ଶନ ନେଇ କଟକ-ବାରବାଟୀ ବିଧାୟକ ଦେବାଶିଷ ସାମନ୍ତରାୟ ମଙ୍ଗଳବାର କ୍ଷମା ମାଗିଛନ୍ତି। ଦେବାଶିଷ କହିଛନ୍ତି ଯେ, ଅଜାଣତରେ ସହିଦଙ୍କ ସଂପର୍କୀୟଙ୍କୁ ଆଘାତ ଦେଇଥିବାରୁ କ୍ଷମା ପ୍ରାର୍ଥନା କରିବା ସହ ଦୁଃଖ ପ୍ରକାଶ କରିଛନ୍ତି

754 0
Facebook Notice for EU! You need to login to view and post FB Comments!

Related Post

ଯାଜପୁର: ଥାନା ଆଗରେ ଥିବା ଶିକ୍ଷକଙ୍କ ବାଇକ୍ ଡିକିରୁ ସାଢ଼େ ୩ ଲକ୍ଷ ଟଙ୍କା ଲୁଟ୍

Posted by - June 6, 2019 0
ଯାଜପୁର: ବାହାଘର ପାଇଁ ଜଣେ ବ୍ୟକ୍ତି ଯାଜପୁର ଷ୍ଟେଟ ବ୍ୟାଙ୍କରୁ ଟଙ୍କା ଉଠାଇ ଥିଲେ। ସେ ସେହି ଟଙ୍କାଙ୍କୁ ବାଇକ୍‌ ଡିକିରେ ରଖି ଥାନାକୁ ପାସ୍‌ପୋର୍ଟ କଥା…

ବଢିଲା ବିଜେପି ରେ କନ୍ଦଳ ଅନ୍ୟ ଦଳରୁ ଆସିଥିବା ନେତାଙ୍କୁ ଟିକେଟ ପ୍ରଦାନକୁ ପ୍ରତିବାଦରେ ରାଜ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

Posted by - March 22, 2019 0
ଭୁବନେଶ୍ବର: ଦଳର ବର୍ଷ ବର୍ଷର ପୁରୁଣା ଯୁବନେତାଙ୍କୁ ଅଣଦେଖା କରି, ଅନ୍ୟ ଦଳରୁ ନିକଟରେ ପଦ୍ମ ପୋଖରୀକୁ ଡେଇଁଥିବା ବ୍ୟକ୍ତିଙ୍କୁ କାହିଁକି ଟିକେଟ ଦିଆଯାଉଛି ବୋଲି ଭୁବନେଶ୍ବର-ଏକାମ୍ର…

Leave a comment

Your email address will not be published.