Breaking News
11:54 pmପୋଲିସ ଅତ୍ୟାଚାରରେ ଆତ୍ମହତ୍ୟା ଘଟଣା ପଡିଲା ମହଙ୍ଗା। ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ନେଲେ ଯାଜପୁର ଆରକ୍ଷୀ ଅଧିକ୍ଷକ। ବଦଳିଲେ ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଅଧିକାରିଣୀ ରୀନାରାଣୀ ସାହୁ। ସୂଚନା ଦେଲେ ଯାଜପୁର ଆରକ୍ଷୀ ଅଧିକ୍ଷକ ଭିନିତ ଅଗ୍ରୱାଲ 12:19 pmଘଟଗାଁ: ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଘଟଗାଁ ତହସିଲ୍ ଅଫିସର କନିଷ୍ଠ କିରାଣୀ ଦେବାଶିଷ ପଣ୍ଡା 7:25 amପରବର୍ତ୍ତୀ ରାଜ୍ୟପାଳ ନିଯୁକ୍ତି ଯାଏ ପ୍ରଫେସର ଗଣେଶୀ ଲାଲଙ୍କୁ ଦାୟିତ୍ବ 7:25 amବୁଧବାର ରାଜ୍ୟରେ +୨ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି,ପ୍ରାୟ ସମସ୍ତ କଲେଜରେ ଭଲ ଫଳ ହୋଇଛି 7:24 amବିଦ୍ୟୁତ ବିଭାଗ ଡିଜିଏମ୍‌ ଦାମୋଦର ଦାଶଙ୍କ ୮.୩୩ ଲକ୍ଷର ସମ୍ପତ୍ତି ବାଜ୍ୟାପ୍ତ। ଭିଜିଲାନ୍ସ ଆବେଦନ ଆଧାରରେ ବାଜ୍ୟାପ୍ତ କଲେ ସ୍ୱତନ୍ତ୍ର କୋର୍ଟ

ପୁଣି ଜନନୀ ଯନ୍ତ୍ରଣା । ଆସିଲାନି ଆମ୍ବୁଲାନ୍ସ । ଭାରରେ ବୁହା ହେଲେ ଗର୍ଭବତୀ । ମାଲକାନଗିରି ଜିଲ୍ଲାରେ ୧୦୮ ଆମ୍ବୁଲାନସ ନ ଆସିବାରୁ ରାସ୍ତାରେ ଶିଶୁ ଜନ୍ମ ଦେଇଛନ୍ତି ଜଣେ ଆଦିବାସୀ ମହିଳା ।

1040 0

Related Post

ଓଡିଶାପାଇଁ ଯିଏ ଭଲ କରିବ ତା ସହ ରହିବୁ:ନବୀନ ପଟ୍ଟନାୟକ

Posted by - April 15, 2019 10
ଭୁବନେଶ୍ବର୧୫|୪:ଏକ ଜାତୀୟ ଗଣମାଧ୍ୟମକୁ ପ୍ରଥମେ ଇଣ୍ଟରଭିୟୁ ନବୀନ କହିଥିଲେ ବିଜେପି ଓ କଂଗ୍ରେସ ଠାରୁ ସମଦୂରତା ବଜାଇ ରଖିଛି। ଯେହେତୁ ଏହି ଦୁଇ ଜାତୀୟ ଦଳ ବହୁମତ…

Leave a comment

Your email address will not be published.