Breaking News
12:10 amରାଜ୍ୟ କ୍ୟାବିନେଟ୍‌ରେ ୩୨ ଟି ପ୍ରସ୍ତାବକୁ ମଞ୍ଜୁରୀ,ପାନୀୟ ଜଳ ପ୍ରକଳ୍ପ ସହ ଶିକ୍ଷା ବିଷୟରେ ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିବା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସୂଚନା 12:06 amଦୈନିକ ଖର୍ଚ୍ଚ ପାଇଁ ଲୋକଙ୍କୁ ଋଣ ନେବାକୁ ପଡିପାରେ : ପ୍ରିୟଙ୍କା ଗାନ୍ଧୀ 12:06 amଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ନେଇ ଏଏସ୍‌ଆଇ ଅଧୀକ୍ଷକ କହିଲେ- ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ପୂରାତନ କୀର୍ତ୍ତିରାଜି ଭରି ରହିଛି। ଏ ସଂପର୍କରେ ରାଜ୍ୟ ସରକାରଙ୍କୁ ଜଣାଇଛି। ଯେବେ ବି ଆମେ ଏଠି ଖନନ କରିବା କୀର୍ତ୍ତିରାଜି ମିଳିବ ହିଁ ମିଳିବ। ରାଜ୍ୟ ଅଧିକାରୀଙ୍କ ସହ କଥା ହେଲା ବେଳେ ଅନେକ ଥର କହିଛି 12:03 amକବିସୂର୍ଯ୍ୟନଗର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଖଜାପଲ୍ଲୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ରାଜେନ୍ଦ୍ର ବିଷୋୟୀ (୫୬)ଙ୍କୁ ବିଚ୍‌ ରାସ୍ତାରେ କାର୍‌ରୁ ଟାଣିଆଣି ଖଣ୍ଡାରେ ହାଣି ନିର୍ମମ ଭାବେ ହତ୍ୟା 3:31 pmପ୍ରତିଷ୍ଠା ହେଲା ମା’ ତାରାତାରିଣୀଙ୍କ ଭବ୍ୟ ମନ୍ଦିର,ମୁଖ୍ୟପୁରୋଧା ଭାବେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଶ୍ରୀମନ୍ଦିର ସଂସ୍କାର ମାମଲା,ସୁପ୍ରିମକୋର୍ଟରେ ରିପୋର୍ଟ ଦାଖଲ କଲେ ଆମିକସ୍‌କ୍ୟୁରି

839 0

ଗତ ୨୩ ତାରିଖରେ ନୂଆ ଆମିକସ୍‌କ୍ୟୁରି ରଣଜିତ୍ କୁମାର ପୁରୀରେ ସୁପ୍ରିମକୋର୍ଟଙ୍କ ୧୨ ସୂତ୍ରୀ ପ୍ରସ୍ତାବର କାର୍ଯ୍ୟକାରିତା ନେଇ ଗଜପତି ମହାରାଜା, ମନ୍ଦିର ପରିଚାଳନା କମିଟି ଓ ଛତିଶାନିଯୋଗଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ।ଧର୍ମ, ଭକ୍ତ, ସେବକ ଓ ପ୍ରଶାସନ ଶ୍ରୀମନ୍ଦିରର ଏହା ଚାରିଟି ସ୍ତମ୍ଭ । ତେଣୁ ସଂସ୍କାର ପ୍ରକ୍ରିୟାରେ ଯେମିତି ଏଥିରୁ କୌଣସି ଗୋଟିଏ ବି ପ୍ରଭାବିତ ନହୁଏ, ତା ଉପରେ ସେ ଗୁରୁତ୍ୱ ଦେଇଥିଲେ।

Related Post

ଘରୋଇ ବିଦ୍ୟାଳୟଗୁଡ଼ିକର ମନମାନି ଅଭିଯୋଗରେ ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା ଅଭିଭାବକ ମହାସଂଘ।

Posted by - February 7, 2019 0
ଘରୋଇ ବିଦ୍ୟାଳୟଗୁଡ଼ିକରେ ଲାଗୁ ହେବା ପାଇଁ ପ୍ରସ୍ତୁତ ହୋଇଥିବା ଫି’ ଷ୍ଟ୍ରକଚର କମିଟି ରିପୋର୍ଟକୁ ତୁରନ୍ତ ଲାଗୁ କରିବା ଦାବିରେ ଅଭିଭାବକମାନେ ଆମରଣ ଅନଶନକୁ ଓହ୍ଲାଇଥିଲେ। ମାଧ୍ୟମିକ…

ଟ୍ରାଫିକ୍ କଟକଣା କଡ଼ାକଡ଼ିକୁ ଆଉ ୩ ମାସ କୋହଳ:-ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା।

Posted by - November 28, 2019 0
ଭୁବନେଶ୍ୱର ୨୮।୧୧ – ବଢିଲା ସମୟ ସୀମା । ରାଜ୍ୟରେ ଟ୍ରାଫିକ୍‌ କଟକଣା ନିୟମ୍‌ ଆଉ ୩ ମାସ କୋହଳ କରାଯାଇଛି । ପରିବହନ ମନ୍ତ୍ରୀ ପଦ୍ମନାଭ…

Leave a comment

Your email address will not be published.