ଉଜ୍ଜ୍ୱଳା ଯୋଜନାର ହିତାଧିକାରୀଙ୍କୁ ନେଇ ଆରମ୍ଭ ହେଲା ଉଜ୍ଜ୍ୱଳା ଦିଦି ଅଭିଯାନ

1014 0

ଭୁବନେଶ୍ୱର : ଉଜ୍ଜ୍ୱଳା ଯୋଜନାର ହିତାଧିକାରୀଙ୍କୁ ନେଇ ଆରମ୍ଭ ହେଲା ଉଜ୍ଜ୍ୱଳା ଦିଦି ଅଭିଯାନ। କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମକୁ ନେଇ ମହିଳାଙ୍କୁ ସଚେତନ କରିବେ ଏହି ଉଜ୍ଜ୍ୱଳା ଦିଦି।

Facebook Notice for EU! You need to login to view and post FB Comments!

Related Post

Leave a comment

Your email address will not be published.