ସମସ୍ତଙ୍କୁ ଆକୃଷ୍ଟ କରୁଛି ମୁଖ୍ୟମନ୍ତ୍ରୀଙ୍କ ‘ଶ୍ରୀମନ୍ଦିର ପରିକ୍ରମା’ ଯୋଜନା

479 0

ପୁରୀ: ସମସ୍ତଙ୍କୁ ଆକୃଷ୍ଟ କରୁଛି ମୁଖ୍ୟମନ୍ତ୍ରୀଙ୍କ ‘ଶ୍ରୀମନ୍ଦିର ପରିକ୍ରମା’ ଯୋଜନା । ଏହି ଯୋଜନା ଲାଗି କଳିଙ୍ଗ କମର୍ସିଆଲ୍ କର୍ପୋରେସନ୍ ଲିମିଟେଡ୍ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନକୁ ୧ କୋଟି ଟଙ୍କା ପ୍ରଦାନ କରିଛି । ସଂସ୍ଥାର ପରିଚାଳନା ନିର୍ଦ୍ଦେଶକ ଡକ୍ଟର ସୌମ୍ୟ ରଞ୍ଜନ ସାମଲ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏହି ଅର୍ଥ ରାଶି ପ୍ରଦାନ କରିଛନ୍ତି ।

ମହାପ୍ରଭୁଙ୍କର ଶ୍ରୀମନ୍ଦିର ପରିକ୍ରମା ଯୋଜନାକୁ ସମ୍ପୂର୍ଣ୍ଣ କରିବା ପାଇଁ ସମସ୍ତେ ସଂକଳ୍ପ ନେଇ କାମ କରିବା ଏବଂ କାମ ଶୀଘ୍ର ଶେଷ କରିବା ପାଇଁ ନିଷ୍ଠାର ସହିତ ଉଦ୍ୟମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ । କହିଥିଲେ- ପ୍ରତ୍ୟେକ ଓଡିଆ, ପ୍ରତି ଜଗନ୍ନାଥ ପ୍ରେମୀ ସମସ୍ତଙ୍କ ହୃଦୟରେ ଗୋଟିଏ ଇଚ୍ଛା, ମହାପ୍ରଭୁଙ୍କର ଏହି କାର୍ଯ୍ୟରେ ସାମିଲ ହେବା ତଥା ଏଥିରେ ନିଜର କିଛି ଅବଦାନ ରଖିବା । ଏଥିରେ ଅନୁପ୍ରାଣିତ ହୋଇ କଳିଙ୍ଗ କମର୍ସିଆଲ କର୍ପୋରେସନ ଲିମିଟେଡ୍ ଅର୍ଥ ଦେଇଛି

କଳିଙ୍ଗ କମର୍ସିଆଲ କର୍ପୋରେସନ ଲିମିଟେଡର ନିର୍ଦ୍ଦେଶକ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କୁ ଭେଟି ଶ୍ରୀମନ୍ଦିର ପରିକ୍ରମା ଯୋଜନାରେ ପ୍ରଭୁଙ୍କ ଦର୍ଶନ ଓ ସମ୍ଭାବ୍ୟ ସୁବିଧା ସୁଯୋଗ ପାଇଁ ୧ କୋଟି ଟଙ୍କାର ଆର୍ଥିକ ସହାୟତା ଦେଇଛନ୍ତି । ଏହି ସହାୟତା ପ୍ରଭୁଙ୍କ ସେବାରେ ଲାଗୁଥିବାରୁ ସେ ଧନ୍ୟ ମନେ କରିବା ସହ ରାଜ୍ୟ ସରକାରଙ୍କ ଆଭିମୁଖ୍ୟକୁ ବେଶ ପ୍ରଶଂସା କରିଛନ୍ତି

Related Post

ସତ୍ୟସାଇ ସେଵା ସଙ୍ଗଠନ ଦ୍ୱାରା ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଲୋକାର୍ପିତ

Posted by - April 23, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ) ହରଭଙ୍ଗା ଚାରିଛକ ଭଳି ଏକ ଗୁରୁତ୍ୱପୂର୍ଣ ସ୍ଥାନ ରେ ସର୍ବ ସଧାରଣ ତଥା ପଥଚାରୀ ଙ୍କ ପାଈଁ ପିଇବା ପାଣି ର ବ୍ୟବସ୍ଥା…

ବାରିକ ମାନଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଯାଜପୁର ଜିଲ୍ଲାପାଳ ଙ୍କୁ ଦାବି ପତ୍ର

Posted by - June 8, 2020 0
ଯାଜପୁର;(ଆନନ୍ଦ ଚନ୍ଦ୍ର ସାହୁ )କୋରୋନା ପାଇଁ ସବୁ ଆଡେ ଲକ ଡାଉନ ଜାରି ରହିଥିବା ବେଳେ ସେଲନ ଗୁଡିକୁ ଖୋଲିବା ପାଇଁ ଅଦ୍ୟାବଧି ଅନୁମତି ମିଳିନାହିଁ। ଫଳରେ…

ଦୁଇଟି ସ୍ଥାନରୁ ୬୫ କିଲୋ ଗଂଜେଇ, କାର ଓ ବାଇକ ଜବତ ସହ ୪ ଗଞ୍ଜେଇ ମାଫିଆକୁ ଗିରଫ

Posted by - May 23, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ) ଭିନ୍ନ ଭିନ୍ନ ଦୁଇଟି ସ୍ଥାନରୁ ବିପୁଳ ପରିଣାମର ଗଂଜେଇ ସହ ଚାଲାଣ ରେ ବ୍ୟବହୃତ କାର ଓ ବାଇକ ଜବତ ସହ୪ ଜଣ…

ଯାଜପୁର ବ୍ଲକ ପଂଚାୟତ ସମିତି ର ଅଷ୍ଟମ  ସାଧାରଣ  ସମିତି ବୈଠକ

Posted by - August 19, 2021 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ବ୍ଲକ ପଂଚାୟତ ସମିତି ର ଅଷ୍ଟମ  ସାଧାରଣ  ସମିତି ବୈଠକ , ପୂର୍ବାହ୍ନରେ ଅମ୍ବିକା ମଣ୍ଡପ ସମ୍ମିଳନୀ ଗୃହ ରେ ଅନୁଷ୍ଠିତ…

ସାରା ଜିଲାରେ ୧୪୪ ଧାରାକୁ କୋହଳ, ବାରୁଣୀ ପାଇଁ ୧୪୪ ଜାରି

Posted by - March 18, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)କୋରୋନା ପାଇଁ ସାରା ଯାଜପୁର ଜିଲାରେ ଲାଗିଥିବା ୧୪୪ ଧାରାକୁ କୋହଳ କରିଛି ଜିଲା ପ୍ରଶାସନ । କିନ୍ତୁ ଗୋଟିଏ ସ୍ଥାନରେ ଭିଡ ନ…