ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିଲେ ୧୪ ଦିନିଆ କ୍ବାରେଣ୍ଟାଇନ୍‌ ବାଧ୍ୟତାମୂଳକ, ସୀମାରେ ଚେକିଂ କଡ଼ାକଡ଼ି,ଯେଉଁମାନଙ୍କ ପାଖରେ ୪୮ ଘଣ୍ଟା ପୂର୍ବର ଆରଟିପିସିଆର ନେଗେଟିଭ୍ ରିପୋର୍ଟ ଏବଂ କୋଭିଡ-୧୯ ଟିକାର ୨ଟି ଡୋଜ୍‌ ନେଇଥିବା ପ୍ରମାଣପତ୍ର ଥିବ ସେମାନଙ୍କୁ ଗୃହ ସଂଗରୋଧରେ ରହିବାକୁ ଅନୁମତି ମିଳିବ

151 0

Related Post

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସମର୍ଥନ ଦେଇଛି ବିଜେଡି

Posted by - February 4, 2019 0
ଗତକାଲି ସିବିଆଇ ଯେଭଳି ଭାବେ କୋଲକାତା ପୁଲିସ କମିସନରଙ୍କ ବାସଭବନରେ ପଶିବାକୁ ଉଦ୍ୟମ କରିଥିଲା, ତାହା ଠିକ ନୁହେଁ। ସିବିଆଇ ଏକ ରାଜନୈତିକ ଅସ୍ତ୍ର ପାଲଟି ଯାଇଛି।…