Breaking News
7:44 amଛେଳି କୃତ୍ରିମ ପ୍ରଜନନ କାର୍ଯ୍ୟକାରୀରେ ଦେଶରେ ଓଡ଼ିଶା ପ୍ରଥମ ପ୍ରାୟ ୧ ଲକ୍ଷ ୫୦ ହଜାର ଛେଳିଙ୍କ କୃତ୍ରିମ ପ୍ରଜନନ ଲକ୍ଷ୍ୟ 7:35 amଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା: ପୁଲିସ ନିଷ୍କ୍ରିୟ‌; ହାଇକୋର୍ଟ କ୍ଷୁବ୍ଧ ଇନ୍‌ଫୋସିଟି ଥାନା ଆଇଆଇସିଙ୍କୁ ବର୍ଷେ ଯାଏ ଫିଲ୍ଡ ପୋ‌ଷ୍ଟିଂ ମନା 7:32 amପଦ୍ମପୁର ଉପନିର୍ବାଚନରେ ବିଜୟୀ ପରେ ନବୀନ ନିବାସରେ ବର୍ଷା ସିଂ ବରିହା। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଦଳୀୟ ନେତାଙ୍କ ସହିତ ପହଞ୍ଚିଲେ ବର୍ଷା। ବର୍ଷାଙ୍କ ସହିତ ପଶ୍ଚିମ ଓଡ଼ିଶାର ଅନେକ ନେତା ଉପସ୍ଥିତ 9:27 pmରାଜନୀତି ବାହାନାରେ ଯଦି ମହିଳାମାନଙ୍କୁ ଅସମ୍ମାନ କରାଯିବ ଓଡ଼ିଶାବାସୀ ସମର୍ଥନ କରିବେ ନାହିଁ: ନବୀନ ପଟ୍ଟନାୟକ 9:25 amକଟକ ଖାନନଗର ପାର୍କ ନିକଟରେ ଆଜି ସକାଳେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଠାବ,ପ୍ରାଥମିକ ତଦନ୍ତରୁ ଆତ୍ମହତ୍ୟା ଅନୁମାନ

ଅବକାରୀ ବିଭାଗ ପକ୍ଷରୁ ୧୩ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

625 0

ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ୧୩ କେଜି ଗଂଜେଇ ଜବତ କରାଯାଇଛି।ସୂଚନା ଅନୁଯାୟୀ ଅବକାରୀ ଅଧୀକ୍ଷକ ଦେବୀ ପ୍ରସାଦ ଦାଶଙ୍କ ନିର୍ଦେଶ କ୍ରମେ ଯାଜପୁର ଜିଲ୍ଲା ଜେନାପୁର ଥାନା ଅନ୍ତର୍ଗତ ମଧୁସୂଦନ ପୁର ଗାଁ ରେ ଚଢ଼ାଉ କରାଯାଇଥିଲା ।ଏହି ସମୟରେ ସେହି ଗାଁର ଶରତ ସାହୁ ଠାରୁ ୧୩କେଜି ଗଞ୍ଜେଇ ଜବତ କରିବା ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ।

 

Related Post

କଇଁଛ ଚୋରି ଚାଲାଣ ବେଳେ ବନ ବିଭାଗର ଚଢ଼ାଉ,୮୦ରୁ ଉର୍ଦ୍ଧ କଇଁଛ ଉଦ୍ଧାର

Posted by - June 25, 2021 0
ନବରଙ୍ଗପୁର:(ବେଣୁ ଗୋପାଳ ରାଓ)ଝରିଗାଁରେ କିଛି ଅସାଧୁ ବ୍ୟବସାୟୀ କଳାହାଣ୍ଡି ଜିଲ୍ଲାରୁ ଶାଗ ମାଛ ଦରରେ କଇଁଛ କ୍ରୟ କରି ନବରଙ୍ଗପୁର ଜିଲ୍ଲାରେ ଚଢା ଦର ରେ ବିକ୍ରି…

ଗୋ ମାଂସକୁ ଛେଳି ମାଂସ କହି ବିକ୍ରି କରୁଥିବା ବେଳେ ତିନି ଗିରଫ

Posted by - June 26, 2021 0
ଜଗନ୍ନାଥ ପ୍ରସାଦ:((ସୁଶାନ୍ତ କୁମାର ବେହେରା) ଗୋ ହତ୍ୟା କରି ମାଂସ ବିକ୍ରି ପାଇଁ ଯୋଜନା କରୁଥିବା ବେଳେ ଜଗନ୍ନାଥପ୍ରସାଦ ପୋଲିସ ୩ ଜଣଙ୍କୁ ଅଟକ ରଖି ତଦନ୍ତ…

ନବବଧୂକୁ ହତ୍ୟା ଅଭିଯୋଗରେ,ସ୍ୱାମୀ,ଶାଶୁ କୋର୍ଟ ଚାଲାଣ

Posted by - July 2, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ଗତ ଜୁନ୍ ୨୧ରେ ବାହାଘର ସରିଥିଲା।ଗୋଡରୁ ଅଳତା , ହାତରୁ ମେହେନ୍ଦି ଲିଭିନଥିଲା। ସାଂସାରିକ ଜୀବନର ସୁଖଦୁଃଖ ଜାଣିବା ପୂର୍ବରୁ ଶାଢୀ ଖଣ୍ଡିଏ ପାଇଁ…

କେନ୍ଦ୍ରାପଡ଼ାରେ ପୁଣି ଏନ୍‌କାଉଣ୍ଟର

Posted by - February 25, 2019 0
ପୁଲିସ୍‌ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଦେବୀ ପ୍ରସାଦ ଦାସ ଓରଫ ଲିଟୁ ଦାସ ଆହତ ହୋଇଛି। ତା’ର ଡାହାଣ ଗୋଡ଼ରେ ଗୁଳି ବାଜିଛି। ଲିଟୁକୁ ଗୁରୁତର ଅବସ୍ଥାରେ…