Breaking News
6:33 pmଭୁବନେଶ୍ବର: ଜୁନ୍ ୧୭ରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଓଡ଼ିଶା ଆସିବେ, ସୂଚନା ଦେଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ 6:32 pmଜୁନ ୩୦ ସୁଦ୍ଧା ଛାତ୍ରଛାତ୍ରୀଙ୍କୁ ମିଳିବ ସ୍କୁଲ ୟନିଫର୍ମ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ପୋଷାକ ପ୍ରଦାନ ନେଇ ଜାରି ହେଲା ଗାଇଡ୍‌ଲାଇନ୍‌ 6:32 pmଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୪ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା; ୟେଲୋ ଓ୍ଵାର୍ଣ୍ଣିଂ ଜାରି,ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ପ୍ରଭୃତିି ୧୪ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା 10:02 amକାମାକ୍ଷାନଗର: କାମାକ୍ଷାନଗରରେ ୫ଟି ଗୋରୁ ବୋଝେଇ ଗାଡ଼ିରୁ ୨୬ ଗୋରୁ ଉଦ୍ଧାର,୧୧ ଜଣ ଅଟକ 9:58 am୪ରେ ସମ୍ବଲପୁର ଯିବେ ବିଜେଡି ରାଜ୍ୟ ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ

ନବ ନିର୍ମାଣ କୃଷକ ସଂଗଠନର ଫେବ୍ରୁଆରି ୨୧ରେ ଓଡ଼ିଶା ବନ୍ଦ ନିଷ୍ପତ୍ତିକୁ ପ୍ରତ୍ୟାହାର ପାଇଁ ରାଜ୍ୟ ସରକାର ଅପିଲ କରିଛନ୍ତି। ବାର୍ଷିକ ମାଟ୍ରିକ ପରୀକ୍ଷା ଆଗାମୀ ଫେବ୍ରୁଆରି ୨୨ରୁ ଆରମ୍ଭ ହେବାକୁ ଦୃଷ୍ଟିରେ ରଖି ସରକାର ବିଜ୍ଞପ୍ତି ଜରିଆରେ ଅନୁରୋଧ କରିଛନ୍ତି।

1134 0

Related Post

Leave a comment

Your email address will not be published.